୨୦ ଲକ୍ଷ ୫୮ ହଜାର ହିତାଧିକାରୀଙ୍କ ଚାଉଳ ବନ୍ଦ : ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୂବନେଶ୍ୱର ୧୫/୦୭: ରାସନ କାର୍ଡକୁ ନେଇ ଆସିଲା ବଡ଼ ଖବର । ଇ-କେୱାଇସି କରିନଥିବା ଲୋକଙ୍କୁ ସରକାର ଦେଲେ ଶେଷ ଚେତାବନୀ । ୩ ମାସ ମଧ୍ୟରେ ଇ-କେୱାଇସି ନକଲେ କାର୍ଡ ଗୁଡ଼ିକ କାଟିଦିଆଯିବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ…
ଭୂବନେଶ୍ୱର ୧୫/୦୭: ରାସନ କାର୍ଡକୁ ନେଇ ଆସିଲା ବଡ଼ ଖବର । ଇ-କେୱାଇସି କରିନଥିବା ଲୋକଙ୍କୁ ସରକାର ଦେଲେ ଶେଷ ଚେତାବନୀ । ୩ ମାସ ମଧ୍ୟରେ ଇ-କେୱାଇସି ନକଲେ କାର୍ଡ ଗୁଡ଼ିକ କାଟିଦିଆଯିବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତି ଆଦିକବି ସାରଳା…
ଭୂବନେଶ୍ବର: ମୂକଂ କରୋତି ବାଚାଳଂ ପଙ୍ଗୁଂ ଲଙ୍ଘୟତେ ଗିରିମ୍, ଯତ୍ କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଃ । ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍ ବିଜୟ କୁମାର ରଥ ।…
ଭୂବନେଶ୍ୱର: ବୁଧବାର ବିଜୁ ଜନତା ଦଳ (ବିଜେଡି) ଲୋକସେବା ଭବନ ଘେରାଉ କରିବାକୁ ଯାଉଛି। ସମ୍ଭାବ୍ୟ ଆଇନ ଶୃଙ୍ଖଳା ସମସ୍ୟା ଆଶଙ୍କା କରି ଓଡ଼ିଶା ସରକାର ଭୁବନେଶ୍ୱରର ପ୍ରମୁଖ ସରକାରୀ କୋଠାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିବା ପାଇଁ ଏକ ବିସ୍ତୃତ…
ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ। ଏନେଇ ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ…
ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା । ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ।…
ଭୂବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ମହାମହିମ । ଏହି ଅବସରରେ ଡିଗ୍ରୀପ୍ରାପ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁଅଙ୍କ ତୁଳନାରେ ଅଧିକ ଝିଅ ସ୍ୱର୍ଣ୍ଣ ପଦକ ପାଇଥିବାରୁ…
ଭୂବନେଶ୍ବର: ଜୀବନ ଯୁଦ୍ଧରେ ହାରିଗଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ । ତିନି ଦିନ ଧରି ଜୀବନ ବଞ୍ଚିବା ନେଇ ସଙ୍ଘର୍ଷ ପରେ ଶେଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ପୀଡିତା ଜଣକ…
ଭୁବନେଶ୍ଵର – ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହବିଦ୍ୟାଳୟ ଘଟଣାରେ ଚିକିତ୍ସାଧୀନ ଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗ ଖବର ଶୁଣି…
ଭୁବନେଶ୍ୱର – ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଶ୍ରୀ ମାଝୀ ଏକ୍ସ ରେ କହିଛନ୍ତି ଯେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା…