ଭାରତ ଅନ୍ତର୍ଜାତୀୟ ଚାଉଳ ସମ୍ମିଳନୀ-୨୦୨୬ରେ ଓରମାସ୍ର ଅଂଶଗ୍ରହଣ
*ଭାରତ ଅନ୍ତର୍ଜାତୀୟ ଚାଉଳ ସମ୍ମିଳନୀ-୨୦୨୬ରେ ଓରମାସ୍ର ଅଂଶଗ୍ରହଣ* *ଓଡ଼ିଶାର ପାରମ୍ପରିକ ଚାଉଳକୁ ବିଶ୍ୱ ବଜାରରେ ପହଞ୍ଚାଇବାକୁ ପ୍ରୟାସ* * *୮ଟି ଜିଲ୍ଲାର ୧୫ ପ୍ରକାର ଧାନ ଓ ଚାଉଳ ଉତ୍ପାଦ ପ୍ରଦର୍ଶିତ* * *୮୫ଟି ଗୋଷ୍ଠୀଭିତ୍ତିକ ସଂଗଠନର ୩,୬୯୫ ସଦସ୍ୟ ସାମିଲ*…
