Category: ଭୁବନେଶ୍ବର

ସମ୍ଭାବ୍ୟ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି: ରାଜସ୍ୱ ମନ୍ତ୍ରୀ

ଭୂବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି। ମୟୂରଭଞ୍ଜ ଓ ବାଲେଶ୍ବରକୁ ରେଡ୍ ଆଲର୍ଟ ରହିଛି। ତଳମୁଣ୍ଡରେ ପ୍ରବଳ…

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୂବନେଶ୍ବର: ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି । ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ…

ସ୍ଥଗିତ ହେଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ, ଜାଣନ୍ତୁ କାରଣ ?

ସ୍ଥଗିତ ହେଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ, ଜାଣନ୍ତୁ କାରଣ ? ସ୍ଥଗିତ ରହିଲା ରାଜ୍ୟ ବିଜେପି ସଭାପତି ନିର୍ବାଚନ । ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ମଧ୍ୟ ସ୍ଥଗିତ। ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏହି ସୂଚନା…

ପୁରୀ ଦଳଚକଟା: ବଦଳିଲେ ପୁରୀ ଜିଲ୍ଲାପାଳ, ଏସପି.ମୃତକଙ୍କ ପରିବାରକୁ ୨୫ ଲକ୍ଷ ସହାୟତା ରାଶି

ପୂରୀ: ପୁରୀ ଦଳାଚକଟା ଘଟଣାରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦଳଚକଟାରେ ଅବହେଳା ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଆଉ ପୁରୀ ଏସପି । ଏଥିସହିତ ଡିସିପିଙ୍କ ସହ ଜଣେ କମାଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି ।…

ବରିଷ୍ଠ IAS ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଅଛନ୍ତି ଶାଶ୍ୱତ । ଶାଶ୍ୱତଙ୍କୁ…

ପୁରୀ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ ମୁଖ୍ୟମନ୍ତ୍ରୀ ମୋହନ…

ଆସିଲା ବଡ ଖବର ; କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ପୂରୀରେ ରଥଟଣା ପରେ ଶନିବାର ବିଳମ୍ବିତ ରାତିରେ ଦଳାଚକଟା ଘଟଣାକୁ ନେଇ ସରକାର ଅଡୁଆ ପରିସ୍ଥିତିରେ ପଡିଥିଲା ବେଳେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଜନଶୁଣାଣୀ ଶିବିର ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସୂଚନା ଦିଆଯାଇଛି…

ଆଦାନୀଙ୍କ ସହ ରାଜ୍ୟରେ ବନ୍ଦରଭିତ୍ତିକ ଶିଳ୍ପର ବିକାଶ ଉପରେ ଆଲୋଚନା କଲେ ମୋହନ ମାଝୀ

ଭୂବନେଶ୍ବର: ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ…

ଆଜି ଠାରୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଆଜି ଠାରୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ ଦେଲେ ସୂଚନା । ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ଆରମ୍ଭ…

ମନ୍ତ୍ରୀଶୂନ୍ୟ ଜିଲାକୁ ମିଳିପାରେ ଗୁରୁତ୍ବ

ଭୂବନେଶ୍ବର: ଓଡ଼ିଶାର ପ୍ରାୟ ଅଧା ଜିଲାରୁ ପ୍ରତିନିଧିତ୍ୱ ରାଜ୍ୟ ମନ୍ତ୍ରିମଣ୍ଡଳରେ ନାହିଁ। ମନ୍ତ୍ରୀ ନଥିବା ଜିଲାର ବିଧାୟକ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ଆଶା ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ବିଭିନ୍ନ ବିଭାଗର ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ…