Category: ଭୁବନେଶ୍ବର

କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ଦେବ୍ରିଗଡ଼ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ ମାନ୍ୟତା ପାଇଁ କଲେ ଅନୁରୋଧ

ଭୂବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ…

ପୁରୀରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ବିକଶିତ କୃଷି ସଂକଳ୍ପ ଅଭିଯାନରେ ହେବେ ସାମିଲ

ପୂରୀ: ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ। ଆଜି ବିକଶିତ କୃଷି ସଂକଳ୍ପ ଅଭିଯାନରେ ସାମିଲ ହେବେ କେନ୍ଦ୍ର କୃଷିମନ୍ତ୍ରୀ। ଗତକାଲି ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇବା ପରେ ସଡ଼କ ପଥରେ ପୁରୀ ଯାଇଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ।…

ସରକାରୀ ଚାକିରି ପାଇଁ ଆବେଦନ କରିବାର ବୟସ ସୀମା ୩୨ ନୁହେଁ ଏଣିକି ୪୨

ଭୂବନେଶ୍ୱର: ସରକାରୀ ଚାକିରି ପାଇଁ ଆବେଦନ କରିବାର ବୟସ ସୀମା ୩୨ ନୁହେଁ ଏଣିକି ୪୨ । ମୋହନ ସରକାରଙ୍କ କ୍ୟାବିନେଟ୍ ଏହି ନିଷ୍ପତ୍ତି ନେଇଛି । ଯାହା ଚାକିରି ଆଶାୟୀଙ୍କ ପାଇଁ ଗୋଟିଏ ବଡ଼ ସୁଯୋଗ ସୃଷ୍ଟି କରିଛି ।…

ରାଜ୍ୟ କ୍ୟାବିନେଟରେ ୫ଟି ପ୍ରସ୍ତାବକୁ ବାଜିଲା ମୋହର

ଭୂବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୫ଟି ପ୍ରସ୍ତାବକୁ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ ବୈଠକ। ପ୍ରଥମ ପ୍ରସ୍ତାବ ଭାବେ ରାଜ୍ୟରେ ଏଆଇ ମିସନ୍ ଓ ଏଆଇ ସେଲ ଲାଗୁ ହେବ। ଜୋରନ୍ଦାରେ ମହିମା ଗାଦି ନିର୍ମାଣ କରାଯିବ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩୧ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ଼ । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି…

ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ, ରହିଥିଲା ୪ଲକ୍ଷ ଟଙ୍କା

ଭୂବନେଶ୍ୱର: ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ବଂଶଧାରା- ଘୁମୁସର- ନାଗାବଳି (BGN) ଡିଭିଜନ ଘୁମସର ଏରିଆ କମିଟିର ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ। ଛତିଶଗଡ଼ର ବିଜାପୁର ଜିଲ୍ଲା ହୁସୁର ଥାନା ଅଞ୍ଚଳର ନିବାସୀ ବିଜୟ ଗୋଟିଏ…

ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୂବନେଶ୍ୱର: ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର। ଏପରି ସୂଚନା ଦେଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୦ ହଜାର ଘର ଦିଆଯାଇଛି। ଏବେ ବି ତାଲିକା ପ୍ରସ୍ତୁତି ଚାଲିଛି। ୨ ମାସ…

ସିଏମ୍ ଟ୍ରଫି-୨୦୨୫ ଲୋଗୋ,ଟ୍ରଫି ଓ ଆନଥେମ୍‌ ଉନ୍ମୋଚନ; ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ହେବ ବିକାଶ

ଭୂବନେଶ୍ବର: ସିଏମ୍ ଟ୍ରଫି-୨୦୨୫ ଲକ୍ଷ୍ୟ ଏକ, ପ୍ରତିଭା ଅନେକ। ରାଜ୍ୟରେ ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଗ୍ରହ କ୍ରମେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଓଡ଼ିଶା ଫୁଟବଲ୍…

ଯାତ୍ରା ମାଲିକ ନାଣ୍ଡୁ ବାବୁଙ୍କ ନାମରେ ସାଂଘାତିକ ଅଭିଯୋଗ

ଵାଲିଆପାଳ/ଭୁବନେଶ୍ୱର: ଯାତ୍ରା ପାର୍ଟି ବିବାଦ କିଛି ଦିନ ଧରି ନିରବ ରହିଥିଲା। ଏବେ ପୁଣି ଆଉ ଏକ ସାଂଘାତିକ ଅଭିଯୋଗ ଆସିଛି ତାହା ପୁଣି ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ବାବୁଙ୍କ ନାମରେ । ଜଣେ…

୬ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୂବନେଶ୍ୱର: ଓଡ଼ିଶା ସରକାର ଆଉ ଛଅ ଜଣ ଓଏଏସ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ଦେଇଛନ୍ତି। ଲୋପାମୁଦ୍ରା ମହାନ୍ତିଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ୱରରେ ଓୟୁଏଟିର ପୂର୍ବତନ ରେଜିଷ୍ଟ୍ରାର GA ଏବଂ PG ବିଭାଗରେ…

You missed