Category: ଭୁବନେଶ୍ବର

ରାଜ୍ୟରେ ବାଂଲାଦେଶୀ ଚିହ୍ନଟ ପାଇଁ ଜୋରଦାର ଧରପଗଡ଼, ଏସଟିଏଫକୁ ନୋଡାଲ୍‌ ଏଜେନ୍ସି ଦାୟିତ୍ବ

ଭୂବନେଶ୍ୱର: ରାଜ୍ୟରେ ବାଂଲାଦେଶୀ ଚିହ୍ନଟ ପାଇଁ ଜୋରଦାର ଧରପଗଡ଼। ଏସଟିଏଫକୁ ନୋଡାଲ୍‌ ଏଜେନ୍ସି ଦାୟିତ୍ବ ନେଇ ଡିଆଇଜି ପିନାକ ମିଶ୍ର ଦେଇଛନ୍ତି ସୂଚନା। ଅଣ ନାଗରିକଙ୍କର ଆଉ ଓଡ଼ିଶାରେ ଜାଗା ନାହିଁ। ଖୋଜି ଖୋଜି ଅଣ ନାଗରିକମାନଙ୍କୁ ଓଡ଼ିଶାରୁ ବାହାର କରାଯିବ।…

ଭୁବନେଶ୍ବରରେ ଖୋଲିବ NIA ଶାଖା, ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି

ଭୁବନେଶ୍ବରରେ ଖୋଲିବ NIA ଶାଖା, ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ଭୂବନେଶ୍ୱରରେ ଜାତୀୟ ତଦନ୍ତକାରୀ ସଂସ୍ଥାର ଶାଖା ଖୋଲିବ। ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି। ଭିଏସଏସ ନଗରରରେ ପ୍ରାରମ୍ଭିକ ଭାବେ…

ଜିଲ୍ଲା ସ୍ତରୀୟ ରାଜସ୍ୱ ଅଧିକାରୀ ଓ କର୍ମଚାରୀ ପ୍ରଶିକ୍ଷଣ ଶିବିର ଆୟୋଜିତ

ଜିଲ୍ଲା ସ୍ତରୀୟ ରାଜସ୍ୱ ଅଧିକାରୀ ଓ କର୍ମଚାରୀ ପ୍ରଶିକ୍ଷଣ ଶିବିର ଆୟୋଜିତ ଢେଙ୍କାନାଳ, ତା. ୧୭.୫.୨୦୨୫- ଆଜି ସ୍ଥାନୀୟ ପୁରୁଣା ଜିଲ୍ଲା ପରିଷଦ ସଭାଗୃହ ଠାରେ ରାଜସ୍ବ ଅଧିକାରୀ ଓ କର୍ମଚାରୀମାନଙ୍କ ଏକ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଛି…

ରସୁଲଗଡ ଦୁର୍ଗାମଣ୍ଡପ ପଡିଆରେ ଦେଶୀ ମେଳା ଓ଼ ମେଘା ସପିଙ୍ଗ ବଜାରର ଉଦଘାଟିତ

ରସୁଲଗଡ ଦୁର୍ଗାମଣ୍ଡପ ପଡିଆରେ ଦେଶୀ ମେଳା ଓ଼ ମେଘା ସପିଙ୍ଗ ବଜାରର ଉଦଘାଟିତ ଭୁବନେଶ୍ୱର, ୧୭/୦୫ : ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ରସୁଲଗଡ ଦୁର୍ଗାପୂଜା ପଡିଆରେ ଶୁକ୍ରବାର ସନ୍ଧ୍ୟାରେ ଅତିଥି ମାନଙ୍କ ଉପସ୍ଥିତିରେ ଦେଶୀ ମେଳା ମେଘା…

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୂବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ…

ଏସ୍‌ଇବିସି ବର୍ଗର ସାମାଜିକ ଓ ସାମ୍ବିଧାନିକ ଅଧିକାରକୁ ସୁନିଶ୍ଚିତ କରିଛୁ : ଉଚ୍ଚଶିକ୍ଷା ମନ୍ତ୍ରୀ

ଵିଗତ ୨୪ବର୍ଷ ଶାସନକାଳ ମଧ୍ୟରେ ବିଗତ ସରକାର ସାମାଜିକ ଓ ଅର୍ଥନୈତିକ ଭାବରେ ପଛୁଆ ବର୍ଗକୁ (ଏସ୍‌ଇବିସି ବର୍ଗକୁ) ସାମ୍ବିଧାନିକ ଅଧିକାର ପ୍ରଦାନ କରିବାରେ ବିଫଳ ହୋଇଥିଲେ। ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଏକ ଐତିହାସିକ…

ଅଦିନିଆ ବର୍ଷା ସହ ୯ଟି ବିପର୍ଯ୍ୟୟକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି । ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ…

କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୧୫୦୦ ଟଙ୍କାକୁ ବୃଦ୍ଧି

ଭୂବନେଶ୍ୱର: କୃଷି ଓଭରସିଅରମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅର ମାନଙ୍କୁ ଅତି କମରେ ୨୦ ଦିନ…

ମନରେଗାରେ ମେସିନ ଦ୍ବାରା କାମ ବନ୍ଦ କର: ମୁଖ୍ୟମନ୍ତ୍ରୀ

ପଞ୍ଚାୟତିରାଜ ବିଭାଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ମନରେଗାରେ ମେସିନ ଦ୍ବାରା କାମ ବନ୍ଦ କରିବାକୁ କହିଛନ୍ତି । ମେସିନ ନ ଲଗାଇ ଶ୍ରମିକମାନଙ୍କୁ ନିଯୁକ୍ତି କରି କାମ କରିବାକୁ କହିଛନ୍ତି । ଏଥିପାଇଁ ଆଗାମୀ ଦିନରେ…

ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ, କହିଲେ ସେକାଳ ପଖାଳ ଆଉ ନାହିଁ

କିଛି ବିଡିଓ ମୋ ସହ ଭଲ ସମ୍ପର୍କ ରଖିନାହାନ୍ତି । ଭିଡିଓ କନଫରେନ୍ସରେ ମୋ ଭାଷଣ ଆସିଲେ, ଟିଭି ବନ୍ଦ କରିଦେଉଛନ୍ତି । ଲୋକଙ୍କୁ ପଳାଇବାକୁ କହୁଛନ୍ତି । ଏହାପରେ ପରିସ୍ଥିତି କଣ ହେବ ଆପଣମାନେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ଭିସିରେ…

You missed