Category: ଭୁବନେଶ୍ବର

କ୍ୟାବିନେଟରେ ବଡ଼ ନିଷ୍ପତ୍ତି; ଶିକ୍ଷାନୁଷ୍ଠାନରେ SEBC ପିଲାଙ୍କୁ ମିଳିବ ସଂରକ୍ଷଣ

ଭୂବନେଶ୍ୱର: ଓଡ଼ିଶା କ୍ୟାବିନେଟରେ ବୁଧବାର ଦିନ ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (SEBC) ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷାନୁଷ୍ଠାନରେ ସଂରକ୍ଷଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟର ସରକାରୀ…

ବନୀକରଣ ନାଁରେ ସରକାରୀ ପାଣ୍ଠି ଆତ୍ମସାତ; ୪ ବନ ଅଧିକାରୀ ଗିରଫ

ଭୂବନେଶ୍ୱର: ୨୦୨୩-୨୪ ବର୍ଷରେ ବନୀକରଣ ନାଁରେ ହୋଇଥିଲା ବଡ଼ ଦୁର୍ନୀତି । କଳାହାଣ୍ଡି ଜୟପାଟଣା ରେଞ୍ଜରେ ର୍ଦୁନୀତି ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବନୀକରଣ ଦୁର୍ନୀତି ଅଭିଯୋଗରେ ୪ ବନ ଅଧିକାରୀ ଗିରଫ ହୋଇଛନ୍ତି। ପ୍ରାୟ ୮୦…

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ଵିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି କଂଗ୍ରେସ ବିଧାୟକ ଦଳ ନେତା ଏହି ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ…

ଅର୍ଚ୍ଚନା ନାଗ୍‌ଙ୍କୁ ସୋ କଜ୍‌ ନୋଟିସ୍ ଜାରି

ଵହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ୍ ଆଡଭୋକେଟ୍ ଲାଇସେନ୍ସ ପାଇବାର ମାତ୍ର ଅଳ୍ପ ଦିନ ମଧ୍ୟରେ ତାଙ୍କୁ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି I ସେ ନିଜ ବିରୋଧରେ କୌଣସି ପ୍ରକାର କ୍ରିମିନାଲ କେସ୍ ନାହିଁ…

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୂବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି…

ବଡ ନିଷ୍ପତ୍ତି ନେଲେ ସରକାର: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା,ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ

ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ…

ମୁଖ୍ୟମନ୍ତ୍ରୀ ବସ୍ ସେବା; ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦% ରିହାତି

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ୍ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦ ପ୍ରତିଶତ ରିହାତି ମିଳିବ। ଛାତ୍ର ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି। ଏହି ପ୍ରସ୍ତାବ ସମେତ ୫ଟି ବିଭାଗର…

ନରୱେ ସମେତ ଏହି ୩ ଦେଶ ଗସ୍ତ ବାତିଲ କଲେ ମୋଦି

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ପିଓକେର ୯ଟି ଆତଙ୍କବାଦୀ ଶିବିର ଉପରେ ମିଶାଇଲ ଆଟାକ କରିଛି ଭାରତ। ଏହି ଆକ୍ରମଣକୁ ଅପରେସନ ସିନ୍ଦୂର ନାମ ଦିଆଯାଇଛି। ସୂଚନା ଅନୁଯାୟୀ, ମଙ୍ଗବାର- ବୁଧବାର ମଧ୍ୟରାତ୍ରରେ ହୋଇଥିବା ଏହି ଆକ୍ରମଣରେ ୮୦ରୁ ଅଧିକ ଆତଙ୍କବାଦୀ ନିହତ…

ବିଜୁ ବାବୁଙ୍କୁ ସମ୍ମାନ ଜଣାଇଲା ଋଷ; ଦୂତାବାସରେ ସ୍ମାରକୀ ଫଳକ ଉନ୍ମୋଚିତ

ଭୂବନେଶ୍ୱର: ନାଜିବାଦ ବିରୁଦ୍ଧରେ ଋଷ ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ପାଳନ କରୁଛି। ଏହି ଅବସରରେ ଓଡ଼ିଆ ବୀର ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ସମ୍ମାନ ଜଣାଇଛି ଋଷ। ତେବେ ବିଜୟ ଉତ୍ସବ ପାଇଁ ମେ ୯…

ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ

ଭୂବନେଶ୍ୱର: ରାଜଧାନୀରୁ ଆଜି ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ ହୋଇଛି । ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍ । ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି…

You missed