ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ
*ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ* *ଭୁବନେଶ୍ୱର, ୧ ଅକ୍ଟୋବର:* ଗୁରୁବାର ଦିନ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ…
