ଲୋୟର ପିଏମ୍ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ
ଗୁରୁବାର ଲୋୟର ପିଏମ୍ଜି ପାଲଟିଥିଲା ରଣକ୍ଷେତ୍ର। କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଥିଲେ। ବିକ୍ଷୋଭକାରୀମାନେ ପୋଲିସ କର୍ମଚାରୀଙ୍କ ଉପରକୁ ଢେଲାପଥର ଏବଂ ଚେୟାର ଫିଙ୍ଗିଥିଲେ। ସ୍ଥିତି ନିୟନ୍ତ୍ରଣ ବେଳେ ଏଥିରେ ୧୨ ପୋଲିସ ଆହତ…
