Category: ଭୁବନେଶ୍ବର

ରାଜ୍ୟର ପ୍ରତି ଜିଲ୍ଲାରେ ସ୍ଥାପନ ହେବ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍

ଭୂବନେଶ୍ୱର: ରାଜ୍ୟର ପ୍ରତି ଜିଲ୍ଲାରେ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଗୃହୀତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏହି ଯୋଜନା…

ଆସନ୍ତା ୩ରେ ଜନ ଅଭିଯୋଗ ଶୁଣାଣି; କାଲିଠୁ ପଞ୍ଜୀକରଣ

ଭୂବନେଶ୍ବର: ଫେବୃୟାରୀ ୩ ତାରିଖ ସୋମବାରରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ…

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ : ୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୨୯/୦୧ : ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ…

ସରିଲା ଉତ୍କର୍ଷ ଓଡ଼ିଶା ମେକଇନ ଓଡ଼ିଶା କନକ୍ଲେଭ

ଭୂବନେଶ୍ୱର, ୨୯/୦୧ : ଆଜି ଶେଷ ହୋଇଛି ଉତ୍କର୍ଷ ଓଡ଼ିଶା ମେକଇନ ଓଡ଼ିଶା କନକ୍ଲେଭ । ଦୁଇଦିନରେ ୧୪୫ଟି ଏମଓୟୁ ସ୍ବାକ୍ଷରିତ ହୋଇଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ସ୍ବପ୍ନ ସାକାର କରିବୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ରାଜ୍ୟ…

ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୂବନେଶ୍ବର, ୨୮/୧: ଆଜି ଜନତା ମଇଦାନରେ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌କୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପରେ ଉତ୍କଳ ଓଡ଼ିଶା ଗ୍ୟାଲେରୀ ବୁଲି ଦେଖିଛନ୍ତି ମୋଦି । ସେ ୨ ଘଣ୍ଟା ୨୦ ମିନିଟ୍‌…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ : ଅଭିଯୁକ୍ତକୁ କାବୁ କଲା ପୋଲିସ

ଭୂବନେଶ୍ୱର, ୨୮/୦୧ : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ । ଆଇଆରସି ଭିଲେଜରେ ଥିବା ଆଉ ଏକ ଘରେ ପଶିଥିଲା ଚୋର । ଘରେ ଚୋର ପଶିଥିବା ସିସି…

ଖୁବଶୀଘ୍ର ଶିଳ୍ପ ଇଞ୍ଜିନ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୨୮/୦୧ : ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡିଶା କନକ୍ଲେଭ ୨୦୨୫କୁ ଆନୁଷ୍ଠାନିକଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହିତ ଧନ୍ୟବାଦ ଜଣାଇଛନ୍ତି । ଜଗନ୍ନାଥଙ୍କ ପବିତ୍ର…

କଟନୀ ଛଟନୀ ଗୁମର ଖୋଲିଲେ ଯୋଗାଣ ମନ୍ତ୍ରୀ, କଡା ଟାର୍ଗେଟ କଲେ ବିରୋଧୀ

ଭୂବନେଶ୍ବର : ସାରା ରାଜ୍ୟରେ ବିଭିନ୍ନ ମଣ୍ଡି ମାନଙ୍କରେ ଚାଲିଛି ଧାନ ସଂଗ୍ରହ। ସରକାରଙ୍କ ତତ୍ୱାବଧାନରେ ଚାଲିଛି ଏହି ପ୍ରକ୍ରିୟା। କିପରି ଚାଷୀ ଟିକେ ବି ହଇରାଣ ନହେବେ ସେପାଇଁ ସଜାଗ ଅଛନ୍ତି ବୋଲି କହୁଛନ୍ତି ସରକାର। ଏହାରି ଭିତରେ ଧାନର…

ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର

ଭୂବନେଶ୍ୱର, ୨୭/୦୧ : ଅବସରପ୍ରାପ୍ତ ଆଏଏସ ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ । ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ…

ମଧୁସୂଦନ ପାଢ଼ୀ ହେଲେ ଓଡ଼ିଶାର ନିର୍ବାଚନ କମିଶନ

ମଧୁସୂଦନ ପାଢ଼ୀ ହେଲେ ଓଡ଼ିଶାର ନିର୍ବାଚନ କମିଶନ ଭୂବନେଶ୍ୱର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ । ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ମିଳିଛି ଏହି ଦାୟିତ୍ୱ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଆଦିତ୍ୟ ପାଢ଼ୀଙ୍କ ଅବସର…