Category: ଭୁବନେଶ୍ବର

ବାତ୍ୟା ଦାନା କ୍ଷୟକ୍ଷତି: ୭ ଦିନ ଭିତରେ ଟଙ୍କା ବାଣ୍ଟିବେ ଜିଲ୍ଲାପାଳ

ଭୂବନେଶ୍ବର: ବାତ୍ୟା ଦାନାରେ ଯେଉଁମାନଙ୍କର କ୍ଷୟକ୍ଷତି ହୋଇଛି ସେମାନଙ୍କୁ ଆଗାମୀ ୭ ଦିନ ଭିତରେ ନିଜ ନିଜ ଜିଲ୍ଲାପାଳଙ୍କ ଠାରୁ ସହାୟତା ରାଶି ମିଳିଯିବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି, ଆସନ୍ତା…

ଜିଲ୍ଲା ସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ଉତ୍ସବ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ଉତ୍ସବ ଅନୁଷ୍ଠିତ ଜଗତସିଂହପୁର ତା =6/11/24ଜଗତସିଂହପୁର ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲାସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ୨୦୨୩-୨୪ ଉତ୍ସବ ତଥା…

ସାତକୋଶିଆରେ ଛଡ଼ାଯିବେ ୧୬ ଘଡ଼ିଆଳ

ଅନୁଗୋଳ /ଭୂବନେଶ୍ୱର, ୦୫/୧୧ : ଟିକରପଡାର ସାତକୋଶିଆ ଅଭୟାରଣ୍ୟ ମହାନଦୀ ଅଞ୍ଚଳରେ ୧୬ଟି ଘଡ଼ିଆଳ କୁମ୍ଭୀର ଛଡ଼ାଯିବ । ଏଥିପାଇଁ ଘଡ଼ିଆଳ ପୁନଃଉଦ୍ଧାର ପ୍ରକଳ୍ପ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଡିସେମ୍ବରରେ ୮ଟି ଓ ୨୦୨୫ ମସିହାରେ ଆଉ…

ନଭେମ୍ବର ୨୧ରୁ ଆରମ୍ଭ ହେବ ଖରିଫ ଧାନ କିଣା

ଭୂବନେଶ୍ୱର: ନଭେମ୍ବର ୨୧ରୁ ଖରିଫ ଧାନର କ୍ରୟ ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି।ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ମନ୍ତ୍ରୀ ସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କୃଷକମାନଙ୍କଠାରୁ…

ଆଜି ଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଚରଣ ଦାସ ମହନ୍ତ ଓ ମୀନାକ୍ଷୀ ନଟରାଜ

ଭୂବନେଶ୍ବର, ୦୪/୧୧ : ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଛତିଶଗଡ କଂଗ୍ରେସ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଏବଂ ତାଙ୍କୁ ସହାୟତା କରିବା ପାଇଁ ଏଆଇସିସି ଦ୍ବାରା ନିଯୁକ୍ତ ମୀନାକ୍ଷୀ ନଟରାଜନ । ପିସିସି ସଭାପତି ମନୋନୟନ…

ବର୍ଷବ୍ୟାପୀ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜନ୍ମବାର୍ଷିକୀ

ଭୂବନେଶ୍ୱର, ୦୪/୧୧ : ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ନଭେମ୍ବର ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ରାଜଧାନୀ ଭୁବନେଶ୍ବରରେ ସମାରୋହ ଅନୁଷ୍ଠିତ ହେବ । ଏହା ସହିତ ଆସନ୍ତା ଏକବର୍ଷ ପର୍ଯ୍ୟନ୍ତ ମହତାବଙ୍କ…

ଏଣିକି ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି

ଏଣିକି ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି ଏଣିକି ଖାଉବନେଶ୍ବର: ଏବେ ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି । ଉଭୟ ଖଳ ପ୍ରକୃତିର ଡିଲର ଓ ହିତାଧିକାରୀଙ୍କୁ କରିବ ସାବାଡ୍ । ତେବେ ଖାଉଟି ବଣ୍ଟନ ବ୍ୟବସ୍ଥାରେ ବ୍ୟାପକ…

ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଆଜି ଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଗସ୍ତ ସମୟରେ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ…

ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ! ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ !

ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ନେଇ ଚର୍ଚ୍ଚା । ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ସୂଚନା । ୨ରୁ ୩ ସେକେଣ୍ଡ ପାଇଁ ଭୂମିକମ୍ପ ହୋଇଥିବା ସୂଚନା । ଭୀମଟାଙ୍ଗି, ସିଆର୍‌ପି, ନୟାପଲ୍ଲୀ ଅଞ୍ଚଳରେ ଅନୁଭୂତ…

ଆସନ୍ତା ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ବନେଶ୍ୱର, ୦୩/୧୧ : ଆସନ୍ତା ୪ ଓ ୧୧ ତାରିଖରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ…