ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ – ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ
ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ…
