ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ
ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ପୁରୀ…
