ଆଜି ପବିତ୍ର ଜନ୍ମାଷ୍ଟମୀ: ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଇଁ ସଜିଛି ମନ୍ଦିର, ଭକ୍ତଙ୍କ ମଧ୍ୟରେ ଉତ୍ସାହ
ଆଜି ପବିତ୍ର ଜନ୍ମାଷ୍ଟମୀ: ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଇଁ ସଜିଛି ମନ୍ଦିର, ଭକ୍ତଙ୍କ ମଧ୍ୟରେ ଉତ୍ସାହ ଭୁବନେଶ୍ୱର: ଆଜି ପବିତ୍ର ଜନ୍ମାଷ୍ଟମୀ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମତିଥିକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟ ଶ୍ରୀକୃଷ୍ଣଙ୍କ…
