Category: ଭୁବନେଶ୍ବର

ଆୟ ବହିର୍ଭୂତ ସମ୍ପତ୍ତି: ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦ୍ରାପଡ଼ା: ରାଜ୍ୟରେ ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସର ବଡ଼ଧରଣର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜର ରବୀନ୍ଦ୍ର କୁମାର ନାୟକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକାସଙ୍ଗେ ୪ଟି ସ୍ଥାନରେ ଭିଜିଲାନ୍ସ ବିଭାଗ…

ଭୁବନେଶ୍ୱରରେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଉପରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି.

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ ମଙ୍ଗଳବାର ଅପରାହ୍ଣ ୪ଟାରୁ ପୋର୍ଟାଲରେ ଉପଲବ୍ଧ ହୋଇଛି।…

ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଦସ୍ତାବିଜର ଉନ୍ମୋଚନ କରିବେ ଉପରାଷ୍ଟ୍ରପତି

ନୁଆଦିଲ୍ଲୀ: ଭାରତ ସରକାରଙ୍କ ମତ୍ସ୍ୟ ବିଭାଗ ଆସନ୍ତାକାଲି, ୯ ଜୁଲାଇ ୨୦୨୬ରେ ଭୁବନେଶ୍ୱରଠାରେ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (ଏଲଓଏ)’ର ଶୁଭାରମ୍ଭ ନିମନ୍ତେ ଏକ ଜାତୀୟସ୍ତରର କାର୍ଯ୍ୟକ୍ରମ ଆୟୋଜନ କରୁଛି। ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍…

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ଭୁବନେଶ୍ୱରସ୍ଥିତ ଏକ ଘରୋଇ ହୋଟେଲରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ରାଜ୍ୟରେ ମତ୍ସ୍ୟ ସମ୍ପଦର ବିକାଶ ପାଇଁ ଅପାର ସମ୍ଭାବନା ରହିଛି।…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…

ଆଜିର ରାଶିଫଳ

🌸 ଜାଗ୍ରତ ଭାରତ ନ୍ୟୁଜ୍ ର ଆଜିର ରାଶିଫଳ ତାରିଖ: ୯ ଜୁଲାଇ ୨୦୨୬ (ଗୁରୁବାର) ♈ ମେଷ ଶୁଭ ଫଳାଫଳ: କାର୍ଯ୍ୟକ୍ଷେତ୍ରରେ ସଫଳତା ଓ ପ୍ରଶଂସା ମିଳିବ। ପରିବାରରେ ଖୁସିର ପରିବେଶ ରହିବ।ଶୁଭ ସଂଖ୍ୟା: ୯ଶୁଭ ରଙ୍ଗ: ଲାଲଶୁଭ ସମୟ:…

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ଭୁବନେଶ୍ବର: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୧.୨୩ ଫୁଟ୍ ରହିଛି। ଡ୍ୟାମକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୬୨ ହଜାର ୭୫୫ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ୩୦ ହଜାର ୪୪…

କର୍ଡନ ପାସ୍ ଉପରେ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର: ପାଖେଇ ଆସୁଛି ରଥଯାତ୍ରା । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି । କର୍ଡନ ପାସ୍ ଉପରେ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଗୋଟିଏ ବି ଅଧିକ କର୍ଡନ…

ବଡ଼ ଡ୍ରେନ୍‌ କଡ଼ରେ ହେବ ବ୍ୟାରିକେଡ୍‌

ଭୁବନେଶ୍ୱର: ଲଗାଣ ବର୍ଷା ଓ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସଜାଗ ହୋଇଛନ୍ତି । ବଡ଼ ବଡ଼ ଡ୍ରେନ୍‌ କଡ଼ରେ ସୁରକ୍ଷା ବ୍ୟାରିକେଡ୍‌ ବ୍ୟବସ୍ଥା କରାଯିବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି…