Category: ଭୁବନେଶ୍ବର

ଆଜିର ରାଶିଫଳ

ଆଜିର ରାଶିଫଳ – ୪ ଜୁଲାଇ ୨୦୨୬ (ଶନିବାର) ♈ ମେଷ ଆଜି କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ।ଶୁଭ ଫଳାଫଳ: କାର୍ଯ୍ୟସିଦ୍ଧିଶୁଭ ସଂଖ୍ୟା: ୯ଶୁଭ ରଙ୍ଗ: ଲାଲଶୁଭ ସମୟ: ସକାଳ ୯:୦୦…

ଗ୍ଲୋବାଲ୍ ଗ୍ରୀନ୍ ହବ୍ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ, ଜାପାନୀ ଶିଳ୍ପ ବ୍ୟବସାୟିକ ପ୍ରତିନିଧି…

ନିଶାମୁକ୍ତ ଜୋନ୍ ପାଇଁ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ପରିସରକୁ ନିଶାମୁକ୍ତ ଅଞ୍ଚଳରେ ପରିଣତ କରିବାକୁ ଉଚ୍ଚଶିକ୍ଷା ବିଭାଗ କଡ଼ା ପଦକ୍ଷେପ ନେଇଛି । ପ୍ରତ୍ୟେକ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିସର ମଧ୍ୟରେ ମଦ, ତମାଖୁ, ମାଦକ ଦ୍ରବ୍ୟ, ସାଇକୋଟ୍ରୋପିକ୍…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଢେଙ୍କାନାଳ ଓ କଳାହାଣ୍ଡି ଜିଲାରେ ଡାକ୍ତର କାର୍ଯ୍ୟରେ…

ଭାରତ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ଯୋଗାଯୋଗ ସମ୍ପର୍କିତ ସମ୍ମିଳନୀ

ଭୁବନେଶ୍ୱର: ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଭୋଟରଙ୍କ ନାମ ତାଲିକା ଉପଲବ୍ଧ ହେବ। କେବଳ ଅନୁପସ୍ଥିତ, ସ୍ଥାନାନ୍ତରିତ, ମୃତ, ନକଲି ଏବଂ ବିଦେଶୀ ନଗରିକଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯିବ। ଏ ଦିଗରେ ସମସ୍ତେ ଯତ୍ନବାନ ହେବା…

୬ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ। ସେହିଦିନ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‌ରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ସମୀକ୍ଷା ବୈଠକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି । ଓଡ଼ିଶାର ପ୍ରଗତି, ସାଂଗଠନିକ ସୁଦୃଢ଼ୀକରଣ ଓ ଆଗାମୀ କାର୍ଯ୍ୟପନ୍ଥା ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ…

୪ ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ଥିବା ଏକ ଅନ୍ତରାଜ୍ୟ ଗଞ୍ଜେଇ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ କରିଛି ସ୍ପେଶାଲ୍ ଟାସ୍କ ଫୋର୍ସ (STF) । ଭୁବନେଶ୍ୱରର ବଡ଼ଗଡ଼ ଅଞ୍ଚଳରେ ଚଢ଼ାଉ କରି STF ୪ ଜଣ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି । ସେମାନଙ୍କ…

ଆନ୍ଦୋଳନରତ ଡାକ୍ତରମାନଙ୍କୁ ଆନ୍ଦୋଳନ ପ୍ରତ୍ୟାହାର କରି ଆଲୋଚନା ପାଇଁ ଅନୁରୋଧ

ଭୁବନେଶ୍ୱର: ରାଜ୍ୟରେ ରୋଗୀ ସେବାକୁ ନିରବଚ୍ଛିନ୍ନ ରଖିବା ପାଇଁ ଓଡ଼ିଶା ସରକାର ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରିଛନ୍ତି। ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ସ୍ୱାସ୍ଥ୍ୟ ସେବା ଜାରି ରହିଛି। ତେବେ ଆନ୍ଦୋଳନରତ ଡାକ୍ତରମାନଙ୍କୁ ତୁରନ୍ତ ଆନ୍ଦୋଳନ ପ୍ରତ୍ୟାହାର କରି କାର୍ଯ୍ୟରେ…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୬୪ତମ ରାଜ୍ୟସ୍ତରୀୟ ଫସଲ ବୀମା ସମନ୍ୱୟ କମିଟି ବୈଠକ

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ୬୪ତମ ରାଜ୍ୟସ୍ତରୀୟ ଫସଲ ବୀମା ସମନ୍ୱୟ କମିଟି (ଏସ୍‌ଏଲ୍‌ସିସିସିଆଇ) ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଖରିଫ-୨୦୨୬ ଋତୁ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ନିରବଚ୍ଛିନ୍ନ…