ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ ପ୍ରସନ୍ଜିତ ଦାସ: ନଗଦ ୨୧.୮୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ଗିରଫ ପରେ କୋର୍ଟ ଚାଲାଣ
ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ ପ୍ରସନ୍ଜିତ ଦାସ: ନଗଦ ୨୧.୮୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ଗିରଫ ପରେ କୋର୍ଟ ଚାଲାଣ ଭୁବନେଶ୍ୱର: ଠିକାଦାରଙ୍କ ଠାରୁ ଲାଞ୍ଚ ଟଙ୍କା ନେଇ ଯାଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ମହାନଦୀ ଉତ୍ତର…
