ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୬୪ତମ ରାଜ୍ୟସ୍ତରୀୟ ଫସଲ ବୀମା ସମନ୍ୱୟ କମିଟି ବୈଠକ
ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ୬୪ତମ ରାଜ୍ୟସ୍ତରୀୟ ଫସଲ ବୀମା ସମନ୍ୱୟ କମିଟି (ଏସ୍ଏଲ୍ସିସିସିଆଇ) ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଖରିଫ-୨୦୨୬ ଋତୁ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ନିରବଚ୍ଛିନ୍ନ…
