୨୦୨୩ ବ୍ୟାଚର ଓଡ଼ିଶା ରାଜସ୍ୱ ସେବା ପ୍ରଶିକ୍ଷାର୍ଥୀଙ୍କ ସହିତ ରାଜ୍ୟପାଳଙ୍କ ଭାବ ବିନିମୟ
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣମୂଳକ ଯୋଜନାଗୁଡ଼ିକ ବିଷୟରେ ବିସ୍ତୃତ ଜ୍ଞାନ ଅର୍ଜନ କରି ସରକାର ଏବଂ ଜନସାଧାରଣଙ୍କ ମଧ୍ୟରେ ସେତୁ ସାଜିବାକୁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମଙ୍ଗଳବାର ଦିନ ଓଡ଼ିଶା…
