ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର ଏସ ଗୋପାଲନଙ୍କ ଅଧ୍ୟକ୍ଷତାରେ ରାଜନୈତିକ ଦଳଗୁଡ଼ିକ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର:ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ. ଗୋପାଲନ ଙ୍କ ଅଧ୍ୟକ୍ଷତାରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।। ଏହି ବୈଠକରେ ବିଭିନ୍ନ ସ୍ଵୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗ ଦେଇ ରାଜ୍ୟରେ…
