Category: ଭୁବନେଶ୍ବର

ଓଡ଼ିଶା ଫୁଡ୍, ଏଗ୍ରି ଆଣ୍ଡ ବାୟୋଟେକ୍ (FAB) ସମ୍ମିଟ ୨୦୨୬କୁ ଉଦଘାଟନ କଲେ ରାଜ୍ୟପାଳ

ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର: ଯୁବପିଢି କୃଷିକୁ କେବଳ ଏକ ପାରମ୍ପରିକ ବୃତ୍ତି ନ ଭାବି ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର ଏକ ଗତିଶୀଳ କ୍ଷେତ୍ର…

୨୦୨୪ ସାଧାରଣ ନିର୍ବାଚନ ବିଧାୟକ ପ୍ରାର୍ଥୀଙ୍କ ସହ ସାଙ୍ଗଠନିକ ବୈଠକ

ଭୁବନେଶ୍ୱର: ଆଜି ଶଙ୍ଖ ଭବନଠାରେ ୨୦୨୪ ସାଧାରଣ ନିର୍ବାଚନରେ ବିଧାୟକ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକରେ ଯୋଗ ଦେଇ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଓ ସ୍ଥାନୀୟ ସମସ୍ୟା…

ଆଜିର ଦୈନିକ ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜ୍: ଦୈନିକ ରାଶିଫଳ (୧୧ ଜୁନ୍ ୨୦୨୬) ଆଜିର ଦିନଟି ଆପଣଙ୍କ ପାଇଁ କିପରି ରହିବ, ଜାଣନ୍ତୁ ଆମର ବିଶେଷ ରାଶିଫଳରେ। ♈ ମେଷ (Aries) ♉ ବୃଷ (Taurus) ♊ ମିଥୁନ (Gemini) ♋ କର୍କଟ (Cancer)…

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ଚଳିତ ମାସ ୧୯ ଓ ୨୦ ତାରିଖରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତକୁ ସୁରକ୍ଷିତ, ସୁବ୍ୟବସ୍ଥିତ ଏବଂ ନିର୍ବିଘ୍ନ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି କଟକସ୍ଥିତ ରାଜ୍ୟ ପୋଲିସ…

ସୁଧାଂଶୁ ଶେଖର ବଡ଼ପଣ୍ଡା ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ସଦସ୍ୟ ଭାବେ ଶପଥ ଗ୍ରହଣ କଲେ

ଭୁବନେଶ୍ୱର: ସୁଧାଂଶୁ ଶେଖର ବଡ଼ପଣ୍ଡା ଆଜି ପୂର୍ବାହ୍ନ ୧୧:୦୦ ଟାରେ ଭୁବନେଶ୍ୱରସ୍ଥିତ ଓଇଆରସିର ଶୁଣାଣି ପ୍ରକୋଷ୍ଠରେ ଆୟୋଜିତ ଏକ ସମାରୋହରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି।ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ…

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

ଭୁବନେଶ୍ୱର: ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ଆଜି ଭୁବନେଶ୍ବରରେ ବିସ୍ତୁତ ତଥ୍ୟ ରଖିଛନ୍ତି କେନ୍ଦ୍ର ଆଇନ, ନ୍ୟାୟ ଓ ସଂସଦୀୟ ବ୍ୟାପର ମନ୍ତ୍ରୀ ଅଜ୍ଜୁନରାମ ମେଘୱାଲ। ଆଜି ସକାଳେ ସେ ଭୁବନେଶ୍ବରରେ ପହଞ୍ଚିବା ପରେ ସେ ଲୋକସେବା ଭବନରେ…

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

ଭୁବନେଶ୍ଵର: ଓଡିଶା-ଛତିଶଗଡ ସୀମା ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ କିରମିଟି ଓ କଟୁଆପଦର ଗ୍ରାମ ଜଙ୍ଗଲ ମଧ୍ୟରେ ମାଓବାଦୀଙ୍କ ଦ୍ୱାରା ମାଟି ତଳେ ପୋତା ଯାଇଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି। ମାଲକାନଗିରି ଏସ୍…

ଜଳ ସଂପଦ ବିଭାଗର ୩ ଇଂଜିନିୟର ସସପେଣ୍ଡ

ଭୁବନେଶ୍ୱର: ଜଳ ସଂପଦ ବିଭାଗର ୩ ଇଂଜିନିୟର ସସପେଣ୍ଡ । ବରଗଡ ସୁପରିଟେଣ୍ଟେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ ସସପେଣ୍ଡ ହୋଇଛନ୍ତି । ଭେଡେନ ସହକାରୀ ନିର୍ବାହୀ ଯନ୍ତ୍ରୀ ରାଜ କୁମାର ମିଶ୍ର ସସପେଣ୍ଡ ହୋଇଛନ୍ତି । ବରଗଡ କେନାଲ ସେକ୍ସନର…

ମେଡିକାଲ କଲେଜ ଓ ହସ୍ପିଟାଲଗୁଡ଼ିକ ପାଇଁ ୭୫୫ଟି ନୂତନ ପଦବୀ ମଞ୍ଜୁର : ସ୍ୱାସ୍ଥ୍ୟସେବା ସୁଦୃଢ଼ୀକରଣ ଦିଗରେ ଆଉ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ଏବଂ ଲୋକଙ୍କ ନିକଟରେ ଉନ୍ନତମାନର ଚିକିତ୍ସାସେବା ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶା ସରକାର ଆଉ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ଚିକିତ୍ସା ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଦାନ…

ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା (DCA) ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ। ସୂଚନାଯୋଗ୍ୟ ଯେ, ୨୦୨୫…