Category: ରାୟଗଡ଼ା

ପlଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପlଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ lରାୟଗଡ:-ତା.୧୭/୧୨- ପାଣି ପଂଚାୟତ ପକ୍ଷ ପାଳନ ନିମନ୍ତେ ଆଜି ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କ…

ଖରିଫ ଧାନ ମଣ୍ଡି ଶୁଭାରମ୍ଭ କଲେ ଜିଲ୍ଲାପାଳ

ଖରିଫ ଧାନ ମଣ୍ଡି ଶୁଭାରମ୍ଭ କଲେ ଜିଲ୍ଲାପାଳ ରାୟଗଡ:-ଅଦ୍ୟ ତା. ୧୭.୧୨.୨୦୨୪ ରିଖ ୧୧ ଘଟିକାରେ ଜିଲ୍ଲାପାଳ, ରାୟଗଡାଙ୍କ କରକମଳରେ ଚଳିତ ଖରିଫ ଋତୁ ୨୦୨୪-୨୫ ଧାନ କିଣା ନିମନ୍ତେ ନିୟନ୍ତ୍ରିତ ବଜାର କମିଟି, ରାୟଗଡାଠାରେ ଧାନ ମଣ୍ଡି ଉଦଘାଟନ ହୋଇଅଛି…

ଗୁଜରାଟରୁ ଉଦ୍ଧାର ହୋଇ ଫେରିଲେ ୯ଜଣ ଶ୍ରମିକ

ଗୁଜରାଟରୁ ଉଦ୍ଧାର ହୋଇ ଫେରିଲେ ୯ଜଣ ଶ୍ରମିକ ରାୟଗଡ଼ :-ତା. ୪/୧୨-ଗୁଜରାଟ ରେ କାମପାଇଁ ଯାଇଥିବା ରାୟଗଡ ଜିଲ୍ଲାର ୯ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଘରକୁ ଫେରାଇ ଆଣିଲା ଜିଲ୍ଲାପ୍ରଶାସନ l ଏହି ଶ୍ରମିକ ମାନେ ଗୁଜରlଟର ଏକ କମ୍ପାନୀରେ କାମ…

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ରାୟଗଡ : ତା ୦୨/୧୨/୨୦୨୪ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ…

ଲୋକମାହତ୍ସବ ଚଇତି -୨୦୨୪ର ବିଭିନ୍ନ ଉପସମିତିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲୋକମାହତ୍ସବ ଚଇତି -୨୦୨୪ର ବିଭିନ୍ନ ଉପସମିତିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ରାୟଗଡ:-ତା. ୨୮/୧୧- ରାୟଗଡ ଲୋକମହୋତ୍ସବ ଚଇତି -୨୦୨୪ର ବିଭିନ୍ନ ଉପାସମିତି ଯଥା-ପଳିଶ୍ରୀ ମେଳl,ସଂସ୍କୃତି ଓ ପରିମଳ ତଥା ପଡ଼ିଆ ସଫାସତୁରା ଉପସମିତିର ପ୍ରସ୍ତୁତି ବୈଠକ ମାନ ଅନୁଷ୍ଠିତ ହୋଇଯାଇଛି l…

ଆଜି ଜଳଛାୟା ସମ୍ମିଳନୀ କକ୍ଷ,ରାୟଗଡ଼ା ଠାରେ ବିଶ୍ଵ ମତ୍ସ୍ୟ ଦିବସ ୨୦୨୪ ପାଳନ

ଆଜି ଜଳଛାୟା ସମ୍ମିଳନୀ କକ୍ଷ,ରାୟଗଡ଼ା ଠାରେ ବିଶ୍ଵ ମତ୍ସ୍ୟ ଦିବସ ୨୦୨୪ ପାଳନ କରାଯାଇଅଛି।ଏଥିରେ ଶ୍ରୀ ନିହାର ରଞ୍ଜନ କହଁର,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମତ୍ସ୍ୟ ଚାଷ ସହିତ ମତ୍ସ୍ୟ ଉତ୍ପାଦନ…

ରାୟଗଡ ଜିଲ୍ଲାସ୍ତରୀୟ ଲୋକମାହୋତ୍ସବ ଚଇତି -୨୦୨୪ ପ୍ରସ୍ତୁତି ଅନୁଷ୍ଠିତ

ରାୟଗଡ ଜିଲ୍ଲାସ୍ତରୀୟ ଲୋକମାହୋତ୍ସବ ଚଇତି -୨୦୨୪ ପ୍ରସ୍ତୁତି ଅନୁଷ୍ଠିତ “ଡ଼ିସେମ୍ବର ୨୬ତlରଖରୁ ୩୦ତାରିଖରେ ଅନୁଷ୍ଠିତ ହେବ”“ପଦ୍ମପୁର ମରିଚଗୁଡା ଅକ୍ଷର ବ୍ରହ୍ମ ମନ୍ଦିରରୁ ଶୁଭାରମ୍ଭ ହେବ “ରାୟଗଡ:-ତା. ୨୧/୧୧/୨୦୨୪ରାୟଗଡ ଜିଲ୍ଲାସ୍ତରୀୟ ଲୋକମହୋତ୍ସବ ଚଇତି -୨୦୨୪ ପାଳନ ନିମନ୍ତେ ପ୍ରସ୍ତୁତି ଜିଲ୍ଲାସଂସ୍କୃତି ପରିଷଦ ଅଧ୍ୟାକ୍ଷା…

ରାୟଗଡ ସମବାୟ ବିଭାଜନ ତରଫରୁ ୭୧ ତମ ନିଖିଳ ଭାରତ ସମବାୟ ସସପ୍ତାହ ପାଳିତ

ରାୟଗଡ ସମବାୟ ବିଭାଜନ ତରଫରୁ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ରାୟଗଡ଼ ଜିଲ୍ଲାରେ ଆଜି ସ୍ଥାନୀୟ ବିଜୁ ପଟନାୟକ ଅଡିଟରିୟମ ରେ ଉତ୍ସାହ ସହକାରେ ପାଳନ କରାଯାଇଛି । ଉକ୍ତ କାର୍ଯକ୍ରମରେ ସର୍ବଶ୍ରୀ ହେମନ୍ତକୁମାର ନାୟକ, ସଭାପତି କୋରାପୁଟ…

ମାନ୍ୟବର ମନ୍ତ୍ରl, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶାଶକ୍ତି କରଣ ବିଭାଗ,ଓଡିଶାଙ୍କ ଦୁଇଦିଆ ରାୟଗଡ ଜିଲ୍ଲା ଗସ୍ତ

ମାନ୍ୟବର ମନ୍ତ୍ରl, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶାଶକ୍ତି କରଣ ବିଭାଗ,ଓଡିଶାଙ୍କ ଦୁଇଦିଆ ରାୟଗଡ ଜିଲ୍ଲା ଗସ୍ତ ରାୟଗଡ:-ତା. ୧୭/୧୧-ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ,ମାନ୍ୟବର ମନ୍ତ୍ରl, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ…

ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ରାୟଗଡା/୧୬/୧୧/୨୪ : ରାୟଗଡା ଜିଲ୍ଳା ପ୍ରଶାସନ ଓ ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଳା ପରିଷଦ ସ୍ୱଭାଗୃହ ଠାରେ ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୨୦୨୪ ଆଡମ୍ବର ସହକାରେ ପାଳିତ ହୋଇଯାଇଛି…