ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ।
ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ। ଢେଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ କରଗୋଳା ପଞ୍ଚାୟତର ଦଣ୍ଡାଧାର ସାପ୍ତାହିକ ହାଟ ନିକଟରେ ଗୁରୁବାର ଏକ ବାଇକ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାର ଜଣାଯାଇଛି l ମୃତକ ଜଣକ ହେଲେ କାମାକ୍ଷାନଗର ଥାନା ଅନ୍ତର୍ଗତ…
