Category: ସୁନ୍ଦରଗଡ଼

ଏଏସଆଇ ଅରୁପା ନନ୍ଦା ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ପୋଲିସ ଷ୍ଟେସନର ASI ଅରୂପା ନନ୍ଦ ଦାସଙ୍କୁ ଶୁକ୍ରବାର ଦିନ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି। ତାଙ୍କୁ ଏକ ମାମଲାରେ ସାହାଯ୍ୟ କରିବା ଏବଂ ତାଙ୍କ ବ୍ୟବସାୟକୁ ସୁରୁଖୁରୁରେ ଚଳାଇବା ପାଇଁ ଜଣେ ଢାବା…

ଆଜି ସୁନ୍ଦରଗଡ଼ ସହରର ସମସ୍ତ ସ୍କୁଲ ଓ କଲେଜ ବନ୍ଦ

ଭୁବନେଶ୍ୱର, ୧୬/୦୧ : ସୁନ୍ଦରଗଡ଼ ଟାଉନ୍ ଥାନା ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ ନେଇ ଏହି ଉତ୍ତେଜନା ସୃଷ୍ଟି ହୋଇଛି । ଗୋଷ୍ଠୀ ସଂଘର୍ଷ ପରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ପାରିପାର୍ଶ୍ବିକ ସ୍ଥିତିକୁ ଦେଖି BNS ୧୬୩ ଜାରି…

ଜେଲ ଗଲେ MCL ଚିଫ ମ୍ୟାନେଜର, ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଥିଲା ସିବିଆଇ

ମହାନଦୀ କୋଲଫିଲ୍ଡସ ଲିମିଟେଡ (MCL)ର ଜଣେ ବରିଷ୍ଠ ଅଧିକାରୀଙ୍କୁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI) ଲାଞ୍ଚ ନେଉଥିବା ବେଳେ ରେଡହ୍ୟାଣ୍ଡ ଧରିଛି। ଏମସିଏଲର ଝୁପୁରୁଙ୍ଗା-ତୁମୁଲିଆ ପ୍ରକଳ୍ପର ଡିସବର୍ସମେଣ୍ଟ ସେଲର ମୁଖ୍ୟ ମ୍ୟାନେଜର ଅଖିଲେଶ କୁମାର ବର୍ମାଙ୍କୁ ସିବିଆଇ ଟିମ୍ ବୁଧବାର ରାତିରେ…

ସରଣ୍ଡା ଜଙ୍ଗଲରେ ଆଇଇଡି ବ୍ଲାଷ୍ଟ; ଜଣେ ଯବାନ ଗୁରୁତର

ସୂନ୍ଦରଗଡ଼: ସୁନ୍ଦରଗଡ଼ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡ଼ି ବିସ୍ଫୋରଣ। ସର୍ଚ୍ଚ ଅପରେସନ୍‌ ବେଳେ ଆଇଇଡି ବ୍ଲାଷ୍ଟ ହୋଇଥିବା ବେଳେ ଏଥିରେ ଜଣେ ଜବାନ ଗୁରୁତର ହୋଇଛନ୍ତି। ଝାଡ଼ଖଣ୍ଡ ଜାଗୁଆରର ଯବାନ ମନୋଜ ଦମାଇ ଗୁରୁତର ହୋଇଥିବା ସୂଚନା ରହିଛି। ଗୁରୁତର ଯବାନଙ୍କୁ…

ସୁନ୍ଦରଗଡରୁ ବିସ୍ଫୋରକ ଲୁଟ୍ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ସୁନ୍ଦରଗଡ: ଗତ ମାସରେ ସୁନ୍ଦରଗଡର କେ ବଳଙ୍ଗ ଥାନା ଅନ୍ତର୍ଗତ ବାଙ୍କୋରେ ବିସ୍ଫୋରକ ଭର୍ତି ଏକ ଟ୍ରକ୍ କୁ ପଥର ଖଣି ନିକଟରୁ ଲୁଟ କରିବାକୁ ଚେଷ୍ଟା କରାଯାଉଥିଲା। ସେହି ଘଟଣାରେ ପୋଲିସ ଜର୍ଜ ମୁଣ୍ଡା ନାମକ ଜଣେ ବ୍ୟକ୍ତିକୁ ଗିରଫ…

ବିଧାୟକ ଯୋଗେଶ ସିଂଙ୍କୁ ଉଠାଇ ନେଲା ପୋଲିସ

ସୁନ୍ଦରଗଡ଼: ବିଧାୟକ ଯୋଗେଶ ସିଂଙ୍କୁ ଉଠାଇ ନେଲା ପୋଲିସ। ଯୋଗେଶଙ୍କ ସହ ପ୍ରାୟ ୨୦ ଜଣଙ୍କୁ ଉଠାଇ ନେଲା ହେମଗିରି ପୋଲିସ। ବରପାଲି ରେଲୱେ ସାଇଡିଂକୁ ବିରୋଧ ବେଳେ ପୋଲିସ ଉଠାଇ ନେଇଥିବା ସୂଚନା ରହିଛି। ସାଇଡିଂକୁ ବିରୋଧ କରି ୪…

ସିଲ୍ ହେଲା ଆର୍ୟନ କୋଲ୍ ୱାସେରି

ସୁନ୍ଦରଗଡ଼: ବେଆଇନ୍ କୋଇଲା ଗଚ୍ଛିତ ମାମଲାରେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ବୁଧବାର ବଡ କାର୍ଯ୍ୟାନୁଷ୍ଠାନ ନେଇଛି । ଜିଲ୍ଲାର ହେମଗିରି ତହସିଲ ଅଧୀନ କନିକା ନିକଟସ୍ଥ ଆର୍ୟନ କୋଲ୍ ୱାସେରିକୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ । ଏହି ଠାରେ ହଜାର…

ଖଣି ଚୋରି ମାମଲାରେ ୪ ମାଫିଆ ଗିରଫ

ସୁନ୍ଦରଗଡ: ଏମସିଏଲ କ୍ଷେତ୍ର ଅଧୀନରେ ଥିବା ଗୋପାଳପୁର ନିକଟ ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଜଙ୍ଗଲରେ ଚାଲିଥିବା ଖଣି ଚୋରି ମାମଲାରେ ଆରମ୍ଭ ହେଲା ପୋଲିସ କାର୍ଯ୍ୟାନୁଷ୍ଠାନ । ହେମଗିର ପୋଲିସ ଖଣି ଚୋରି ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ…

ଆଜି ମଧ୍ୟ ବେଆଇନ୍‌ କୋଇଲା ଖଣିରେ ଚଢ଼ାଉ ଜାରି

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଅଞ୍ଚଳରେ କୋଲ ୱାସେରି ଓ କୋଲ ଡିପୋ ଉପରେ ଆଜି ଦ୍ଵିତୀୟ ଦିନରେ ମଧ୍ୟ ଖଣି ବିଭାଗ ଉପନିର୍ଦ୍ଦେଶକଙ୍କ ଚଢ଼ଉ ଜାରି ରହିଛି । ପ୍ରଶାସନର ଘନ ଘନ ଚଢାଉରେ ଛତ୍ର ଭଙ୍ଗ ଦେଇଛନ୍ତି କୋଇଲା…

କୋଇଲା ଚୋରି ମାମଲାରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ରମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ କୋଇଲା ଚୋରି ଘଟଣାରେ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ କଡ଼ା ଚେତାବନୀ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ମିଡ଼ିଆ ରିପୋର୍ଟ ଅନୁସାରେ ତଥ୍ୟ ମାଗିବେ । ଏହା ଭିତରେ ଯିଏ ବି ଥାଉନା…

You missed