Spread the love

DIG ବ୍ରିଜେଶ ରାୟଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି

ଅନୁଗୋଳ – ଅନୁଗୋଳ ଜିଲ୍ଲାର DIG ବ୍ରିଜେଶ ରାୟଙ୍କୁ କଟକ ସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି ରାଜ୍ୟ ସରକାର। ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *