
ଚଳିତ ରଜରେ ଓଲିଉଡ ପରଦାରେ ଧମାକା କରିବାକୁ ପ୍ରସ୍ତୁତ ଅଭିନେତା ଅର୍ଦ୍ଧେନ୍ଦୁ । ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଡାଏରୀ’ ସହ ସେ ପୁଣିଥରେ ଦର୍ଶକଙ୍କ ମନ ଜିତିବାକୁ ଆସୁଛନ୍ତି । ନିକଟରେ ଫିଲ୍ମର ଘୋଷଣା ଏବଂ ପ୍ରଥମ ଝଲକ ରିଲିଜ ହୋଇଥିବାବେଳେ, ଏବେ ଫିଲ୍ମର ନୂଆ ପୋଷ୍ଟର ସାମ୍ନାକୁ ଆସିଛି । ଏହି ପୋଷ୍ଟରରେ ଅଭିନେତ୍ରୀ...

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଓଡ଼ିଶା ସିଭିଲ ସର୍ଭିସ୍ (OCS) ପରୀକ୍ଷା-୨୦୨୪ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ତୋଳଙ୍କପଡ଼ା ଗ୍ରାମର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କରି ଏହି ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜନସେବା ହେଉଛି ପ୍ରଶାସନର ମୂଳ...

ଭାରତୀୟ ଜନତା ପାର୍ଟି ୪ ଟି ରାଜ୍ୟର ପ୍ରଦେଶ ଅଧ୍ୟକ୍ଷ ପରିବର୍ତ୍ତନ କରିଛି । ପାର୍ଟି ତରଫରୁ ପଞ୍ଜାବ, ହରିଆଣା ସହ ଦିଲ୍ଲୀ ଓ ତ୍ରିପୁରାରେ ପ୍ରଦେଶ ଅଧ୍ୟକ୍ଷ ପରିବର୍ତ୍ତନ କରିଛି । ଦିଲ୍ଲୀର ଦାୟିତ୍ୱ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କୁ ଦାୟିତ୍ୱ ଦେଇଛି । ଏହା ପୂର୍ବରୁ ଦିଲ୍ଲୀ ବିଜେପିର ଅଧ୍ୟକ୍ଷ ଥିଲେ...

ନିଳଗିରି: ଟ୍ରେନ୍ ଉପରେ ଖସି ପଡିଲା କ୍ରେନ୍। ଛିଣ୍ତିଗଲା ବିଦ୍ୟୁତ ତାର। ଏଭଳି ଅଭାବନୀୟ ଘଟଣା ଘଟିଛି ନୀଳଗିରି ଗୋପୀନାଥପୁରସ୍ଥିତ ରେଳ ଷ୍ଟେସନରେ। ନୀଳଗିରି ଗୋପୀନାଥପୁରସ୍ଥିତ ରେଳ ଷ୍ଟେସନରେ ପାର୍ଶ୍ବରେ ଥିବା ସ୍ଲିପର କାରଖାନାରେ ସିମେଣ୍ଟ ବିମ୍ ସବୁ ଲୋଡ଼ କରାଯାଉଥିବା ସମୟରେ ଅଚାନକ ମାଲବାହୀ ଟ୍ରେନ ଉପରେ କ୍ରେନଟି ଛିଣ୍ଡି ପଡ଼ିଥିଲା। କ୍ରେନଟି ଖସିବା ସମୟରେ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-13-scaled.jpg)
ଜାଗ୍ରତ ଭାରତ ନ୍ୟୁଜ୍ର ସମସ୍ତ ପାଠକ ଓ ଦର୍ଶକମାନଙ୍କୁ ସୁପ୍ରଭାତ। ଆଜି ୨୦୨୬ ମେ ୨୯ ତାରିଖ, ଶୁକ୍ରବାର। ଆସନ୍ତୁ ଜାଣିବା ଆଜିର ଦିନଟି ଆପଣଙ୍କ ପାଇଁ କେମିତି ରହିବ, କେଉଁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ ଏବଂ କେଉଁ ପ୍ରତିକାର କଲେ ଦିନଟି ଅଧିକ ଶୁଭଦାୟକ ହେବ। ୧. ମେଷ ରାଶି (Aries) ଆଜି ଆପଣଙ୍କର...

ଦୁଇ ମୋଟରସାଇକେଲ ଓ ଅଜଣା ଗାଡି ମଧ୍ୟରେ ଧକ୍କା ଜଣେ ବାଇକ୍ ଆରୋହୀ ମୃତ। ମର୍ମଦୂନ୍ତ ସଡ଼କ ଦୁର୍ଘଟଣାରେ ଗଡିଲା ଆଉଗୋଟେ ମୁଣ୍ଡ। କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ରରେ ସଡ଼କ ଦୁର୍ଘଟଣାରେ ଗୋଟେ ପରେ ଗୋଟେ ମୁଣ୍ଡ ଗଡୁଥିଲା ବେଳେ ଆଞ୍ଚଳିକ ପ୍ରଶାସନ ଏକ ପ୍ରକାର ନିରୁପାୟ ମନେହୁଏ। କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ରରେ ପ୍ରାୟ ପ୍ରତ୍ୟେକ...

ଜାଗ୍ରତ ଭାରତ ନ୍ୟୁଜ୍ର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜିର ଏହି ବିଶେଷ ରିପୋର୍ଟରେ ଆମେ ଆଲୋଚନା କରିବା ବଲିଉଡ୍ର ସେହି ପ୍ରସିଦ୍ଧ ଅଭିନେତ୍ରୀମାନଙ୍କ ବିଷୟରେ, ଯେଉଁମାନେ କେବଳ ପରଦାରେ ନୁହେଁ, ବରଂ ଶିକ୍ଷା କ୍ଷେତ୍ରରେ ମଧ୍ୟ ବେଶ୍ ଆଗରେ ଅଛନ୍ତି। ସାଧାରଣତଃ ଲୋକଙ୍କ ଧାରଣା ଥାଏ ଯେ ଗ୍ଲାମର ଦୁନିଆରେ ପାଠପଢ଼ାର ବିଶେଷ ଗୁରୁତ୍ୱ ନାହିଁ, କିନ୍ତୁ...

ଟ୍ରାକ୍ ରେ ଦୌଡିଲା ବନ୍ଦେ ଭାରତ ସ୍ଲିପର କୋଚ । ହାୱାଡା ଗୌହାଟୀ ଭିତରେ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଇଣ୍ଡିଆନ ରେଲୱେର ସ୍ୱେଦେଶୀ ଜ୍ଞାନକୌଶଳର ନିର୍ମିତ ଏହି ଟ୍ରେନ ଘଣ୍ଟା ପ୍ରତି ୧୮୦ କିମି ସ୍ପିଡରେ ଦୌଡିବ । ପ୍ରାୟ ୮୨୩ ଜଣ ଯାତ୍ରୀ ଯାଇପାରିବେ ।ଏଥିରେ ଆରାମଦାୟକ ବଡଥ, ଅଟୋମେଟିକ...

ଗଣତନ୍ତ୍ର ଦିବସ ପାଳନ (ଜାନୁଆରୀ ୨୬) ପୂର୍ବରୁ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ସତର୍କତା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ଜଣାପଡିଛି ଯେ ଖଲିସ୍ତାନୀ ଆତଙ୍କବାଦୀ ସଂଗଠନ ଏବଂ ବାଂଲାଦେଶ-ଭିତ୍ତିକ ଆତଙ୍କବାଦୀ ଗୋଷ୍ଠୀ ଦିଲ୍ଲୀ ସମେତ ଦେଶର ପ୍ରମୁଖ ସହରଗୁଡ଼ିକୁ ଟାର୍ଗେଟ କରିବାକୁ ଚେଷ୍ଟା କରିପାରନ୍ତି। ଗୁଇନ୍ଦା ସତର୍କତା ଅନୁଯାୟୀ, ପଞ୍ଜାବର ଗ୍ୟାଙ୍ଗଷ୍ଟରମାନେ ବିଦେଶରେ କାର୍ଯ୍ୟ କରୁଥିବା...

ଭାରତୀୟ ରେଳବାଇରେ ଏବେ ଏକ ଐତିହାସିକ ପରିବର୍ତ୍ତନ ହେବାକୁ ଯାଉଛି । ଭବିଷ୍ୟତର ବନ୍ଦେ ଭାରତ ୪.୦ ଟ୍ରେନଗୁଡ଼ିକ ଘଣ୍ଟା ପ୍ରତି ୩୫୦ କିମି ବେଗରେ ଦୌଡ଼ିବ, ଯାହା ଭାରତକୁ ବିଶ୍ୱର ଦ୍ରୁତତମ ରେଳ ବ୍ୟବସ୍ଥା ଥିବା ଦେଶମାନଙ୍କ ମଧ୍ୟରେ ସ୍ଥାନିତ କରିବ । ରେଳ ମନ୍ତ୍ରଳାଳୟ ଅନୁଯାୟୀ, ଏହି ବିକାଶ ପରବର୍ତ୍ତୀ ପିଢ଼ିର ହାଇ-ସ୍ପିଡ୍ ରେଳ...

ନୁଆଦିଲ୍ଲୀ: ଜାତୀୟ ଷ୍ଟାର୍ଟଅପ୍ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଷ୍ଟାର୍ଟଅପ୍ ଇଣ୍ଡିଆ ଅଭିଯାନର ଦଶ ବର୍ଷ ପୂର୍ତ୍ତି ପାଳନ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ସମସ୍ତେ ଏକ ବିଶେଷ ଅବସରରେ, ଜାତୀୟ ଷ୍ଟାର୍ଟଅପ୍ ଦିବସ ପାଳନ କାର୍ଯ୍ୟକ୍ରମରେ ଏକାଠି ହୋଇଛନ୍ତି। ଏକ ନୂତନ ଏବଂ...

ନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ନୋଟିଫିକେସନ ଜାରି ହୋଇଛି । ଆସନ୍ତା ୨୦ ତାରିଖରେ ବିଜେପିକୁ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଜାନୁଆରୀ ୨୦ ତାରିଖରେ ନୂଆ ରାଷ୍ଟ୍ରୀୟ ସଭାପତିଙ୍କ ନାମ ଘୋଷଣା କରିବ ବିଜେପି । ଜାନୁଆରୀ ୧୯ ତାରିଖରେ ଏହି ପଦବୀ ପାଇଁ ନାମାଙ୍କନ ଦାଖଲ କରାଯିବ ।...








All rights reserved. Designed by Inter Softech