
ଭୁବନେଶ୍ୱର, ୨୩/୦୫ : ସର୍ବଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଦୁଇ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି । ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ଦେଶବ୍ୟାପୀ ଏସବିଆଇ ବ୍ୟାଙ୍କ କର୍ମଚାରୀ ସଂଘ ଧର୍ମଘଟ ଡାକରା ଦେଇଛି । ସେଥିପାଇଁ ଏହି ଦୁଇ ଦିନ ବ୍ୟାଙ୍କ କାର୍ଯ୍ୟ ବାଧାପ୍ରାପ୍ତ ହେବାର...

ରୋଢାସର ଗ୍ରାମବାସୀଙ୍କ ପକ୍ଷରୁ ବିଶ୍ବଶାନ୍ତି ମହାଜଜ୍ଞ ଅନୁଗୋଳ – Date -22/05/26 ତାଳଚେର ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ ରୋଢାସର ଗ୍ରାମରେ ପ୍ରତି ବିଶ୍ୱଶାନ୍ତି ଉଦେଶ୍ୟରେ ମହାଜଜ୍ଞ କରାଯାଇଥାଏ। କିନ୍ତୁ ପ୍ରତି ଦଶବର୍ଷ ଅନ୍ତରେ ଅନୁଗୋଳ ଜିଲ୍ଲାର କୋଣଅନୁକୋଣ ରୁ ପାଖାପାଖି ଶହେ ରୁ ଉର୍ଦ୍ଧ ଓଡ଼ଶୀ ସଂକ୍ରିତନ ମଣ୍ଡଳୀ ବିଶ୍ଵଶାନ୍ତି ମହାଯଂଜ୍ଞ ରେ ଭାଗ ନିଅନ୍ତି।...

ଇମ୍ଫାଲ:ମଣିପୁରରେ ଅବୈଧ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଏବଂ ବିଦ୍ରୋହୀ କାର୍ଯ୍ୟକଳାପ ବିରୁଦ୍ଧରେ ଏକ ବଡ଼ ସଫଳତା ମିଳିଛି ।ମଣିପୁରରେ ସୁରକ୍ଷା ବାହିନୀ ଏକ ମିଳିତ ଅଭିଯାନରେ ଏକ ବଡ଼ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଷଡ଼ଯନ୍ତ୍ରକୁ ପଣ୍ଡ କରିଛନ୍ତି । ୬୭ଟି ଅସ୍ତ୍ରଶସ୍ତ୍ର ଏବଂ ବିପୁଳ ପରିମାଣର ସାମରିକ ଉପକରଣ ଜବତ କରିଛନ୍ତି। ନିଷିଦ୍ଧ ଆତଙ୍କବାଦୀ ଗୋଷ୍ଠୀ UNLF (P)...

କଟକ: ରାଜ୍ୟ ରାଜନୀତିରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖିବାକୁ ମିଳିଛି। କଟକ ଜିଲ୍ଲାରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଗାଡ଼ିକୁ ଲକ୍ଷ୍ୟ କରି କିଛି ଦୁର୍ବୃତ୍ତ ବୋତଲ ମାଡ଼ କରିଥିବା ନେଇ ଖବର ସାମ୍ନାକୁ ଆସିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ ବିଧାୟକ କୌଣସି ଏକ କାର୍ଯ୍ୟକ୍ରମରେ...

ଭୁବନେଶ୍ୱର: ଏବୋଲା ଭାଇରସ୍ ନେଇ ବିଶ୍ୱସ୍ତରରେ ଚିନ୍ତା ବଢୁଥିବା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ସତର୍କତା ବଢାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦେଶର ସମସ୍ତ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଆଲର୍ଟ ଜାରି କରାଯାଇଥିବା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ମଧ୍ୟରେ କଡ଼ା ନଜର ରଖାଯାଇଛି । ନୂଆ ନିର୍ଦ୍ଦେଶ ଅନୁସାରେ ବିଦେଶରୁ ଆସୁଥିବା ଯାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯାଉଛି। ଏହାସହ...

ନୁଆଦିଲ୍ଲୀ:ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣିଥରେ ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୭ ପଇସା ଏବଂ ଡିଜେଲ ୯୧ ପଇସା ମହଙ୍ଗା ହୋଇଛି। ସୂଚନାଥାଉକି, ମେ ମାସରେ ତୃତୀୟ ଥର ପାଇଁ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇଛି। ଏହି ସପ୍ତାହର ଆରମ୍ଭରେ ପ୍ରତି ଲିଟରରେ ୯୦ ପଇସା ବୃଦ୍ଧି ହୋଇଥିଲା ଏବଂ...

ବର୍ଷକରେ ୧୨ ନୁହେଁ, ଏଥର ହେବ ୧୩ଟି ମାସ: କାରଣ ‘ଅଧିମାସ’ ବା ‘ମଳମାସ’ର ଆଗମନ ଭୁବନେଶ୍ୱର: ଆଗାମୀ ୨୦୨୬ ମସିହା ଓଡ଼ିଆ ପରମ୍ପରା ଏବଂ କ୍ୟାଲେଣ୍ଡର ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ହେବାକୁ ଯାଉଛି। ସାଧାରଣତଃ ଏକ ବର୍ଷରେ ୧୨ଟି ମାସ ଥିବାବେଳେ, ଓଡ଼ିଆ ପଞ୍ଜିକା ଅନୁସାରେ ୨୦୨୬ ମସିହାରେ ମୋଟ ୧୩ଟି ମାସ ରହିବ। ଏହି...

ନୂଆଦିଲ୍ଲୀ: ଚୀନ୍ ଏହାର ପ୍ରଯୁକ୍ତିବିଦ୍ୟା ଦକ୍ଷତା ପ୍ରଦର୍ଶନ କରି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। UBTech Robotics ନାମକ ଏକ କମ୍ପାନୀକୁ ୨୬୪ମିଲିୟନ ୟୁଆନ ଅର୍ଥାତ୍ ପ୍ରାୟ ୩୭ନିୟୁତ ଡଲାର ମୂଲ୍ୟର ଏକ ଚୁକ୍ତିନାମା ଦିଆଯାଇଛି। ଏହି ପଦକ୍ଷେପ ଅଧୀନରେ, କମ୍ପାନୀ ଗୁଆଙ୍ଗସିର ସୀମାବର୍ତ୍ତୀ ଅଞ୍ଚଳରେ ଶିଳ୍ପ-ଗ୍ରେଡ୍ ହ୍ୟୁମାନାଏଡ୍ ରୋବୋଟ୍ ନିୟୋଜିତ କରିବ।ଏହି ନିୟୋଜିତ ଡିସେମ୍ବରରେ ଆରମ୍ଭ...

ନୂଆଦିଲ୍ଲୀ: ଏଣିକି ସହଜରେ ଚିହ୍ନଟ କରାଯାଇପାରିବ ଚୀନ୍ ବୁଡ଼ାଜାହାଜ। MH-60R ହେଲିକପ୍ଟର ଦ୍ୱାରା ଭାରତୀୟ ନୌସେନାକୁ ସୁଦୃଢ଼ କରାଯିବ। ପ୍ରତିରକ୍ଷା ମନ୍ତ୍ରଣାଳୟ ଭାରତୀୟ ନୌସେନାର MH-60R ହେଲିକପ୍ଟର ଫ୍ଲିଟ୍ ପାଇଁ ଏକ ପ୍ରମୁଖ ସହାୟତା ଚୁକ୍ତିକୁ ଅନୁମୋଦନ କରିଛି। ମନ୍ତ୍ରଣାଳୟ ପ୍ରାୟ ₹୭,୯୯୫ କୋଟି ମୂଲ୍ୟର ଫଲୋ-ଅନ୍ ସପୋର୍ଟ ଏବଂ ଫଲୋ-ଅନ୍ ସପ୍ଲାଇ ସପୋର୍ଟ ପାଇଁ ଆମେରିକା...

ଆମେରିକା : ହ୍ବାଇଟ ହାଉସ ନିକଟରେ ଫୁଟିଲା ଗୁଳି । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ଭୋଗିବାକୁ ପଡ଼ିପାରେ ପରିଣାମ । ଗତକାଲି ହ୍ବାଇଟ ହାଉସ ନିକଟରେ ହୋଇଥିବା ଗୁଳିକାଣ୍ଡକୁ ନେଇ ଟ୍ରମ୍ପ ପ୍ରଶାସନ କଠୋର । ବଡ଼ ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି ଟ୍ରମ୍ପ । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା ହୋଇପାରେ ଆମେରିକା । ଥାର୍ଡ...

ନୁଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion Organization) ତରଫରୁ ଆଜି ଏହି ପୁରସ୍କାର ପ୍ରଦାନ କରାଯାଇଛି । ନୂଆଦିଲ୍ଲୀରେ ଓଡିଶା ସରକାରଙ୍କ ପକ୍ଷରୁ...

ନୂଆଦିଲ୍ଲୀ : ଡାଟା କ୍ଲିନିଙ୍ଗ ପ୍ରକ୍ରିୟା କ୍ରମରେ ଭାରତର ଏକକ ପରିଚୟ କର୍ତ୍ତୃପକ୍ଷ (ୟୁଆଇଡିଏଆଇ) ୨କୋଟିରୁ ଅଧିକ ଆଧାର ନମ୍ବରକୁ ଅଚଳ କରିଛନ୍ତି। ଅଚଳ ହୋଇଥିବା ଆଧାର ନମ୍ବର ସହିତ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କର ମୃତ୍ୟୁ ହୋଇସାରିଛି ବୋଲି ବୁଧବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ଆଧାର ଡାଟାବେସ୍କୁ ସୁରକ୍ଷିତ ଓ ଏହାର ଦୁରୁପଯୋଗକୁ ରୋକିବା ଲାଗି ଏପରି...








All rights reserved. Designed by Inter Softech