
ତୈଳ ଓ ରନ୍ଧନ ଗ୍ୟାସ ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଅସ୍ଥିରତାକୁ ନେଇ ଜରୁରୀ ବୈଠକ ଭବାନୀପାଟଣା (ଜାଗ୍ରତ ଭାରତ ) ୧୫.୦୫.୨୦୨୬ – ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ତୈଳ ଓ ରନ୍ଧନ ଗ୍ୟାସ ଯୋଗାଣ ରେ ସୃଷ୍ଟି ହୋଇଥିବା ଅସ୍ଥିରତାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ (ଭା.ପ୍ର.ସେ.) ଙ୍କ ଅଧ୍ୟକ୍ଷତାରେ...

ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶିତ ତାଳଚେର, ୧୫/୦୫ ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟ ର ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପରୀକ୍ଷାଫଳ ୨୦୨୫-୨୦୨୬ ଶିକ୍ଷାବର୍ଷ ନିମନ୍ତେ ପ୍ରକାଶିତ । ଅଧ୍ଯକ୍ଷ ମେଜର ସୁବ୍ରତ କୁମାର ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥ୍ ରୂପେ ଶ୍ରୀଯୁକ୍ତ ପ୍ରତାପ ପ୍ରୀତିମୟ, ଅତିରିକ୍ତ ଜିଲ୍ଲାପାଳ, ଅନୁଗୋଳ...

ସାବିତ୍ରୀ ଓଷା ପାଇଁ ଫଳବଜାର ଓ ପୂଜାସାମଗ୍ରୀ ଦୋକାନରେ ଖୋଚାଖୋଚ୍ ଭିଡ଼ତାଳଚେର, ୧୫/୦୫ ରାତି ପାହିଲେ ସବିତ୍ରୀ ଅମାବାସ୍ୟା । ଏହି ଦିନରେ ସ୍ତ୍ରୀମାନେ ସ୍ୱାମୀଙ୍କ ଦୀର୍ଘାୟୁ ଓ ମଙ୍ଗଳକାମନା ପାଇଁ ଉପବାସ ରହି ସାବିତ୍ରୀଙ୍କ ଉପବାସ କରିବେ । ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଫଳମୂଳରେ ମା’ଙ୍କର ପୂଜା କରାଯିବ । ସତ୍ୟବାନ୍ଙ୍କ ଠରୁ ସାବିତ୍ରୀ ସମସ୍ତେ...

ସାମ୍ପ୍ରତିକ ପରିସ୍ଥିତିକୁ ଦେଖିଲେ, ଓଡ଼ିଶାର ଭୁବନେଶ୍ୱର ସମେତ ବିଭିନ୍ନ ସହରରେ ପେଟ୍ରୋଲ ପମ୍ପଗୁଡ଼ିକରେ ପ୍ରବଳ ଭିଡ଼ ଏବଂ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଏହାର ପ୍ରକୃତ କାରଣ ଏବଂ ସମ୍ପୂର୍ଣ୍ଣ ରିପୋର୍ଟ ତଳେ ଦିଆଗଲା: ପେଟ୍ରୋଲ ପମ୍ପରେ ଭିଡ଼ର ପ୍ରକୃତ କାରଣ (Real Facts) ଓଡ଼ିଶାରେ ପେଟ୍ରୋଲ ଓ ଡିଜେଲ ସଂକଟର ମୁଖ୍ୟ କାରଣ କୌଣସି “ତୈଳ...

ଏଣିକି ଅନଲାଇନରେ ହେବ ନିଟ୍ ପରୀକ୍ଷା । ଆସନ୍ତା ବର୍ଷରୁ ଅନଲାଇନରେ ହେବ ପରୀକ୍ଷା ଏନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି – ଓଏମଆର ଅପେକ୍ଷା ସିବିଟି ଭଲା ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏହି ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସାମ୍ବାଦିକ ସମ୍ମିଳନୀ ସମୟରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏନ୍ଟିଏ ଜୁନ...

ଭୁବନେଶ୍ୱର: ରାଜସ୍ୱ ପ୍ରଶାସନ ଅଧୀନରେ କାର୍ଯ୍ୟରତ ମନ୍ତ୍ରଣାଳୟ କର୍ମଚାରୀ ଏବଂ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ବଦଳି ଓ ରୋଟେସନ୍ ପ୍ରକ୍ରିୟାକୁ କଡାକଡି ଭାବେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି l ଏ ସଂକ୍ରାନ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ...

ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲରେ ଶୁଣାଣି । ଓଡିଶା ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ଟ୍ରିବ୍ୟୁନାଲରେ ପକ୍ଷ ରଖିଛନ୍ତି। ଶନିବାର ମହାନଦୀ ଜଳବିବାଦ ପ୍ରାଧିକରଣରେ ଶୁଣାଣିବେଳେ ଓଡ଼ିଶା ସରକାରଙ୍କ ଆଡ଼ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏବଂ ଛତିଶଗଡ଼ ସରକାରଙ୍କ ଆଡ଼ଭୋକେଟ ଜେନେରାଲ ପ୍ରଫୁଲ କୁମାର ଭାରତ ପ୍ରାଧିକରଣ ଅଧ୍ୟକ୍ଷା ବିଚାରପତି ବେଲା ଏମ ତ୍ରିବେଦୀଙ୍କ ଅଧ୍ୟକ୍ଷତାରେ...

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଛାତ୍ରୀଙ୍କୁ ହସପିଟାଲ ICUରେ ଭର୍ତ୍ତି କରାଯାଇଛି । ଗଳକାଲି...

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତ ୫ ୱିକେଟ୍ ହରାଇ ୫୧୮ ରନ୍ କରି ପ୍ରଥମ ଇନିଂସ ଘୋଷଣା କରିଛି । ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟ୍ସମ୍ୟାନ୍ମାନେ ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ଯଶସ୍ୱୀ ଜୟସ୍ୱାଲଙ୍କ ପରେ ଅଧିନାୟକ ଶୁଭମନ ଗିଲ୍ ମଧ୍ୟ ଶତକ ହାସଲ କରିଥିଲେବ।ଗିଲ୍ ୧୨୯ ରନ୍ କରି ଅପରାଜିତ ରହିଥିଲେ।...

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଛାତ୍ରୀଙ୍କୁ ହସପିଟାଲ ICUରେ ଭର୍ତ୍ତି କରାଯାଇଛି । ଗତକାଲି ରାତିରେ...

ଟାଟା ସନ୍ସରେ ପଦବୀକୁ ନେଇ ତେଜିଛି ବିବାଦ । ଗୃହମନ୍ତ୍ରୀ ଅମିତ ଶାହ ଓ ଅର୍ଥମନ୍ତ୍ରୀଙ୍କୁ ଭେଟିଛନ୍ତି ନୋଏଲ୍ ଟାଟା ଓ ଏନ. ଚନ୍ଦ୍ରଶେଖରନ୍ । ଦୀର୍ଘ ସମୟ ଧରି ବସିଥିଲା ବୈଠକ । ବୈଠକରେ ଟାଟା ସନ୍ସ ବୋର୍ଡରେ ନିର୍ଦ୍ଦେଶକଙ୍କ ନିଯୁକ୍ତି ଓ ପରିଚାଳନା ନେଇ ଟ୍ରଷ୍ଟିମାନଙ୍କ ମଧ୍ୟରେ ମତଭେଦ ଉପରେ ଆଲୋଚନା ହୋଇଥିଲା ।...

ଡକ୍ଷିଣ କାଶ୍ମୀରର କୋକେରନାଗ ଅଞ୍ଚଳରେ ଥିବା ଗାଡୋଲ ଜଙ୍ଗଲରେ ଦୁଇ ସେନା କମାଣ୍ଡୋ ନିଖୋଜ ହୋଇଯାଇଥିବା ଜଣାପଡିଛି। ଗତ ସୋମବାର ଜଙ୍ଗଲକୁ ଯାଇଥିବା ଏଲିଟ୍ 5 PARA ୟୁନିଟର ଦୁଇଜଣ ସେନା କମାଣ୍ଡୋ ହଠାତ୍ କେଉଁଆଡେ ନିଖୋଜ ହୋଇଯାଇଥିଲେ। ସେମାନଙ୍କୁ ଖୋଜିବାକୁ ମିଳିତ ସୁରକ୍ଷା ବାହିନୀ ଦ୍ୱାରା ଏକ ବଡ଼ ଧରଣର ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଛି।...









All rights reserved. Designed by Inter Softech