
ଗ୍ରାହକଙ୍କ ପାଖରେ ଅନ୍ଲାଇନ୍ ପାର୍ସଲ୍ ପହଞ୍ଚାଉଛନ୍ତି ଡେଲିଭରୀ ବୟ ତାଳଚେର, ୦୪/୦୫ ତାଳଚେର ସହର ଗ୍ରୀଷ୍ମର ପ୍ରକୋପ ଦିନକୁ ଦିନ ବୃଦ୍ଧି ପଇବାରେ ଲାଗିଛି । ଅସହ୍ୟ ଗ୍ରୀଷ୍ମତାପରେ ପଶୁପକ୍ଷୀଙ୍କ ଠାରୁ ଆରମ୍ଭ କରି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲଣି । ଅତ୍ୟନ୍ତ ଜରୁରୀ କାମ ନଥିଲେ ବହୁ ବ୍ୟକ୍ତି ଖରାବେଳ ସମୟରେ ପଦାକୁ ବାହାଗୁନଥିବା ବେଳେ ଟାଇଁଟାଇଁ...

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି । ଅନୁଗୋଳ, ଳ,ତା.୦୪.୦୫:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ୩୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଯାଇଛି । ସେଥିମଧ୍ୟରୁ ୩୪ ୩୪ଟି...

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।ଅନୁଗୋଳ,ତା.୦୪.୦୫:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କଅଧ୍ୟକ୍ଷତାରେ କିଶୋରନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୪୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିଭିକ...

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ : ଦୁଇ ଦେଶୀ ବନ୍ଧୁକ ଜବତ ବାଲିଗୁଡା, ତା, ୦୪/୦୫:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ଗୁଳି କରି...

ଚିଚେଇଗୁଡ଼ାରେ ଆର.ଏମ.ସି ନିର୍ମାଣରେ ନିମ୍ନମାନ କାମ ଅଭିଯୋଗ ଜୁନାଗଡ,4/୫ – (ବାଲେଶ୍ୱର ସୁନାନୀ )ଜୁନାଗଡ଼ ଅଞ୍ଚଳର ଚିଚେଇଗୁଡ଼ାରେ ନିୟନ୍ତ୍ରିତ ବଜାର ସମିତି ଆର.ଏମ.ସି ଅଧୀନରେ ଚାଲୁଥିବା ଏକ ନିର୍ମାଣ କାର୍ଯ୍ୟକୁ ନେଇ ଗୁରୁତର ନିମ୍ନମାନ ଓ ଅନିୟମିତତା ଅଭିଯୋଗ ଉଠିଛି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ,ପ୍ଲିନ୍ଥ ବିମ୍ରେ ନିର୍ଦ୍ଧାରିତ ୬ ଇଞ୍ଚ ରଡ୍ ପରିବର୍ତ୍ତେ ୯ ଇଞ୍ଚ...

ଆସାମରେ ପୁଣି ବିଜେପି ସରକାର । ବହୁ ପଛରେ ପଡ଼ିଛି ପ୍ରତିଦ୍ୱନ୍ଦୀ କଂଗ୍ରେସ । ହିମନ୍ତ ବିଶ୍ୱଶର୍ମା ଜାଲୁକବାରି ବିଜେପି ଆଗୁଆ ରହିଛନ୍ତି । ୩ୟ ଥର ପାଇଁ ଆସାମରେ ବିଜେପି ସରକାର ହେବାକୁ ଯାଉଛି । ଭୋଟ ଗଣତି ଜାରି ରହିଛି । ବିଜେପି ଆଗୁଆ ରହିଛି । ହିମନ୍ତ ବିଶ୍ବଶର୍ମା ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ନିକଟରେ ମୁମ୍ବାଇର କୋକିଲାବେନ...

ଭୂବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଜଗଦୀପ ଧନକଡ଼। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତିଙ୍କ ଗସ୍ତ ନେଇ ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି।ଏହା ସହ ଅନେକ ଶିଳ୍ପପତି ଏବଂ VVIP ମଧ୍ୟ ପୁରୀ ଆସି ରଥଯାତ୍ରା ଦେଖିବା ନେଇ ସୂଚନା ରହିଛି। ଏବେ ଠାରୁ କଡା ସୁରକ୍ଷା...

ହିମାଚଳପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲଫଟା ବର୍ଷା । ୨୫ ଜୁନରେ ପ୍ରବଳ ବର୍ଷା ପରେ ଧର୍ମଶାଳା ନିକଟସ୍ଥ ଖାନିଆରାର ମାନୁନି ଖଡ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ମାନୁନି ଖଡ୍ଡରେ ଜଳ ପ୍ରକଳ୍ପରେ କାମ କରୁଥିବା ୧୫ରୁ ୨୦ ଜଣ ଶ୍ରମିକ ଭାସି ଯାଇଥିବା ଆଶଙ୍କା କରାଯାଉଛି । ଖବରପାଇ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ...

ନୂଆଦିଲ୍ଲୀ: ଭାରତରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଭାରତୀୟ ସଶକ୍ତ ବଳକୁ ଆଧୁନିକୀକରଣ କରିବା ପାଇଁ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ (ସିଡିଏସ) ତଥା ସାମରିକ ବ୍ୟାପାର ବିଭାଗ ସଚିବଙ୍କୁ ନୂଆ କ୍ଷମତା ପଦାନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଭାରତୀୟ ସେନା, ନୌସେନା ଏବଂ ବାୟୁସେନା ପାଇଁ ଜଏଣ୍ଟ ଅର୍ଡର ଜାରି କରିପାରିବେ ଚିଫ୍...

ଆସନ୍ତାକାଲି ମହାକାଶ ଯିବେ ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ଏକାଧିକଥର ବାତିଲ ପରେ ବୁଧବାର ମଧ୍ୟାହ୍ନରେ ଉଡ଼ାଣ ଭରିବ ସ୍ପେଶ୍ ଏକ୍ସର ମିଶନ୍ । ଆକ୍ସିଅମ୍ -ଫୋର୍ । ଏନେଇ ନାସା ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ପ୍ରଦାନ କରାଯାଇଛି । ଭାରତୀୟ ସମୟ ଦିନ ୧୨ଟା ୦୧ରେ ଉଡ଼ାଣ ଭରିବ...

ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ । 465 ରନରେ ଅଲଆଉଟ୍ ହେଲା ଇଂଲଣ୍ଡ । ପ୍ରଥମ ପାଳିରେ ଭାରତର ଲିଡ୍ 6 ରନ । ବୁମରାଙ୍କୁ 5 ଓ୍ବିକେଟ୍ । ଲିଡ୍ସର ହେଡିଙ୍ଗଲିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ, ତୃତୀୟ ଦିନରେ ଇଂଲଣ୍ଡର ଇନିଂସ 465 ରନକୁ ହ୍ରାସ ପାଇଥିଲା । ଯାହା...








All rights reserved. Designed by Inter Softech