
କୋଲକତାରେ ଆଗେଇ ଚାଲିଛି ବିଜେପି । ଏହାରି ଭିତରେ କୋଲକତା ପୋଲିସ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭୋଟ ଗଣନା ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ପୋଲିସ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ବିଜୟ ପରେ କୌଣସି ଶୋଭାଯାତ୍ରାକୁ ମନା କରାଯାଇଛି । କୋଲକତାରେ ଆଜି ବିଜୟ ସେଲିବ୍ରେସନ କରିବାକୁ...

୫ଟ ରାଜ୍ୟରେ ଆୟୋଜିତ ବିଧାନସଭା ନିର୍ବାଚନରେ ବିଜେପି ଭଲ ପ୍ରଦର୍ଶନ କରୁଥିବା ଆଶା କରାଯାଉଛି। ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି। ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୫୭ ଆସନରେ ଆଗୁଆ ଥିବାବେଳେ ଟିଏମସି...

ତାମିଲନାଡ଼ୁ: ହାରିଗଲେ ତାମିଲନାଡୁ ମୁଖମନ୍ତ୍ରୀ ! କୋଲାଥୁର ଆସନରେ ହାରିଲେ ଏମକେ ଷ୍ଟାଲିନ ! ଷ୍ଟାଲିନ ହାରିଥିବା ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ପ୍ରକାଶ ପାଇଛି । ଟିଭିକେ ପ୍ରାର୍ଥୀଙ୍କ ଠାରୁ ଷ୍ଟାଲିନ ବାହାରିଥିବା ସୂଚନା ଦେଇଛନ୍ତି । ଜୋସେଫ ବିଜୟ ଚନ୍ଦ୍ରଶେଖର ଓରଫ ଥାଲାପଥି ବିଜୟ ତାମିଲନାଡ଼ୁ ସିନେ ଜଗତ ପରେ ଏବେ ରାଜନୀତିରେ ସବୁଠୁ...

ଭୁବନେଶ୍ବର: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଦ୍ଵାରା ନବୀକୃତ ସମ୍ମିଳନୀ କକ୍ଷର ନୂତନ ଭାବେ ଶୁଭାରମ୍ଭ ହୋଇଯାଇଛି l ଏହି ଅବସରରେ ସକାଳୁ ଶୁଭ ବେଳାରେ ପାରମ୍ପରିକ ପୂଜା ଅନୁଷ୍ଠିତ ହେବା ସହ ମହାପ୍ରଭୁଙ୍କ ଆଶୀର୍ବାଦସ୍ଵରୁପ ଶ୍ରୀକ୍ଷେତ୍ରରୁ...

ପୂର୍ବତନ ବାମଣ୍ଡା ରାଜା ସଚ୍ଚିଦାନନ୍ଦ ତ୍ରିଭୁବନ ଦେବଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ କୁଚିଣ୍ଡା, ଆଦ୍ୟ ତା – ୩/୫/୨୦୨୬, ରବିବାର ଦିବା ୧୧ ଘଣ୍ଟା ସମୟରେ କୁଚିଣ୍ଡା କଲେଜ ପ୍ରେକ୍ଷାଳୟରେ ରାଜ କବି ବିଜ୍ଞାନ ବିନୋଦ ପୂର୍ବତନ ବାମଣ୍ଡା ରାଜା ସଚ୍ଚିଦାନନ୍ଦ ତ୍ରିଭୁବନ ଦେବଙ୍କ ୧୫୫ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡ଼େମୀ ସୌଜନ୍ୟରୁ...

ଅନୁଗୋଳ – ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷାରେ ଅନୁଗୁଳ ଜିଲ୍ଲାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି ବାଗଡିଆ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଆଦ୍ୟାଶା ଆଚାର୍ଯ୍ୟ ୯୬.୩୩% ମାର୍କ ହାସଲ କରିଛନ୍ତି। ସେ ଖମାର ଗାଁର ଶିକ୍ଷକ ଭବାନୀ ଆଚାର୍ଯ୍ୟ ଓ ଶିକ୍ଷୟିତ୍ରୀ ସବିତା ଷଡ଼ଙ୍ଗୀଙ୍କ ବଡ଼ ଝିଅ ଅଟନ୍ତି। ଏହି ଅସାଧାରଣ ସଫଳତା ପାଇଁ ଆଦ୍ୟାଶାଙ୍କୁ ଅଭିନନ୍ଦନ...

ପାଟନା: ମୁଣ୍ଡ ଉପରେ ବିହାର ବିଧାନସଭା ନିର୍ବାଚନ । ଆଉ ମାସ କେଇଟା ପରେ ନିର୍ବାଚନ ଥିବାରୁ ସବୁ ରାଜନୈତିକ ଦଳ ଜୋରଦାର ପରିଶ୍ରମ ଏବଂ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରି ଦେଇଥିବା ବେଳେ ଆଜି ବଡ ଘୋଷଣା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ବିଧବା, ବୃଦ୍ଧ ଆଉ ଦିବ୍ୟାଙ୍ଗଙ୍କ ଭତ୍ତାକୁ ବୃଦ୍ଧି...

ନୂଆଦିଲ୍ଲୀ:ହକି ଇଣ୍ଡିଆର ବାରମ୍ବାର ଅନୁରୋଧ ପରେ କ୍ରୀଡ଼ା ମନ୍ତ୍ରଣାଳୟ ପୁରୁଷ ଏବଂ ମହିଳା ଉଭୟ ବର୍ଗରେ ଜାତୀୟ ଶିବିର ପାଇଁ ମନୋନୀତ ଖେଳାଳିମାନଙ୍କ ପାଇଁ ପ୍ରତିମାସ ୨୫,୦୦୦ଟଙ୍କାର ଭତ୍ତା ମଞ୍ଜୁର କରିଛି। ଫଳରେ ପ୍ରଥମଥର ପାଇଁ ହକି ଖେଳାଳି ଭତ୍ତା ପାଇବାକୁ ଯାଉଛନ୍ତି । ଟାର୍ଗେଟ ଅଲିମ୍ପିକ୍ ପୋଡିୟମ୍ ସ୍କିମ (TOPS)ର ବିକାଶମୂଳକ ଗୋଷ୍ଠୀରେ ଖେଳାଳିମାନଙ୍କୁ ଦିଆଯାଉଥିବା...

ନୂଆଦିଲ୍ଲୀ – ଅପରେସନ ସିନ୍ଧୁ ଜରିଆରେ ଇରାନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ଜାରି। ଗତକାଲି ଫେରିଲେ ୨୯୦ ଭାରତୀୟ। ଆଜି ଭୋରରୁ ୫୬ ଜଣଭାରତୀୟ ରାଜଧାନୀ ଦିଲ୍ଲୀରେ ଆସି ପହଞ୍ଚିଛନ୍ତି। ଭାରତ ପାଇଁ ନିଜ ଆକାଶ ମାର୍ଗ ଖୋଲିଲା ଇରାନ ଏହାପରେ ବିମାନରେ ଇରାନରୁ ଦେଶକୁ ଫେରୁଛନ୍ତି ଭାରତୀୟ। ସେଠାରେ ଯୁଦ୍ଧ ଲାଗି ରହିଥିବାରୁ ସେଠାରେ ରହୁଥିବା ଭାରତୀୟମାନେ...

ନୂଆଦିଲ୍ଲୀ: ଜୁନ୍ ୨୦ ତାରିଖରୁ କୈଳାସ ମାନସରୋବର ଯାତ୍ରା ଆରମ୍ଭ ହୋଇଛି । ଏଥିରେ ଅଂଶଗ୍ରହଣ କରୁଥିବା ୩୬ ଜଣ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ଆଜି ସକାଳେ ସିକ୍କିମର ନାଥୁଲା ସୀମା ଦେଇ ଚୀନର ଟିଆରଏରେ ପ୍ରବେଶ କରିଛନ୍ତି । ରାଜ୍ୟପାଳ ଓମ୍ ପ୍ରକାଶ ମଥୁର ନାଥୁଲା ଠାରେ ସବୁଜ ପତାକା ଦେଖାଇ ତୀର୍ଥଯାତ୍ରାର ଆରମ୍ଭ କରିଥିଲେ...

ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣାରେ ୩ ଲକ୍ଷ ଲୋକଙ୍କ ସହିତ ଏକ ସାମୁହିକ ଯୋଗ କାର୍ଯ୍ୟକ୍ରମର ନେତୃତ୍ୱ ନେଉଛନ୍ତି । ଆଜି ସାରା ଦେଶରେ ସାଢେ ତିନି ଲକ୍ଷରୁ ଅଧିକ ସ୍ଥାନରେ...

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୭ ବର୍ଷ ବୟସରେ ପାଦ ଦେଇଛନ୍ତି । ଓଡ଼ିଶାର ଗର୍ବ ଓ ଗୌରବ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିର ଦିନରେ ରାଇରଙ୍ଗପୁରର ଏକ ଅଖ୍ୟାତ ପଲ୍ଲୀ ଉପରବେଡ଼ାରେ ୧୯୫୮ ମସିହାରେ ଜନ୍ମଗ୍ରହଣ କରିଥିଲେ । ଏହି ଅବସରରେ ଆଜି ଦେଶର ପ୍ରଥମ ନାଗରିକଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-9-scaled.jpg)



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-9-scaled.jpg)
All rights reserved. Designed by Inter Softech