
ଗଞ୍ଜାମ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ଅବସରରେ ଗଞ୍ଜାମ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ପର୍ଯ୍ୟଟନ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ଅନ୍ୟାନ୍ୟ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସହିତ ଆଗାମୀ ଦିନର କାର୍ଯ୍ୟଯୋଜନା ବିଷୟରେ...

ଖଣ୍ଡପଡ଼ା – ପଞ୍ଚାୟତିରାଜ ଦିବସ ଅବସରରେ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଖଣ୍ଡପଡା, ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ୱାଇଁ ମୁଖ୍ୟ ଅତିଥି ଭାବେ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଜିଲ୍ଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ, ପଞ୍ଚାୟତ...

ମାତୃ, ଶିଶୁ ସ୍ୱାସ୍ଥ୍ୟର ଯତ୍ନ ଓ ସଚେତନତା ଲକ୍ଷ୍ୟରେ ‘ପୋଷଣ ପକ୍ଷୱାଡା’ ନରେନ୍ଦ୍ରପୁର, ୨୫/୦୪/୨୦୨୬- ମାତୃ ଏବଂ ଶିଶୁ ପୁଷ୍ଟିହୀନତା ଦୂର କରିବା ଉଦ୍ଦେଶ୍ୟରେ ଢେଙ୍କାନାଳ ଜିଲ୍ଲାରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ ଏବଂ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ସହଯୋଗରେ ୮ମ ‘ପୋଷଣ ପକ୍ଷୱାଡା’ ପାଳିତ ହୋଇଯାଇଛି। ଏପ୍ରିଲ ୯ ତାରିଖରୁ...

ଆଜି ଦେବଗଡ଼ ଜିଲ୍ଲାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାୟ ୨୮୦ କୋଟି ଟଙ୍କା ମୂଲ୍ୟର ୧୨୪ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବା ସହିତ ଯୋଗ୍ୟ ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନା ହସ୍ତାନ୍ତରଣ କରିଛନ୍ତି । ଏହି ଅବସରରେ ମାନନୀୟ ପଞ୍ଚାୟତିରାଜ ଓ ଗ୍ରାମୀଣ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ଏବଂ...

ଭୁବନେଶ୍ୱର: ଭୂତଳ ଜଳ ଅପବ୍ୟବହାର ଅଭିଯୋଗରେ ବାରବାଟୀ ସହିତ ଦେଶର ୬ ଷ୍ଟାଡିୟମଙ୍କୁ ଏନଜିଟି ଛାଟ। ବିନା ଏନଓସିରେ ପିଚ୍ ରକ୍ଷଣାବେକ୍ଷଣ ପାଇଁ ଭୂତଳ ଜଳର ଅପବ୍ୟବହାର ହେଉଥିବା କହିଛନ୍ତି ନ୍ୟାସନାଲ୍ ଗ୍ରୀନ୍ ଟ୍ରିବୁନାଲ୍। ଜଳ ସଂରକ୍ଷଣ ସମ୍ବନ୍ଧୀୟ ନିର୍ଦ୍ଦେଶ ପାଳନ ନ କରିବା ଓ ଆବଶ୍ୟକ ସୂଚନା ନଦେବା ଅଭିଯୋଗରେ ଗତ ୧୬ ତାରିଖରେ ନୋଟିସ୍...

ଇନଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ ହରାଇଲେ ସାଂସଦ ରାଘବ ଚଢ଼ା । ଆପ ଛାଡ଼ି ପଦ୍ମ ଧରିବା ପରେ ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କ ଫଲୋୟର୍ସ ସଂଖ୍ୟାରେ ବଡ଼ ହ୍ରାସ ଘଟିଛି । ପାର୍ଟି ପରିବର୍ତ୍ତନ ପରେ ତାଙ୍କର ଇନଷ୍ଟାଗ୍ରାମ୍ ଫଲୋଅର୍ସ ସଂଖ୍ୟା ଏକ ମିଲିୟନ କମିଛି । ପୂର୍ବରୁ ସାଂସଦ ରାଘବ ଚଢ଼ାଙ୍କର ଇନଷ୍ଟାଗ୍ରାମ୍ ଫଲୋଅର୍ସ...

ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶବନ୍ତ ବର୍ମାଙ୍କ ଘରୁ ମିଳିଥିବା ବିପୁଳ ପରିମାଣର ନଗଦ ଟଙ୍କା । ଯାହାକୁ ନେଇ ବର୍ତ୍ତମାନ ସୃଷ୍ଟି ହୋଇଛି ବିବାଦ । ଶୁକ୍ରବାର ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଡିକେ ଉପାଧ୍ୟାୟ କହିଛନ୍ତି ଯେ ଏହି ଘଟଣା ସମସ୍ତଙ୍କୁ ଚକିତ କରିଛି। ଘରେ ନିଆଁ ଲାଗିବାରୁ ଅଗ୍ନିଶମ ଟିମକୁ ଡାକିଥିଲେ ପରିବାର ଲୋକେ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ବିଜେପି ନେତା ଦିଲୀପ ରାୟ। ରାଉରକେଲାକୁ ନେଇ ୩ଟି ପ୍ରମୁଖ ଦାବି ସମ୍ବଳିତ ପତ୍ର ଦେଲେ।ଇଷ୍ଟକୋଷ୍ଟ ଅଧୀନରେ ରାଉରକେଲାରେ ନୂଆ ରେଳ ଡିଭିଜନ୍ ଦାବି। ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP)ର ସମ୍ପ୍ରସାରଣ ତ୍ବରାନ୍ବିତ ଦାବି । ରାଉରକେଲା ବିମାନବନ୍ଦରର ସମ୍ପ୍ରସାରଣ ଓ ଉନ୍ନତୀକରଣ ଦାବି।

ଦେଶର ସୁରକ୍ଷା ସକାଶେ କ୍ୟାବିନେଟ୍ କମିଟି ପକ୍ଷରୁ ଭାରତୀୟ ସେନା ପାଇଁ ୩୦୭ ଆଡଭାନ୍ସ ଟୋଡ୍ ଆର୍ଟିଲରୀ ଗନ୍ ସିଷ୍ଟମ ଅର୍ଥାତ୍ ATAGS କିଣିବା ପାଇଁ ମଞ୍ଜୁରୀ ଦିଆଯାଇଛି । ଏହି ଅତ୍ୟାଧୁନିକ ବନ୍ଧୁକର ରେଞ୍ଜ୍ ହେଉଛି ୪୮ କିଲୋମିଟର । ମୋଟାମୋଟି ଭାବରେ କହିବାକୁ ଗଲେ , ଯୁଦ୍ଧ ସ୍ଥିତି ଉପୁଜିଲେ ଚୀନ୍ ଏବଂ ପାକିସ୍ତାନ...

ଆଧାର ଏବଂ ଭୋଟର ଆଇଡି (ଇପିଆଇସି) ଲିଙ୍କ୍ କରିବାର ରାସ୍ତା ପରିଷ୍କାର ହୋଇଯାଇଛି । ମଙ୍ଗଳବାର ଦିନ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ, ଦେଶର ନିର୍ବାଚନ କମିଶନ ଦୁଇଟିକୁ ଲିଙ୍କ କରିବାକୁ ଅନୁମତି ଦେଇଛନ୍ତି । ଏ ସମ୍ପର୍କରେ ଏକ ବିବୃତ୍ତିରେ ନିର୍ବାଚନ କମିଶନ କହିଛନ୍ତି ଯେ, ସମ୍ବିଧାନର ଧାରା ୩୨୬ ଏବଂ ଜନପ୍ରତିନିଧି ଆଇନର ଧାରା...

କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ ଜୋୟମାଲ ମାଲ୍ୟା ବାଗ୍ଚୀଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ଆଜି ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥପାଠ କରାଇଛନ୍ତି । ସୁପ୍ରିମକୋର୍ଟ ପରିସରରେ ଅନୁଷ୍ଠିତ ଶପଥଗ୍ରହଣ ଉତ୍ସବରେ ସମସ୍ତ ବିଚାରପତି ଗଣ ଉପସ୍ଥିତ ଥିଲେ । ସୁପ୍ରିମକୋର୍ଟରେ ୩୪ଟି ଅନୁମୋଦିତ ବିଚାରପତି ପଦବୀ ରହିଥିବାବେଳେ ଜଷ୍ଟିସ ବାଗ୍ଚୀଙ୍କ ନିଯୁକ୍ତି ପରେ...

ଦିଲ୍ଲୀ ପୁଲିସ ଏକ ସ୍ୱତନ୍ତ୍ର ଅଭିଯାନରେ ୭ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଛି। ପୂର୍ବ ଜିଲ୍ଲାର ଜିଲ୍ଲା ପୁଲିସ କମିଶନର ଅଭିଷେକ ଧନିଆ କହିଛନ୍ତି ଯେ ଗିରଫ ହୋଇଥିବା ସମସ୍ତ ବାଂଲାଦେଶୀ ନାଗରିକ ଭାରତ-ବାଂଲାଦେଶ ସୀମା ନିକଟରେ ନଦୀ ମାର୍ଗ ଦେଇ ଭାରତ ଆସିଥିଲେ ଏବଂ ସେମାନେ ଦିଲ୍ଲୀ-ଏନସିଆରର ବିଭିନ୍ନ ସ୍ଥାନରେ ରହୁଥିଲେ। ବିଦେଶୀ ଆଞ୍ଚଳିକ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-3-scaled.jpg)



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-3-scaled.jpg)



All rights reserved. Designed by Inter Softech