
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର...

ନୁଆଦିଲ୍ଲୀ: ପଶ୍ଚିମବଙ୍ଗ ପ୍ରଥମ ପର୍ଯ୍ୟାୟ ଭୋଟିଂ ପରେ ଅମିତ ଶାହ ପ୍ରେସମିଟ କରି ରେକର୍ଡ ଭୋଟିଂ ପାଇଁ ବେଙ୍ଗଲବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶାହ । ପଶ୍ଚିମବଙ୍ଗରେ ହଟିବେ ଦିଦି, ଆସିବ ବିଜେପି ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ପଶ୍ଚିମବଙ୍ଗରେ ନୂଆ ଶାସନର ଯୁଗ ଆରମ୍ଭ ହେବାକୁ ଯାଉଛି ।...

ଭୁବନେଶ୍ୱର : ରାଜ୍ୟରେ ବଢୁଛି ଖରା। ଅସ୍ତବ୍ୟସ୍ତ ଜନ ଜୀବନ। ଡହଡହ ଖରାକୁ ଅସହ୍ୟ ଗରମ। ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ। ଏଥିପାଇଁ ୬ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ହିଟ୍ ୱେଭ୍ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ରୌଦ୍ର ତାପ। ସବୁଠି ହେଉଛି...

ଭୁବନେଶ୍ୱର : ସରକାରୀ ଯୋଜନାରେ ହେବ ବଡ ପରିବର୍ତ୍ତନ। ଅକାମୀ ଯୋଜନା ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୩ ରୁ ୪ ବର୍ଷ ଧରି କୌଣସି ବଜେଟ୍ ବରାଦ ପାଇନଥିବା ଯୋଜନା ହେବ ବନ୍ଦ। କେବଳ ନାମମାତ୍ର ବରାଦ ହୋଇଥିବା ଯୋଜନା ଗୁଡିକ ବନ୍ଦ କରାଯିବ। କେନ୍ଦ୍ରୀୟ ଯୋଜନାରେ କିପରି ହିତାଧିକାରୀ ଉପକୃତ ହେବେ...

“ଗୋଡଭଗାରେ ହନୁଆଁପାଟ ଆଞ୍ଚଳିକ ଉନ୍ନୟନ କମିଟୀ ଗଠିତ” ବରଗଡ:୨୩/୪(ପବିତ୍ର ମେହେର) ଗୋଡଭଗା ଅଞ୍ଚଳର ସାମଗ୍ରିକ ବିକାଶ ତଥା ଅଞ୍ଚଳର ଉନ୍ନୟନ କାର୍ଯ୍ୟର ତଦାରଖ ପାଇଁ ସତୀଜୋର ହନୁଆଁପାଠ ପୀଠରେ ଗୋଡଭଗା ଆଞ୍ଚଳିକ ଉନ୍ନୟନ କମିଟୀ ଗଠନ ହୋଇଯାଇଛି । ଗୋଡଭଗା ଅଞ୍ଚଳର ୫ଟି ଗ୍ରାମ ଯଥା ଗୋଡଭଗା,କେନ୍ଦୁପାଲି,ଗତତିଆପାଲି,କୁଜାପାଲି ଓ ଭୋଇଟିକ୍ରା ଗ୍ରାମର ୭୫ଜଣ ଯୁବକଙ୍କୁ ଏଥିରେ ସଦସ୍ୟ...

ଓଡ଼ିଶା ରାଜ୍ୟ କୃଷକ ସଂଗଠନର ନୂତନ କର୍ମକର୍ତ୍ତା ବରଗଡ:୨୩/୪(ପବିତ୍ର ମେହେର) ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଅତାବିରାର ଆଗାମୀ ୨ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ କରାଯାଇଛି। ବୀରେନ୍ଦ୍ର କରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଅତାବିରା ବଜାର ପ୍ରାଙ୍ଗଣରେ ହୋଇଥିବା କମିଟିରେ ଭୁବନ ପ୍ରଧାନ ସଭାପତି, ସଂପାଦକ ନରେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ବୃଦ୍ଧଦେବ ନନ୍ଦ ମନୋନିତ ହୋଇଥିବା...

ନୂଆଦିଲ୍ଲୀ: ଦ୍ୱିତୀୟ ବିବାହରେ ଛାଡପତ୍ର ହେଲେ ଭରଣପୋଷଣ ଖର୍ଚ୍ଚ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ପ୍ରଦାନ କରିଛନ୍ତି । ଆଜି ତେଲଙ୍ଗାନାର ଏକ ମାମଲାରେ ରାୟ ଦେବା ସମୟରେ କୋର୍ଟ କହିଛନ୍ତି ଯେ, ଯଦି ଦ୍ୱିତୀୟ ବିବାହରେ ମଧ୍ୟ ଛାଡପତ୍ର ହୁଏ, ତେବେ ସ୍ବାମୀଙ୍କୁ ଭରଣପୋଷଣ ଖର୍ଚ୍ଚ ଦେବାକୁ ପଡିବ । ତେବେ ଭରଣପୋଷଣ ଦେବା ସମୟରେ,...

ଅମୃତସର: ବୁଧବାର ଅପରାହ୍ନରେ ଅବୈଧ ଭାରତୀୟ ପ୍ରବାସୀଙ୍କୁ ନେଇ ଆମେରିକୀୟ ସାମରିକ ବିମାନ ଅମୃତସରରେ ଅବତରଣ କରିଛି। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଦାୟିତ୍ୱ ନେବା ପରେ ଦେଶରେ ପ୍ରବାସୀମାନଙ୍କ ବିରୁଦ୍ଧରେ ଏହା ପ୍ରଥମ କାର୍ଯ୍ୟାନୁଷ୍ଠାନ। ଏହି ବିମାନରେ ୨୦୫ ଜଣ ଲୋକ ଥିଲେ ବୋଲି ଜଣା ପଡ଼ିଛି, ଯେଉଁଥିରୁ ୧୦୪ ଜଣଙ୍କୁ ଭାରତୀୟ ଭାବେ ଚିହ୍ନଟ କରାଯାଇଛି।...

ଉତ୍ତରାଖଣ୍ଡ: ବଦ୍ରିନାଥ ଧାମର ଦ୍ୱାର ଚଳିତବର୍ଷ ମେ ୪ ତାରିଖରେ ସକାଳ ୬ଟାରେ ସାଧାରଣ ଭକ୍ତମାନଙ୍କ ପାଇଁ ଖୋଲାଯିବ । ବସନ୍ତ ପଞ୍ଚମୀରେ ତିହରୀ ରାଜ ଦରବାର ନରେନ୍ଦ୍ର ନଗରରେ ଶ୍ରୀ ଗଣେଶ ପୂଜାଙ୍କ ପୂଜା ସହ ବିଶ୍ୱ ପ୍ରସିଦ୍ଧ ପ୍ରଭୁ ଶ୍ରୀ ବଦ୍ରିନାଥ ଧାମ ମନ୍ଦିରର ଦ୍ୱାର ଖୋଲିବାର ତାରିଖ ଘୋଷଣା କରାଯାଇଛି। ବିଧିବିଧାନ ସହ...

ହରିୟାଣା: ବନ୍ୟପ୍ରାଣୀ ଶିକାର ଏବଂ ଚୋରା ଚାଲାଣ ବିରୋଧରେ ସିବିଆଇର ବନ୍ୟପ୍ରାଣୀ ଅପରାଧ ୟୁନିଟ୍ ଆଜି ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନ ଆଧାରରେ ସିବିଆଇକୁ ବଡ଼ ସଫଳତା ମିଳିଛି। ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ (WCCB) ର ଅଧିକାରୀମାନଙ୍କ ସହିତ ସିବିଆଇ ଟିମ୍ ହରିୟାଣାର ପିଞ୍ଜୋରରେ ଏକ ଗାଡ଼ିକୁ ଅଟକାଇ ତଲାସୀ କରାଯାଇଥିଲା।...

ନୂଆଦିଲ୍ଲୀ: ଆଜି ପ୍ରଚାରର ଶେଷ ଦିନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ । ଆସନ୍ତା ୫ ତାରିଖରେ ହେବ ଭୋଟଗ୍ରହଣ। ଫେବୃଆରୀ...

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଅସୌଜନ୍ୟମୂଳକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ୍ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ ବୋଲି ମନ୍ତବ୍ୟ ଦେବାପରେ ବିବାଦ ଆରମ୍ଭ ହୋଇଛି। ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ...






![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-14-scaled.jpg)
All rights reserved. Designed by Inter Softech