
ସାହିତ୍ୟ ଘର ପକ୍ଷରୁ ବିଷୁବ ମିଳନ ତାଳଚେର, ୨୨/୦୪ ତାଳଚେର ବ୍ଲକ ସାଉଥବଲଣ୍ଡ ସାହିତ୍ୟ ଘର ପକ୍ଷରୁ ମହାବିଷୁବ ମିଳନ ଓ କବିତା ପାଠୋତ୍ସବ ସାଉଥବଲଣ୍ଡାସ୍ଥିତ ଆଇଏନଟିୟୁସି କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ସାହିତ୍ୟ ଘରର ସଭାପତି ଶିଶୁ ସାହିତ୍ୟିକ ବିଭୂତି ଭୂଷଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ...

ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ଦୁଇ ଦିନିଆ ଅନୁଗୋଳ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା ଅନୁଗୋଳ, ୨୨.୦୪ : ରାଜ୍ୟ ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଦୁଇ ଦିନିଆ ଅନୁଗୋଳ ଜିଲ୍ଲା ଗସ୍ତ କରି ପ୍ରଥମ ଦିନରେ ବିଭିନ୍ନ ଜନହିତକର ଯୋଜନା ଓ...

କଟକ ଜିଲ୍ଲା କଂଗ୍ରେସ ସଭାପତି ସାମ୍ବାଦିକ ସମ୍ମିଳନୀ କରି କହିଲେ ମହିଳା ବିଲକୁ ନେଇ ବିଜେପିର କୁମ୍ଭୀର କାନ୍ଦଣା ମହିଳା ସରଂକ୍ଷଣ ବିଲକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଲା କଂଗ୍ରେସ। ପୂର୍ବରୁ ଅର୍ଥାତ 2023 ରେ ବିରୋଧୀ ଦଳ ମାନଙ୍କର ସମର୍ଥନରେ ପାସ ହୋଇଥିଲା ଏହି ବିଲ। ତେବେ କଂଗ୍ରେସର ତଥ୍ୟ ଅନୁଯାୟୀ 2023 ରେ ପାସ...

ରୋଟାରୀ କ୍ଲବ ଅଫ କଟକ ରlଡିଆନ୍ସ ପକ୍ଷ ରୁ ବିଭିନ୍ନ ସ୍କୁଲ ଓ ସାହିରେ ଉନ୍ନତି ମୂଳକ କାର୍ଯ୍ୟ କଟକ ରୋଟାରୀ କ୍ଲବ ଅଫ କଟକ ରlଡିଆନ୍ସ ତରଫରୁ ଚାନ୍ଦିନୀ ଚୌକ ସ୍ଥିତ କଳିଙ୍ଗ ଭାରତୀ ସ୍କୁଲକୁ ୨ ଟି କମ୍ପୁଟର୨ ଟି ଟିଭି, ୨ ଟି ଟେବଲ, ୪ ଟି ଚୌକି ଦିଆଯାଇଥିଲା, ସେହିଭଳି ବକ୍ସି...

କାମାକ୍ଷାନଗର ମହିମାନଗରରେ ଅଭାବନୀୟ ଘଟଣା ଘଟିଛି। ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବାବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା ଜଣେ କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏଥିରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର...

ଭୁବନେଶ୍ୱର: ବିଜେପିର ଜନ ଆକ୍ରୋଶ ମହିଳା ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି, ୧୭ ତାରିଖରେ ବିରୋଧୀ ଦଳ ମହିଳାଙ୍କୁ ଅଧିକାରରୁ ବଞ୍ଚିତ କଲେ ଏହା ମୋଦିଙ୍କ ପରାଜୟ ନୁହେଁ, ଏହା ସମଗ୍ର ମହିଳାଙ୍କ ପାଇଁ ଶକ୍ତ ଧକ୍କା । ମୋଦିଙ୍କ ଉପରେ ନାରୀମାନଙ୍କ ଭରସା ଅଛି, ଆଗାମୀ ଦିନରେ ଏହା ପୂରଣ ହେବ । ନାରୀଙ୍କ...

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ମାନଧନ ଯୋଜନା ହେଉଛି ଏକ ପେନସନ୍ ଯୋଜନା। ଏହି ଯୋଜନା ମାଧ୍ୟମରେ କୃଷକମାନଙ୍କୁ ପ୍ରତି ମାସରେ ୫୫ଟଙ୍କା ଜମା କରିବାକୁ ପଡିବ ଏବଂ ୬୦ବର୍ଷ ପରେ ସେମାନେ ପ୍ରତି ମାସରେ ୩୦୦୦ ଟଙ୍କା ପାଇବେ | ଆସନ୍ତୁ ଆବେଦନ ଠାରୁ ଆରମ୍ଭ କରି ଡକ୍ୟୁମେଣ୍ଟ୍ ପର୍ଯ୍ୟନ୍ତ ସମସ୍ତ ବିବରଣୀ ଜାଣିବା | ସମୟ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2024/12/Picsart_24-12-13_09-40-03-327-1.jpg)
ତାରିଖ: ୨୧/୧୨/୨୪, ଶନିବାର ୧-ଶୀତ ଭିତରେ ବର୍ଷାର ଦାଉ; ଖଳାରେ ଭିଜିଲା ଅମଳ ଧାନ, ଆହୁରି ୨ ଦିନ ବର୍ଷିବ। ୨-ଚିନ୍ତା ବଢାଇଲାଣି ଲଘୁଚାପ ବର୍ଷା,ଧାନ ପନିପରିବା ଫସଲ ଉଜୁଡି ଯିବା ଆଶଙ୍କା। ୩-ଭୋପାଳ:ମିଣ୍ଡୋରି ଜଙ୍ଗଲରୁ ଏକ ପରିତ୍ୟକ୍ତ କାରରୁ ୫୨ କିଲୋ ସୁନା,ନଗଦ ଦଶ କୋଟି ଜବତ। ୪-ରସାତଳଗାମୀ ହେଲାଣି ପିଲାଙ୍କ ଭବିଷ୍ୟତ; ହାଇସ୍କୁଲରେ ୧୧...

ନୂଆଦିଲ୍ଲୀ: ସରିଲା ସଂସଦର ଲୋୟର ହାଉସ ଲୋକସଭାର ଶୀତକାଳୀନ ଅଧିବେଶନ । ଶେଷ ଦିନରେ ବି ବିରୋଧୀ ଓ ଶାସକଙ୍କ ନାଟକ ପୂର୍ଣ୍ଣ ବିକ୍ଷୋଭ ଦେଖିବାକୁ ମିଳିଛି । ବିଜେପି ନେତୃତ୍ୱାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡି ମେଣ୍ଟ ସଂସଦ ଭବନ ବାହାରେ ଏକକାଳୀନ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଗତକାଲି ସଂସଦ ପରିସର ଦୁଇ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2024/12/Picsart_24-12-13_09-40-03-327.jpg)
*ଖବର ଆଜିର* ତାରିଖ:୧୯/୧୨/୨୪, ଗୁରୁବାର ୧-ଭୁବନେଶ୍ୱର:ଖ୍ୟାତନାମା ସାହିତ୍ୟିକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ଚଳିତ ବର୍ଷର ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର୨-ଭୁବନେଶ୍ୱର:ଆଜିଠୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ।୩-ଭୁବନେଶ୍ୱର:୧୨୬୮ ପରୀକ୍ଷା କେନ୍ଦ୍ରରେ ହେବ ଯୁକ୍ତ ୨ ପରୀକ୍ଷା, ପଞ୍ଜିକୃତ କରିଛନ୍ତି ୩, ୬୪, ୫୨୭ ଛାତ୍ର-ଛାତ୍ରୀ।୪-କଡାକଡି ହେଲା ବୁକ...

ନୂଆଦିଲ୍ଲୀ, ୦୫/୧୨ : ସଂସଦରେ ଥମୁନି ଆଦାନୀ ଝଡ । ଆଜି ପୁଣି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଓ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧିଙ୍କ ସମେତ ବିଭିନ୍ନ ବିରୋଧୀ ଦଳର ସାଂସଦମାନେ ସଂସଦ ଭବନ ବାହାରେ ପ୍ଲାକାର୍ଡ ଧରି ପ୍ରତିବାଦ କରିଛନ୍ତି। ଆଦାନୀ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ଚାହୁଁ ନଥିବା ବିରୋଧୀ ଅଭିଯୋଗ...

ଚଣ୍ଡିଗଡ଼: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। କୁହାଯାଉଛି ଯେ ଜଣେ ବ୍ୟକ୍ତି ମନ୍ଦିରର ଫାଟକରେ ତାଙ୍କ ଉପରକୁ ଗୁଳିମାଡ କରିଥିଲେ। ଆଜି ସକାଳେ ଘଟିଛି ଏହି ଘଟଣା। ତେବେ ବାଦଲ ସୁରକ୍ଷିତ ଅଛନ୍ତି।...









All rights reserved. Designed by Inter Softech