
ଓଡିଆ ପକ୍ଷପାଳନ ଅବସରରେ ଜିଲ୍ଲାସ୍ତରୀୟ ଯୋଗ ଏବଂ ରକ୍ତ ଦାନ ଶିବିର ଅନୁଷ୍ଠିତ ଭବାନୀପାଟଣା (ଜାଗ୍ରତ ଭାରତ ) ଓଡିଆ ପକ୍ଷପାଳନ ଅବସରରେ ଆଜି ଜିଲ୍ଲାପାଳ କଳାହାଣ୍ଡି ଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାସ୍ତରୀୟ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ...

ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଆୟୋଜିତ ଅନୁଗୋଳ ତା.୦୮.୦୪ : – ଓଡିଆ ପକ୍ଷ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ ଜିଲ୍ଲାର ୨ ଟି ପୃଥକ ସ୍ଥାନରେ ସ୍ବେଛାକୃତ ରକ୍ତଦାନ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରୁ ସର୍ବମୋଟ ୪୯ ୟୁନିଟ୍ ରକ୍ତ...

ଜିଲ୍ଲା ସଙ୍କଟ ପରିଚାଳନା ଗୋଷ୍ଠୀର ବୈଠକ ଅନୁଷ୍ଠିତ । ଅନୁଗୋଳ ତା.୦୮.୦୪ : – ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆଜି ଅପରାହ୍ନରେ ଜିଲ୍ଲା ସଙ୍କଟ ପରିଚାଳନା ଗୋଷ୍ଠୀ ( DCMG)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାରେ ଘରୋଇ ଓ ବ୍ୟବସାୟିକ ଏଲ୍ ପି...

ଭୁବନେଶ୍ୱର: ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର...

ଅରୁଣାଚଳ ପ୍ରଦେଶରେ ୧୭୨୦ ମେଗାୱାଟ କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ; ୨୬,୦୬୯.୫୦ କୋଟି ଟଙ୍କା ନିବେଶ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଅରୁଣାଚଳ ପ୍ରଦେଶର କାମଲେ , କ୍ରା ଦାଦି ଏବଂ କୁରୁଙ୍ଗ କୁମେ ଜିଲ୍ଲାରେ କମଳା ଜଳ ବିଦ୍ୟୁତ୍ ପ୍ରକଳ୍ପ (ଏଚଇପି) ନିର୍ମାଣ ପାଇଁ...

ଓଗୀ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ଘର ପୋଡ଼ି ପାଉଁଶ, ଦୁର୍ବୃତ୍ତଙ୍କ ହାତ ଥିବା ସନ୍ଦେହ ଅନୁଗୋଳ: ଜରପଡା ଥାନା ଅନ୍ତର୍ଗତ ଓଗି ଗ୍ରାମରେ ଗତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ଜିତେନ୍ଦ୍ର ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଘଟଣା ସମୟରେ ପରିବାର ଲୋକେ ଘରେ ଶୋଇଥିବା ବେଳେ ଅଚାନକ ନିଆଁ ଲାଗିଥିବା ସୂଚନା...

ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଦେୱାନୀ କନିଷ୍ଠ ବିଭାଗ ଅଦାଲତ ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ଆଜି ଦ୍ୱିତୀୟ ବାର୍ଷିକ ପ୍ରତିଷ୍ଠା ଉତ୍ସବ ଦିବସ ଆଜି ବଡ଼ ଆଡମ୍ବରରେ ପାଳିତ ହୋଇଯାଇଛି। କୋର୍ଟ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟ ମଧ୍ୟରେ ଏହି ଦ୍ଵିତୀୟ ବାର୍ଷିକ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଗତ ଦୁଇ...

ତୁର୍କୀ ଓ ସିରିଆରେ ହୋଇଥିବା ପ୍ରଳୟଙ୍କରୀ ଭୂମିକମ୍ପକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବପ୍ରବଣ ହୋଇପଡ଼ିଛନ୍ତି ଏବଂ ୨୦୦୧ ଭୁଜ ଭୂମିକମ୍ପକୁ ମନେ ପକାଇଛନ୍ତି, ଯେଉଁଥିରେ ଗୁଜରାଟରେ ୨୦,୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ଏବଂ ୧,୫୦,୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ।

ଓଡ଼ିଶାକୁ ରେକର୍ଡସଂଖ୍ୟକ ରେଳ ଅନୁଦାନ ରାଜ୍ୟବାସୀଙ୍କୁ ଖୁସି ଦେଇଛି- ଧର୍ମେନ୍ଦ୍ର ପ୍ରଧାନ ୨୦୨୩-୨୪ ଆର୍ଥିକ ବର୍ଷ କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେକର୍ଡସଂଖ୍ୟକ ୧୦ ହଜାର ୧୨ କୋଟି ଟଙ୍କାର ରେଳ ଅନୁଦାନ ରାଜ୍ୟବାସୀଙ୍କୁ ଖୁସି ଦେଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।...

ରାଜ୍ୟର ୧୦ଟି ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଉଦ୍ଘାଟିତ କଟକ : ରାଜ୍ୟର ୧୦ଟି ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଉଦ୍ଘାଟିତ ହୋଇଛି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି. ୱ।ଇ ଚନ୍ଦ୍ରଚୂଡ ଭର୍ଚୁଆଲ ହାଇକୋର୍ଟକୁ ଉଦଘାଟନ କରିଛନ୍ତି। ସମ୍ବଲପୁର, ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା, ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟ...

ରାଜ୍ୟର ଐତିହ୍ୟ ଓ ତୀର୍ଥକ୍ଷେତ୍ରର ସୌନ୍ଦର୍ଯ୍ୟକରଣ ଏବଂ ଉନ୍ନତିକରଣକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବା ବେଳେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍ କୋରାପୁଟର ଗୁପ୍ତେଶ୍ୱର ମନ୍ଦିର, ସାବରୀ ନଦୀଘାଟ, ଦମୟନ୍ତୀ ସାଗର ଓ ଜଗନ୍ନାଥ ସାଗର ପରିଦର୍ଶନ କରି କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଜଗତସିଂହପୁର ବ୍ଲକ୍ ପଳାଶୋଳ ପଞ୍ଚାୟତ ଗୋପଲ ଗ୍ରାମ ଛ ନମ୍ବର ୱାର୍ଡ ର ଚନ୍ଦ୍ରମଣି ନାୟକଙ୍କ ଘର ପୋଡ଼ିଯିବା ଦ୍ଵାରା ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ର ଆସବାସ ପତ୍ର ସମ୍ପୂର୍ଣ ଜଳି ପାଉଁଶ ହୋଇ ଯାଇଥିଲା | ଏ ଖବର ପାଇ ପଳାଶୋଳ ୟୁଥ୍ ହେଲ୍ପିଙ୍ଗ୍ ବଏ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଅକ୍ଷୟ କୁମାର ମହାନ୍ତି...




All rights reserved. Designed by Inter Softech