
ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଭବାନୀପାଟଣା (ଜାଗ୍ରତ ଭାରତ ) ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଆ ପକ୍ଷ ପାଳନ ଉତ୍ସବ ଏପ୍ରିଲ ପହିଲା ରୁ ଆରମ୍ଭ ହୋଇ ଚଳିତ ମାସ ୧୪ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଜିଲ୍ଲା ପ୍ରଶାସନ, ବିଭିନ୍ନ ବିଭାଗ ତରଫରୁ...

ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଆୟୋଜିତ । ଅନୁଗୋଳ,ତା.୦୪.୦୪: ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଆଜି ପୂର୍ବାହ୍ନରେ ସ୍ଥାନୀୟ ପି ଏମ୍ ଶ୍ରୀ ପି ଟି ସି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା ଜିଲ୍ଲା ପ୍ରକଳ୍ପ...

ଭୁବନେଶ୍ୱର: ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ । ଏପରି ଚେତାବନୀ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସବୁ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଜରୁରୀ । ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ । ଯଦି କୌଣସି ସ୍କୁଲ ବିରୋଧରେ ଅଭିଯୋଗ ଆସିବ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି...

ଭୁବନେଶ୍ୱର: ସ୍ନାତକମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହେବାକୁ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆହ୍ଵାନ ଜଣାଇଛନ୍ତି । ଏପ୍ରିଲ ୪ତାରିଖ ଶନିବାର ଦିନ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ସମ୍ବଲପୁରର ଦଶମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଭାରତରେ ଉଦ୍ୟମିତା ଏବଂ ନବସୃଜନର ବର୍ଦ୍ଧିତ ସୁଯୋଗ ଉପରେ ଆଲୋକପାତ କରି...

ଭୁବନେଶ୍ୱର: ଓଡ଼ିଶା ସରକାର ପୁଣି ଏକ ନୂଆ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ହୀତାଧିକାରୀଙ୍କୁ ଏଣିକି ମୁଣ୍ଡପିଛା ୫ କେଜି ଚାଉଳ ଅଧିକ ମିଳିବ। ସେଥିପାଇଁ ରାଜ୍ୟ ରାଜକୋଷରୁ ମାସିକ ବ୍ୟୟ ହେବ ୭୩୪ କୋଟି ଟଙ୍କା। ଏନେଇ ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାବିନେଟ୍...

ବୁଲା ବିକାଳୀ ବନାମ କୁଖ୍ୟାତ ଡକାୟତ :ଆନ୍ତଃଜିଲ୍ଲା ର ତିନି କୁଖ୍ୟାତ ଡକାୟତ ଗିରଫ : ସୁନା ରୂପା ବାଇକ ଓ ନଗଦ ଟଙ୍କା ଉଦ୍ଧାର ବାଲିଗୁଡା, ତା, ୦୪/୦୪:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏକ ତାଲା ପଡ଼ିଥିବା ଘରୁ ହୋଇଥିବା ଚୋରୀ ଜିନିଷ କୁ ଉଦ୍ଧାର...

ବିଶ୍ୱ କପ ହକି ପାଇଁ ଗୀତ ଗାଇଲେ ଶିକ୍ଷକ ଆଗାମୀ ୧୩ ତାରିଖ ରେ ହେବାକୁ ଥିବା ବିଶ୍ୱ କପ ହକି ସାରା ବିଶ୍ୱ ରେ କ୍ରୀଡା ପ୍ରେମୀ ମାନଙ୍କୁ ମତାଵାଲା କରିଛି l ଏହି ରୋମାଞ୍ଚକ ପ୍ରତିଯୋଗିତାର ଆୟୋଜନର ଦାୟିତ୍ୱ ନେଇଛନ୍ତି ଓଡିଶା ସରକାର l ଭୁବନେଶ୍ୱର ଏବଂ ରାଉରକେଲା...

ହାତୀ ତାଣ୍ଡବରେ ବଅଁରପାଳ ଅଞ୍ଚଳରେ ଜଣେ ମୃତ ଘଟଣା କୁ ନେଇ ବିଧାନସଭା ଯିବ ବିଜେପି ଗ୍ରାମବାସୀଙ୍କ ଅଭିଯୋଗ ମଦ ପିଇ କାର୍ଯ୍ୟରେ ଅବହେଳା କରୁଛି ବନ ବିଭାଗ ବଅଁରପାଳ: ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣ ରେ ଚାରି ଦିନ ପୂର୍ବରୁ ଚାରି ଜଣ ମୃତ୍ୟୁ ବରଣ କରିଛନ୍ତି |ଏହାକୁ ନେଇ ବିଜେପି ପକ୍ଷରୁ ବୁଧବାର ବିରୋଧୀ...

ହାତୀ ଆକ୍ରମଣରେ ମୃତ୍ୟୁ ବରଣ କରିଥିବା ପରିବାର ବର୍ଗ ଙ୍କୁ ଭେଟିଲେ ବିଜେପି ର ବିଧାୟକ ଟିମ ୨୦ଲକ୍ଷ କ୍ଷତିପୂରଣ ସହ ଜଣକୁ ସ୍ଥାୟୀ ନିଯୁକ୍ତି ଦାବୀ ଟିମ ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣ ରେ ଚାରି ଦିନ ପୂର୍ବରୁ ଚାରି ଜଣ ମୃତ୍ୟୁ ବରଣ କରିଛନ୍ତି |ଏହାକୁ ନେଇ ବିଜେପି ପକ୍ଷରୁ ବୁଧବାର ବିରୋଧୀ ଦଳ...

ଢେଙ୍କାନାଳରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ସହରସ୍ଥ ମିନି ଷ୍ଟାଡିୟମ୍ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି । ପ୍ରାରମ୍ଭରେ ବାଜିଚୌକଠାରୁ ନେତା ଓ କର୍ମୀମାନଙ୍କ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ସହ ସଭାସ୍ଥଳରେ ପହଞ୍ଚିଥିଲା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

ସମସ୍ତେ ମିଳିତ ଭାବରେ ଭାରତକୁ ଏକ ଦାୟିତ୍ୱବାନ ଦେଶ କରିବା – ଧର୍ମେନ୍ଦ୍ର ପ୍ରଧାନ ପ୍ରବାସୀ ଭାରତୀୟ ହେଉଛନ୍ତି ଭାରତୀୟ ସଭ୍ୟତାର ଅବିଚ୍ଛେଦ୍ୟ ଅଙ୍ଗ ମଧ୍ୟପ୍ରଦେଶର ଇନ୍ଦୋରରେ ମଙ୍ଗଳବାର ଆୟୋଜିତ ୧୭ତମ ‘ପ୍ରବାସୀ ଭାରତୀୟ ଦିବସ ୨୦୨୩’ ସମ୍ମିଳନୀର ଉଦଯାପନ ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରବାସୀ...

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ମଞ୍ଚେଶ୍ୱର ରେଳଡବା ମରାମତି କାରଖାନା ନୀରିକ୍ଷଣ ଭୁବନେଶ୍ଵର : ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକର ଆଜି ରେଳପଥର ବରିଷ୍ଠ ଅଧିକାରୀମାନଙ୍କ ସହିତ ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ନୀରିକ୍ଷଣ କରିଛନ୍ତି | ନୀରିକ୍ଷଣ ସମୟରେ ମହାପ୍ରବନ୍ଧକ କୋଚମାନଙ୍କର ମରାମତି ସମୀକ୍ଷା କରିଥିଲେ | ଯାତ୍ରୀମାନଙ୍କ ସୁବିଧାଗୁଡ଼ିକର...










All rights reserved. Designed by Inter Softech