
ଭୁବନେଶ୍ୱର: ସ୍ନାତକମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହେବାକୁ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆହ୍ଵାନ ଜଣାଇଛନ୍ତି । ଏପ୍ରିଲ ୪ତାରିଖ ଶନିବାର ଦିନ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ସମ୍ବଲପୁରର ଦଶମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଭାରତରେ ଉଦ୍ୟମିତା ଏବଂ ନବସୃଜନର ବର୍ଦ୍ଧିତ ସୁଯୋଗ ଉପରେ ଆଲୋକପାତ କରି...

ଭୁବନେଶ୍ୱର: ଓଡ଼ିଶା ସରକାର ପୁଣି ଏକ ନୂଆ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ହୀତାଧିକାରୀଙ୍କୁ ଏଣିକି ମୁଣ୍ଡପିଛା ୫ କେଜି ଚାଉଳ ଅଧିକ ମିଳିବ। ସେଥିପାଇଁ ରାଜ୍ୟ ରାଜକୋଷରୁ ମାସିକ ବ୍ୟୟ ହେବ ୭୩୪ କୋଟି ଟଙ୍କା। ଏନେଇ ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାବିନେଟ୍...

ବୁଲା ବିକାଳୀ ବନାମ କୁଖ୍ୟାତ ଡକାୟତ :ଆନ୍ତଃଜିଲ୍ଲା ର ତିନି କୁଖ୍ୟାତ ଡକାୟତ ଗିରଫ : ସୁନା ରୂପା ବାଇକ ଓ ନଗଦ ଟଙ୍କା ଉଦ୍ଧାର ବାଲିଗୁଡା, ତା, ୦୪/୦୪:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏକ ତାଲା ପଡ଼ିଥିବା ଘରୁ ହୋଇଥିବା ଚୋରୀ ଜିନିଷ କୁ ଉଦ୍ଧାର...

ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୦୨ ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ପାଳନ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ପଣ୍ଡକୁଲ ଗ୍ରାମ ଠାରେ ମେହେର (ଭୁଲିଆ) ୟୁଥ୍ କମିଟି ପକ୍ଷରୁ ସ୍ବର୍ଗତ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୦୨ ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ପାଳନ କରାଯାଇଥିଲା । ପବିତ୍ର ବର୍ଣ୍ଣାଢ଼୍ୟ ଉତ୍ସବରେ ଉପସ୍ଥିତ ଅତିଥି ମାନଙ୍କୁ...

ପିଏମ୍ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ଢେଙ୍କାନାଳ, ୪/୪: ଅଦ୍ୟ ପିଏମ୍ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ବାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି...

ଜିଲ୍ଳାଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଆ ପକ୍ଷ ୨୦୨୬ ପାଳନ ତାଳଚେର, ୦୪/୦୪ ଜିଲ୍ଲାଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଆପକ୍ଷ ୨୦୨୬ ପାଳନ ଅବସରରେ ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍ -୧୯୫୬ ଅନୁଯାୟୀ ସମସ୍ତ ଦୋକାନ ବାଜାର ଓ ବାଣିଜ୍ୟ ପ୍ରତିଷ୍ଠାନ ଗୁଡ଼ିକରେ ନାମଫଳକ ଓଡ଼ିଆ ଭାଷାରେ ଲେଖିବାକୁ ଏକ ସଚେତନତା ପଦଯାତ୍ରା ଏବଂ ସଚେତନତା...
ଆଇପିଏଲ୍ : ଚମତ୍କାର ବୋଲିଂ କରି ୬ ରନରେ ବିଜୟୀ ହେଲା ଆରସିବି ଜେ ବି ଏନ, ୧୫/୦୪/୨୦୨୧, ନୂଆଦିଲ୍ଲୀ : ଆଇପିଏଲ ମ୍ୟାଚରେ ଦମଦାର ପ୍ରଦର୍ଶନ କରିଛି ବାଙ୍ଗାଲୋର ଦଳ । ଏହି ମ୍ୟାଚରେ ସନ ରାଇଜର୍ସ ହାଇଦ୍ରାବାଦ ଦଳ ହାତରୁ ମ୍ୟାଚ ଛଡାଇ ଆଣିଛି ଆରସିବି । ଏହି ମ୍ୟାଚରେ ୬...
ସାଧାରଣ ଜନତା ଙ୍କ ପାଇଁ ଦରଦ କେତେ (ଜେ ବି ଏନ /ପ୍ରିୟବ୍ରତ ସାମଲ) ୧୪/୦୪/୨୦୨୧ ଅନୁଗୋଳ : –ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନୂଆହତା ଗ୍ରାମ ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥ ରେ ଆଜି ଧୂଳି ଓ କାରଖାନା ପାଉଁଶ ରେ ସ୍ତାନୀୟ ବାସିନ୍ଦା ହନ୍ତସନ୍ତ। ସୂଚନା ମୁତାବକ ଆଜି ପୂର୍ବାହ୍ନ...
ଏମସିଏଲ ରେ ଜାଲ କାଗଜପତ୍ର ତିଆରି ଅଭିଯୋଗରେ ଚାରି ଅଭିଯୁକ୍ତ ଗିରଫ ଜେ ବି ଏନ, ୧୪/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ତାଳଚେର/ଅନୁଗୋଳ : ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ସାଉଥ୍ ବଲଣ୍ଡା ସ୍ଥିତ କିଛି ଦୋକାନୀ ଜାଲ କାଗଜ ତିଆରି ଅଭିଯୋଗରେ କୋଲିୟରୀ ଥାନା ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି...
ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ସର୍ମ୍ପକୀତ ଚାରୋଟି ବହି ପ୍ରଧାନମନ୍ତ୍ରୀ କଲେ ଉନ୍ମୋଚନ ଜେ ବି ଏନ, ୧୪/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘର ୪୫ତମ ବାର୍ଷିକ ସମ୍ମିଳନୀକୁ ଏବଂ କୁଳପତିମାନଙ୍କ ଜାତୀୟ ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବୋଧନ କରିଛନ୍ତି ।...
ପୁସ୍ତପୁର ନିକଟରେ କାର ଦୁର୍ଘଟଣା, ଜଣେ ମୃତ, ଜଣେ ଗୁରୁତର ଜେ ବି ଏନ, ବ୍ରହ୍ମପୁର ( ଟୁକୁନା ପ୍ରଧାନ, ୧୪/୦୪/୨୦୨୧)-: ଆଜି ରାତି ୭.୩୦ ମିନିଟ୍ ସମୟରେ ଗଞ୍ଜାମ ଜିଲ୍ଲାର ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ପୁସ୍ତପୁର ନିକଟରେ କାର ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ...
କରବେରେଣୀ ଗ୍ରାମରେ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ଜେ ବି ଏନ, ୧୪/୦୪ /୨୦୨୧, (ରିପୋର୍ଟ, ଚୈତନ୍ୟ ସାହୁ), ଅନୁଗୋଳ : ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ କରବେରେଣୀ ଗ୍ରାମର ପ୍ରାଥମିକ ବିଦ୍ୟାଳୟ ଠାରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିର ଟି ଶ୍ରୀ...








All rights reserved. Designed by Inter Softech