
ଜୁନାଗଡ଼ରେ ଧାନ ଉଠାଣ ଦାବିକୁ ନେଇ ଜାତୀୟ ରାଜପଥ ଅବରୋଧ କଲେ ଚାଷୀ l ଜୁନାଗଡ଼ : (ବାଲେଶ୍ୱର ସୁନାନୀ )କଳାହାଣ୍ଡି ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଅଚଳାବସ୍ଥା ଜାରି ରହିଥିବା ବେଳେ ଜୁନାଗଡ଼ ଅଞ୍ଚଳର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଆଜି ସକାଳ ପ୍ରାୟ ୯ ଘଣ୍ଟା ସମୟରେ ଜୁନାଗଡ଼ ଅଞ୍ଚଳର ସମସ୍ତ...

କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ମୋବାଇଲ ରିକଭରି ମେଳା : ହଜିଥିବା ୬୨ ଟି ମୋବାଇଲ ଫେରସ୍ତ ହେଲା କନ୍ଧମାଳ, ତା, ୧୬/୦୬:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ପୁଲିସ ପକ୍ଷରୁ “ମୋବାଇଲ ରିକଭରି ମେଳା” ଆୟୋଜିତ ହୋଇଥିଲା । ସମଗ୍ର ଜିଲ୍ଲା ର ବିଭିନ୍ନ ଥାନା ଅଞ୍ଚଳ ରେ ଚୋରୀ ହୋଇଥିବା ମୋବାଇଲ ଗୁଡିକୁ ପୋଲିସ...

ଜିଲ୍ଲାରେ ଶିଶୁ ଶ୍ରମ ନିରାକରଣ ସଚେତନତା ରାଲି ଅନୁଷ୍ଠିତ ଅନୁଗୋଳ,୧୬.୦୬: ଶିଶୁ ଶ୍ରମ ଉଚ୍ଛେଦ ଓ ଶିଶୁ ସୁରକ୍ଷା ଗଠନ ଲକ୍ଷ୍ୟରେ ଜିଲ୍ଲାରେ ଚାଲିଥିବା ୧୫ ଦିନିଆ ଅଭିଯାନରେ ଏକ ଶିଶୁ ଶ୍ରମ ନିରାକରଣ ସଚେତନତା ରାଲି ଆୟୋଜିତ ହୋଇଯାଇଛି। ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ପୁରୁଣା କାର୍ଯ୍ୟାଳୟ ପରିସରରୁ ବାହାରିଥିବା ଏହି ରାଲିକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ...

ରାଜ୍ୟ ସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତ ୨୦୨୬ କଟକ ତା ୧୬/୦୬ ରିଖ ରାଜ୍ୟ ଟାଇକୋଣ୍ଡୋ ପ୍ରତିଯୋଗିତା ୨୦୨୬ ସ୍ଥାନୀୟ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଆରମ୍ଭ ହୋଇଯାଇଛି।ରାଜ୍ୟ ସ୍ତରୀୟ କିରୋଗୀ ଓ ପୂମସେ ଟାଏକୋଣ୍ଡୋ ପ୍ରତିଯୋଗିତାରେ ୧୧୨୦ ଜଣ ପ୍ରତିଯୋଗି ଅଂଶଗ୍ରହଣ କରିଛନ୍ତି। ଏହି ପ୍ରତିଯୋଗିତାରେ ପୁରୀ ଓ କଟକ ଜିଲ୍ଲାରୁ ସର୍ବାଧିକ ପ୍ରତିଯୋଗୀ...

କଣିହାଁ ବ୍ଲକ ବୁରୁକୁନା ଗ୍ରାମ ପଂଚାୟତ ର ଶରଧା ପୁର ଗ୍ରାମରେ ମକବତ ତରଫରୁ ଅନିଲ, ମନୋଜ, ପପୁ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଦୁଇ ଦିନ ପାଇଁ ଅନୁଷ୍ଠିତ ହୋଇଥିଲା, ଉକ୍ତ ଟୁର୍ନାମେଣ୍ଟ ୮ଗୋଟି ଟିମ ଖେଳ ପଦର୍ଶନ କରି MKCT ଶରଧା ପୁର ଓ RKCT ଗହମ ଏହି ଦୁଇ ଟିମ ଫାଇନାଲ ରେ ପହଂଚି...

କେନ୍ଦୁଝର ପୋଲିସ୍ ପକ୍ଷରୁ ଏନ୍କାଉଣ୍ଟର କୁଖ୍ୟାତ ଅପରାଧୀ ମଲ୍ଲିକ ଧରାଶୟୀ। କେନ୍ଦୁଝର ଜିଲ୍ଲା କେନ୍ଦୁଝର ପୋଲିସ୍ ପକ୍ଷରୁ ଅଞ୍ଚଳରେ ଅରାଜକତା ଚଳାଇଥିବା ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ କୁଖ୍ୟାତ ଅପରାଧୀ ପ୍ରଭାତ ମଲ୍ଲିକ ଧରାଶୟୀ। ଯାହାକି ସୂଚନା ରହିଛି କେନ୍ଦୁଝର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶରେ କେନ୍ଦୁଝର ଜିଲ୍ଲା ପୋଲିସ୍ ପକ୍ଷରୁ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ ସଂଶ୍ଳିଷ୍ଟ...

ନୁଆଦିଲ୍ଲୀ: ପଶ୍ଚିମବଙ୍ଗରେ ୯ ତାରିଖରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ରବିନ୍ଦ୍ରନାଥ ଟାଗୋରଙ୍କ ଜନ୍ମ ଦିବସରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଏନେଇ ବିଜେପି ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ସୂଚନା ଦେଇଛନ୍ତି । ବେଙ୍ଗଲରେ ପ୍ରଥମଥର ନୂଆ ସରକାର ଗଠନ କରିବ ବିଜେପି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାକପୁରରେ ତାଙ୍କର...

ନୁଆଦିଲ୍ଲୀ: ପଶ୍ଚିମବଙ୍ଗ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ବିଜେପି ବିଧାୟକ ଦଳ ନେତା ଚୟନ ନେଇ କେନ୍ଦ୍ରୀୟ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ଶାହ ଓ ମୋହନଙ୍କୁ ଦାୟିତ୍ୱ ପ୍ରଦାନ କଲା ବିଜେପି ସଂସଦୀୟ ବୋର୍ଡ...

ଆସାମ, ୪।୫: ଆସାମରେ ବିଜେପି ବର୍ତ୍ତମାନ ପର୍ଯ୍ୟନ୍ତ ୮୧ ଆସନ ଜିତି ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିସାରିଛି। ଆସାମରେ ବିଜେପିର ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ବିଜୟ ହୋଇଛି । ହିମନ୍ତ ଜାଲୁକବାଡ଼ି ଆସନରୁ କଂଗ୍ରେସ ପ୍ରତିଦ୍ୱନ୍ଦ୍ୱୀ ବିଦିଶା ନିୟୋଗଙ୍କୁ ୮୯,୪୩୪ଭୋଟରେ ପରାଜିତ କରିଛନ୍ତି। ତେବେ ହିମନ୍ତ ଲଗାତର ଭାବେ ୬ ଥର ଏହି ଆସନରୁ...

ନୁଆଦିଲ୍ଲୀ: ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ସହିତ, କର୍ଣ୍ଣାଟକ, ନାଗାଲାଣ୍ଡ, ତ୍ରିପୁରା, ଗୁଜୁରାଟ ଏବଂ ମହାରାଷ୍ଟ୍ରର ସାତଟି ଆସନରେ ଅନୁଷ୍ଠିତ ଉପନିର୍ବାଚନ ପାଇଁ ଭୋଟ ଗଣତି ଆଜି ହୋଇଛି । ଏହି ଉପନିର୍ବାଚନରେ ବିଜେପି ଚମତ୍କାର ପ୍ରଦର୍ଶନ କରିଛି। ବିଜେପି ଗୁଜୁରାଟର ଉମରେଥ, ନାଗାଲାଣ୍ଡର କୋରିଡାଙ୍ଗ ଏବଂ ତ୍ରିପୁରାର ଧର୍ମନଗରରେ ବିଜୟୀ ହୋଇଛି। କଂଗ୍ରେସ କର୍ଣ୍ଣାଟକର ବାଗଲକୋଟ...

ନୁଆଦିଲ୍ଲୀ: ଟିଭିକେ ସହ ହାତ ମିଳାଇ ପାରେ କଂଗ୍ରେସ । ଏଆଇସିସିର ଦୃଷ୍ଟି ଆକର୍ଷଣ କଲା ତାମିଲନାଡୁ କଂଗ୍ରେସ ଶାଖା । ୫ ଆସନ ଜିତିଥିବା କଂଗ୍ରେସ ଟିଭିକେକୁ ସମର୍ଥନ ଦେବା ସମ୍ଭାବନା ରହିଛି । ବହୁମତଠାରୁ ଅଳ୍ପ ଦୂରରେ ରହିଛି ଟିଭିକେ । ଟିଭିକେ ସୁପ୍ରିମୋ ବିଜୟ ମୁଖ୍ୟମନ୍ତ୍ରୀ ହେବା ଆଶା ଉଜ୍ଜ୍ୱଳ ରହିଛି ।...

ପୁଡୁଚେରୀ: ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ମେଣ୍ଟ ୨୨ଟି ଆସନରେ ଦୃଢ଼ ନେତୃତ୍ୱ ନେଉଥିବା ବେଳେ କଂଗ୍ରେସ ମେଣ୍ଟ ୬ଟି ଆସନରେ ଆଗୁଆ ଥିବା ଦେଖାଯାଉଛି। ପୁଡୁଚେରୀର ମୋତିଲାଲ ନେହେରୁ ସରକାରୀ ପଲିଟେକ୍ନିକ୍ କଲେଜରେ ସ୍ଥାପିତ ଗଣନା କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।ଉଲ୍ଲେଖଯୋଗ୍ୟ ଯେ, ପୁଡୁଚେରୀ ବିଧାନସଭାରେ ମୋଟ ୩୦ ଟି ଆସନ। ସରକାର ଗଠନ ପାଇଁ...

୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କାଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅକ୍ଟୋବର ୨୪ରେ ଏହି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ । ସାଂସଦ ସଞ୍ଜୀବ ଆରୋରାଙ୍କ ଇସ୍ତଫା ପରେ...

ଅନାସ୍ଥା ପ୍ରସ୍ତାବ ଆଣିବା ପରେ ବିଜେଡିର ସହଯୋଗ ଲୋଡ଼ିଲା କଂଗ୍ରେସ । ବିରୋଧୀଦଳ ନେତାଙ୍କ ପ୍ରକୋଷ୍ଠକୁ ଗଲେ କଂଗ୍ରେସ ବିଧାୟକ ଦଳ ନେତା । କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ, ତାରା ବାହିନୀପତି ଗଲେ । ସୂଚନା ଯୋଗ୍ୟ ଯେ ଆଜି ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ଏନେଇ କଂଗ୍ରେସର...

ବିଜୁ ଜନତା ଦଳର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ନୂଆପଡ଼ା ଆସନରୁ ଚାରିଥର ଜିତିଥିଲେ ରାଜେନ୍ଦ୍ର ଢୋଲକିଆ। ସେ ଏତେ ପପୁଲାର ଯେ ୨୦୦୪ ନିର୍ବାଚନରେ ସ୍ବାଧୀନ ଭାବେ ଲଢି ବିଜଦ -ଭାଜପାର ମେଣ୍ଟ ପ୍ରାର୍ଥୀଙ୍କୁ ପରାଜିତ କରିଥିଲେ। ପରବର୍ତ୍ତୀ ସମୟରେ ଲୋକପ୍ରିୟ ଢୋଲକିଆଙ୍କୁ ନବୀନ ପଟ୍ଟନାୟକ ନିଜ ମନ୍ତ୍ରୀମଣ୍ଡଳରେ ସ୍ଥାନ ଦେଇଥିଲେ । କିନ୍ତୁ...

ନୁଆଦିଲ୍ଲୀ: ନୂତନ ଜିଏସଟି ହାର ଏବଂ ସ୍ଲାବ କୃଷି କ୍ଷେତ୍ରରେ ବ୍ୟାପକ ପ୍ରଭାବ ପକାଇବ। ଏହା ବିଶେଷ କରି କ୍ଷୁଦ୍ର ଏବଂ ମଧ୍ୟମ ଚାଷୀଙ୍କୁ ଲାଭ ଦେବ, କୃଷି ଉପକରଣ ଉପରେ ଜିଏସଟି ହାର ହ୍ରାସ ଯୋଗୁଁ କୃଷି ଖର୍ଚ୍ଚ ହ୍ରାସ ପାଇବ ଏବଂ ଚାଷୀଙ୍କ ଲାଭ ବୃଦ୍ଧି ପାଇବ। ଭୋପାଳରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ...

ଆଜି ଭାରତର ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ । ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟଗ୍ରହଣ । ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି କରାଯାଇ ଫଳ ଘୋଷଣା କରାଯିବ।। ଉପରାଷ୍ଟ୍ରପତି ପଦ ପାଇଁ ଏନ୍ଡିଏ ଓ ଇଣ୍ଡିମେଣ୍ଟ ମଧ୍ୟରେ ସିଧାସଳଖ ଟକ୍କର । ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ VS ଇଣ୍ଡିମେଣ୍ଟର ବି....

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନେ ପୂର୍ବରୁ ଦିଲ୍ଲୀ ଗସ୍ତରୁ ଫେରିଥିଲେ ମନମୋହନ । ପୂର୍ବ ଗସ୍ତରେ ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ ।









All rights reserved. Designed by Inter Softech