
ଖୋର୍ଦ୍ଧା: ଶୋଇଥିବା ବେଳେ ଜୀବନ୍ତ ଜଳିଗଲେ ବାପ-ପୁଅ । ଖୋର୍ଦ୍ଧା ସାନପଦର ଅଞ୍ଚଳରେ ଘଟିଛି ଏ ଦୁଃଖଦ ଘଟଣା। ଦୋକାନରେ ଶୋଇଥିବା ବେଳେ ବାପ ପୁଅ ଜଳି ଯାଇଛନ୍ତି । ମୃତକ ହେଲେ ସାନପଦର ଗାଁର ରାଜେଶ କୁମାର ସାହୁ ଓ ତାଙ୍କ ପୁଅ ଲକ୍ଷ୍ମୀଧର ସାହୁ। ସାନପଦର-ଦେଉଳି ରାସ୍ତାର ବିନ୍ଧ୍ୟଗିରି ପାହାଡ଼କୁ ଯିବା ରାସ୍ତାକଡ଼ରେ ବାପ-ପୁଅ...

ନେପାଳର ଗୋରଖା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ସାତ ଜଣ ଭାରତୀୟ ତୀର୍ଥଯାତ୍ରୀଙ୍କ ଜୀବନ ଚାଲିଯାଇଛି। ମନକାମନା ମନ୍ଦିର ଦର୍ଶନ କରି ଶ୍ରଦ୍ଧାଳୁମାନେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଫେରୁଥିବା ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି ଏବଂ ପ୍ରାଥମିକତା ଭିତ୍ତିରେ ଉଦ୍ଧାର କାର୍ଯ୍ୟ...

ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିଛି |ପଶ୍ଚିମ ଏସିଆରେ ଚାଲିଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ଇରାନ ସହ ଜଡ଼ିତ ସଂଘର୍ଷ କାରଣରୁ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି, ଯାହାର ସିଧାସଳଖ ପ୍ରଭାବ ଏୟାରଲାଇନ୍ସ କମ୍ପାନୀ ଉପରେ ପଡ଼ିଛି।ଇଣ୍ଡିଗୋ ପକ୍ଷରୁ ଦୂରତା...

ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି। ମାର୍ଚ୍ଚ ୧୬ ବୈଠକରେ ଆଲୋଚନା ହେବାକୁ ଥିବା ପ୍ରଶ୍ନଗୁଡିକର ଉତ୍ତର ୧୭ ତାରିଖ (ମଙ୍ଗଳବାର) ଗୃହରେ...

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାରେ ୧୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ, “ଆଜି କୋଲକାତାର ଏହି ଭୂମିରୁ ପଶ୍ଚିମବଙ୍ଗ ଓ ସମଗ୍ର ପୂର୍ବ ଭାରତ ପାଇଁ ବିକାଶର ଏକ ନୂତନ ଅଧ୍ୟାୟ ଆରମ୍ଭ ହେଉଛି।” ପ୍ରଧାନମନ୍ତ୍ରୀ କହିଥିଲେ,...

ଭୁବନେଶ୍ଵର: ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆଗାମୀ ରଥଯାତ୍ରା ପାଇଁ ପୁଲିସ ବ୍ୟବସ୍ଥା କରିବାର ଦାୟିତ୍ୱ ଦିଆଯାଇଛି। ଅତିରିକ୍ତ ଡିଜି ଶ୍ରୀ ପ୍ରିୟଦର୍ଶୀ ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ଏବଂ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବାକୁ ଥିବା ବିଭିନ୍ନ ପୁଲିସ ୟୁନିଟ୍ ଗଠନ କରିବେ। ଏଥିସହିତ ସେ ପୁରୀଠାରେ ଏକ ସମନ୍ୱିତ କମାଣ୍ଡ ଓ ନିୟନ୍ତ୍ରଣ କେନ୍ଦ୍ର...
କୋଭିସିଲ୍ଡ’ର ବ୍ୟବହାର ପାଇଁ ଅନୁମତି ମାଗିଲା ସେରମ ଇନ୍ଷ୍ଟିଚ୍ୟୁଟ୍ ଜେ. ବି. ଏନ୍ (୦୭/୧୨/୨୦୨୦) ନୂଆଦିଲ୍ଲୀ: ବ୍ରିଟିଶ ଫାଇଜର୍ ପରେ ଏବେ ସେରମ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆ ଭାରତରେ କରୋନା ଟିକା ‘କୋଭିସିଲ୍ଡ’ର ବ୍ୟବହାର କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମାଗିଛି। ଜରୁରିକାଳୀନ ଉପଯୋଗ ପ୍ରାଧିକରଣ ଅଧୀନରେ କମ୍ପାନୀ ଏହି ଅନୁମତି ମାଗିଛି। ତେବେ ଏପରି...








All rights reserved. Designed by Inter Softech