
ନୁଆଦିଲ୍ଲୀ: ଏଲପିଜି ବିକଳ୍ପ ଭାବେ ରାଜ୍ୟକୁ ଦିଆଯିବ ୪୪୮ ହଜାର କିଲୋଲିଟର କିରୋସିନ୍ । ପେଟ୍ରୋଲିୟମ ମନ୍ତ୍ରାଳୟ ଯୁଗ୍ମ ସଚିବ ସୁଜାତା ଶର୍ମା ସୂଚନା ଦେଇଛନ୍ତି । ଏନେଇ ଅର୍ଡର ଜାରି କରାଯାଇଛି, ରାଜ୍ୟକୁ ଦିଆଯିବ କିରୋସିନ । ପ୍ରତି ତ୍ରୈମାସିକରେ ଆମେ ପ୍ରାୟ ୧ ଲକ୍ଷ କିଲୋଲିଟର ଆବଣ୍ଟନ କରିଥାଉ । ଆହୁରି ୪୮ ହଜାର...

ଭୁବନେଶ୍ୱର : ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ କତାର ଦେଶରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଶ୍ରମିକ କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକର ବାସିନ୍ଦା କୁନା ଖୁଣ୍ଟିଆ ଗତ ୪ ମାସ ତଳେ କତାର ଦେଶର ଏକ ଘରୋଇ କମ୍ପାନୀ...

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ‘ଏଭିଏସନ୍ ସିକ୍ୟୁରିଟି ବେସିକ୍ କୋର୍ସ’ର ଦ୍ୱିତୀୟ ବ୍ୟାଚ୍ ପ୍ରଶିକ୍ଷାର୍ଥୀଙ୍କ ପାଇଁ ପ୍ରାୟୋଗିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି। ବିମାନବନ୍ଦରର ଜଟିଳ କାର୍ଯ୍ୟଧାରା ଏବଂ ବୈଷୟିକ ପରିଚାଳନା ସମ୍ପର୍କରେ ପ୍ରଶିକ୍ଷାର୍ଥୀଙ୍କୁ ପ୍ରତ୍ୟକ୍ଷ ଜ୍ଞାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।ରାଜ୍ୟର ବିଭିନ୍ନ ବିମାନବନ୍ଦରରେ ନିୟୋଜିତ ସୁରକ୍ଷା କର୍ମୀଙ୍କ ପାଇଁ...

ଭୁବନେଶ୍ୱର: ଓଡ଼ିଶା ପୋଲିସ ଦ୍ୱାରା ଆୟୋଜିତ ସପ୍ତାହବ୍ୟାପୀ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଆଜି ସଫଳତାର ସହ ଉଦଯାପିତ ହୋଇଛି। ଭୁବନେଶ୍ୱରର Unit-III ର ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ପ୍ରଦର୍ଶନୀରେ ୧ ଲକ୍ଷରୁ ଅଧିକ ଲୋକ ଯୋଡ଼ି ହୋଇଥିଲେ l ଏହି ସମ୍ମିଳନୀ ବୃହତ୍ତର ଭାବେ ସାଧାରଣ ଲୋକଙ୍କ ମଧ୍ୟରେ ଆଇନ ସଚେତନତା ଓ...

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଆୟୋଜିତ କୋଣାର୍କ ଠାରେ ଛ ଦିନିଆ ‘ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ ସଫଳତାର ସହିତ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳାମାନଙ୍କୁ ସମ୍ବୋଧିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ସେମାନଙ୍କ ଭୂମିକାକୁ ପ୍ରଶଂସା...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/03/Picsart_25-11-05_07-59-52-526-12.jpg)
ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକଙ୍କୁ ଶୁଭେଚ୍ଛା। ଆଜି ୧୩ ମାର୍ଚ୍ଚ ୨୦୨୬, ଶୁକ୍ରବାର ପାଇଁ ଆପଣଙ୍କର ଦୈନିକ ରାଶିଫଳ ନିମ୍ନରେ ପ୍ରଦାନ କରାଗଲା: ♈ ମେଷ (Aries) ଆଜି ଆପଣଙ୍କ ପାଇଁ ଶୁଭ ଦିନ। କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ। ♉ ବୃଷ (Taurus) ଆର୍ଥିକ ଦିଗରୁ ଦିନଟି ବହୁତ ଭଲ। ପୁରୁଣା ବନ୍ଧୁଙ୍କ...










All rights reserved. Designed by Inter Softech