
ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳମ୍ର ଚଳଚଞ୍ଚଳ ଉପକୂଳ ସହର କୋଚି ଗସ୍ତ କରିଥିଲେ ଓ ରାଜ୍ୟର ପ୍ରଗତି ତ୍ବରାନ୍ବିତ କରିବାକୁ ବିଭିନ୍ନ ପ୍ରଭାବଶାଳୀ ପ୍ରକଳ୍ପର ଉଦଘାଟନ କରିଥିଲେ। ନିବେଶର ବ୍ୟାପକତା ଉପରେ ଗୁରୁତ୍ୱାରୋପ କରି, ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ...

ନୁଆଦିଲ୍ଲୀ: ଡାକ୍ତର ହେବାର ସ୍ୱପ୍ନ ଦେଖୁଥିବା ଦେଶର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଖବର ଆସିଛି। କେନ୍ଦ୍ର ସରକାର ଡାକ୍ତରୀ ଶିକ୍ଷାକୁ ଆହୁରି ମଜବୁତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ୨୦୨୫-୨୬ ଅଧିବେଶନ ପାଇଁ ୧୧,୬୮୨ଟି ନୂତନ MBBS ସିଟ୍ ମଞ୍ଜୁର କରିଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ୪୩ଟି ନୂତନ...

ନୁଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ବିରୋଧୀ ଦଳ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଯାହା ଉକ୍ତ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ବାଚନିକ ଭୋଟରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି।

ଭୁବନେଶ୍ବର: ପାଖେଇଲାଣି ରାଜ୍ୟସଭା ନିର୍ବାଚନ। ବର୍ତ୍ତମାନ ସବୁ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଆଜି ବିଜେଡି ତାଙ୍କ ଦଳିୟ ବିଧାୟକ ଉପରେ ହୁଇପ ଜାରୀ କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ହୁଇପ ଜାରୀ କରିଛନ୍ତି। ଏଥିରେ କୁହାଯାଇଛି ଯେ, ବିଜେଡି ବିଧାୟକମାନେ...

ନୁଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ‘ଜଳ ମହୋତ୍ସବ ୨୦୨୬’ କାର୍ଯ୍ୟକ୍ରମରେ ଯୋଗଦେଇ ଏହାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ, ଭାରତରେ ଜଳ କେବଳ ଏକ ମୌଳିକ ଆବଶ୍ୟକତା ନୁହେଁ, ବରଂ ଏହା ଆମର ସଂସ୍କୃତି, ପରମ୍ପରା, ଜୀବିକା ଏବଂ ସାମୂହିକ ଜୀବନ ସହିତ ଗଭୀର ଭାବରେ ଜଡିତ ବୋଲି ରାଷ୍ଟ୍ରପତି କହିଛନ୍ତି। ଏତେ ବର୍ଷ ଧରି,...

ନୁଆଦିଲ୍ଲୀ: ଇରାନ-ଆମେରିକା-ଇସ୍ରାଏଲ ଯୁଦ୍ଧ ଏବଂ ହର୍ମୁଜ୍ ଜଳପଥରେ ଉତ୍ତେଜନା ମଧ୍ୟରେ ସାରା ବିଶ୍ୱରେ ତୈଳ ମୂଲ୍ୟ ପରିବର୍ତ୍ତନ ହେଉଛି। ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଜିଓ ଗୋର୍ X ରେ ଏକ ଟ୍ୱିଟ୍ କରି ହଇଚଇ ସୃଷ୍ଟି କରିଛନ୍ତି। ସେ ଲେଖିଛନ୍ତି ଯେ, ଭାରତ ବିଶ୍ୱ ତୈଳ ମୂଲ୍ୟ ସ୍ଥିର ରଖିବାରେ ଏକ ପ୍ରମୁଖ ଅଂଶୀଦାର ହୋଇଛି।...








All rights reserved. Designed by Inter Softech