
ଭୁବନେଶ୍ୱର: ଟାଟା ଆଦାୟ କରିବ ୬୫୬ କୋଟି । ୬୪ ଲକ୍ଷ ୭୦ ହଜାର ହିତାଧିକାରୀଙ୍କୁ ନୋଟିସ କରିଛି ଟାଟା । ଅତିରିକ୍ତ ସୁରକ୍ଷା ଜମା ପାଇଁ ଟାଟର ନୋଟିସ । ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଲିଖିତ ଉତ୍ତର ରଖିଛନ୍ତି । ଅତିରିକ୍ତ ସୁରକ୍ଷା ଜମା ବାବଦକୁ ଟାଟା ଆଦାୟ କରିବ ୬୫୬ କୋଟି ।...

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସ ଦଳ ଉପରେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଗୁଜବ ପ୍ରସାରଣ ଏବଂ ଦେଶ ଭିତରେ ରାଜନୀତି କରୁଥିବାର ଅଭିଯୋଗ କରିଛନ୍ତି । ସଭା କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଆତ୍ମନିର୍ଭରଶୀଳ ଭାରତ କଥା ଉଲ୍ଲେଖ କରିଥିଲେ। ସେ କହିଥିଲେ, “ଗୋଟିଏ ପଟେ, ବିଜେପି-ଏନଡିଏ ଦେଶକୁ ଆତ୍ମନିର୍ଭରଶୀଳ...

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ...

ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ବଡ଼ ବିପର୍ଯ୍ୟୟ ପାଲଟିଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଦେଶର ତୈଳ ସଂରକ୍ଷଣ ପାଇଁ ଅନେକ କଠୋର ପଦକ୍ଷେପ ଘୋଷଣା କରିଛନ୍ତି । ତେଲ ଏବଂ ଗ୍ୟାସ୍ ପାଇଁ ଉପସାଗରୀୟ ଦେଶମାନଙ୍କ ଉପରେ ନିର୍ଭରଶୀଳ ଥିବା ପାକିସ୍ତାନ ସରକାର ପେଟ୍ରୋଲ ମୂଲ୍ୟ ୨୦ ପ୍ରତିଶତ...

ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ । ତୁହାକୁ ତୁହା ଖସୁଛି ଡ୍ରୋନ୍ । ଘମାଘୋଟ ହେଉଛି ଯୁଦ୍ଧ। ଆଜି ତେହେରାନରେ ଭୟାନକ ଆକ୍ରମଣ କରିଛି ଇସ୍ରାଏଲ। ଦୀର୍ଘ ଏକ ଘଣ୍ଟାଏ ଧରି ଏୟାର ରେଡ୍ । ଖସିଥିଲା ମାଳମାଳ ଡ୍ରୋନ୍। ଜଳ, ସ୍ଥଳ, ଆକାଶ ସବୁଠି ମହା ବିଧ୍ବଂସର ଖେଳ। ନଉଁନଥିବା ଇରାନ ଉପରେ ପ୍ରଚଣ୍ଡ ହମଲା କରୁଛନ୍ତି...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/03/Picsart_25-11-05_07-59-52-526-11.jpg)
ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକଙ୍କୁ ଶୁଭେଚ୍ଛା। ଆଜି ୧୨ ମାର୍ଚ୍ଚ ୨୦୨୬, ଗୁରୁବାର, ଚୈତ୍ର ମାସ କୃଷ୍ଣ ପକ୍ଷ ନବମୀ ତିଥି। ଆଜିର ଦିନଟି କେଉଁ ରାଶି ପାଇଁ କିପରି ରହିବ, ଆସନ୍ତୁ ଜାଣିବା: ଆଜିର ରାଶିଫଳ ରାଶି ଶୁଭ ରଙ୍ଗ ଶୁଭ ସଂଖ୍ୟା ଫଳାଫଳ ଓ ପ୍ରତିକାର ମେଷ ଲାଲ୍ ୯...









All rights reserved. Designed by Inter Softech