ରାଜ୍ୟରେ ବଢ଼ିବ ଦିନ ତାପମାତ୍ରା । ଆଗାମୀ ୨ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ ପରବର୍ତ୍ତୀ ୩ ଦିନରେ ମଧ୍ୟ ତାପମାତ୍ରାରେ ସେପରି ପରିବର୍ତ୍ତନ ହେବନାହିଁ ବୋଲି ବିଭାଗର ସୋସିଆଲ୍ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରାଯାଇଛି...

ଝାଡ଼ଖଣ୍ଡର ଗିରିଡିହ ଜିଲ୍ଲା ଅନ୍ତର୍ଗତ ବେଙ୍ଗାବାଦ୍ ଥାନା ଅଞ୍ଚଳରେ ଦୁଇ ଜଣ ମାଓବାଦୀଙ୍କୁ ଗିରଫ୍ କରାଯାଇଛି । ବିହାରର ସ୍ୱତନ୍ତ୍ର ଟାସ୍କଫୋର୍ସ୍ ଏବଂ ସ୍ଥାନୀୟ ପୁଲିସ୍ର ମିଳିତ ଅଭିଯାନରେ ଏହି ଦୁଇ ଜଣ ମାଓବାଦୀ ଗିରଫ୍ ହୋଇଥିବା ପୁଲିସ୍ କହିଛି । ଗିରଫ୍ ମାଓବାଦୀ ବିଭିନ୍ନ ମାଓ କାର୍ଯ୍ୟକଳାପରେ ଜଡ଼ିତ ରହିବା ସହ ସୁରକ୍ଷା ସଂସ୍ଥା ପାଇଁ...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଏ ସଂକ୍ରାନ୍ତରେ ସମସ୍ତ...

ଭୁବନେଶ୍ୱର: ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ। ବିଧାନସଭାରେ ଆସିଲା ସାଂଘାତିକ ତଥ୍ୟ। ସମ୍ପତ୍ତି ଲୁଚାଉଛନ୍ତି ସରକାରୀ ବାବୁ। ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ତଥ୍ୟ ସହ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ୍ଜିଆଇରୁ ପ୍ରାପ୍ତ ସୂଚନା ଅନୁଯାୟୀ, ମାର୍ଚ୍ଚ ଦୁଇ ତାରିଖ ସୁଦ୍ଧା ୧,୨୫,୮୪୭ ଜଣ ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିନାହାନ୍ତି।...

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍-୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ...

ଭୁବନେଶ୍ୱର: ରାଜ୍ୟରେ ଦୁର୍ଘଟଣାର ସାଙ୍ଘାତିକ ତଥ୍ୟ ଦେଲେ ମୁଖ୍ୟମନନ୍ତରୀ ମୋହନ ମାଝୀ । ବିଧାନସଭାରେ ବିଭୂତିଭୂଷଣ ବଳବନ୍ତରାୟଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖି କହିଛନ୍ତି, ୧୦ ବର୍ଷରେ ସଡକ ଦୁର୍ଘଟଣାଜନିତ ୧ ଲକ୍ଷ ସଡକ ଦୁର୍ଘଟଣାଜନିତ ୧ଲକ୍ଷ ୧୩ ହଜାର ୩୨୫ଟି ମାମଲା ରହିଛି । ୨୦୨୪ରେ ୧୨ ହଜାର ୩୭୭୫ ମାମଲା ରୁଜୁ ହୋଇଛି ।...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-16.jpg)

All rights reserved. Designed by Inter Softech