
ନୁଆଦିଲ୍ଲୀ: ଜନଔଷଧି ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଦ୍ୱାରା ସକାରାତ୍ମକ ଭାବେ ଉପକୃତ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଏହି ପଦକ୍ଷେପ ପ୍ରତ୍ୟେକ ନାଗରିକ ସୁଲଭ ମୂଲ୍ୟରେ ଗୁଣାତ୍ମକ ମାନର ଔଷଧ ପାଇବା ସୁନିଶ୍ଚିତ କରିବା ଲାଗି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।...

ଭୁବନେଶ୍ୱର: ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର୍ୟାଙ୍କ ୧୦୦ ହାସଲ କରିଛନ୍ତି କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା । ସେ ଆଜି ତାଙ୍କ ପିତାମାତାଙ୍କ ସହ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ...

ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ୟୁଏଇର ବିଭିନ୍ନ ବିମାନବନ୍ଦରରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ସରକାର ଉଦ୍ଧାର କରିଛନ୍ତି। ଗତ ତିନିଦିନ ମଧ୍ୟରେ ଆବୁଧାବି, ଦୁବାଇ, ସାରଜା ଭଳି ବିମାନବନ୍ଦରରୁ ୭୦୦୦ ଭାରତୀୟ ନାଗରିକଙ୍କୁ ଉଦ୍ଧାର କରାଗଲାଣି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଭାରତୀୟଙ୍କୁ ଏଠାରୁ ଉଦ୍ଧାର କରାଯିବ ବୋଲି ୟୁଏଇସ୍ଥିତ ଭାରତୀୟ ରାଷ୍ଟ୍ରଦୂତ ଦୀପକ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/03/Picsart_25-11-05_07-59-52-526-7.jpg)
ଆଜି ରବିବାର, ୮ ମାର୍ଚ୍ଚ ୨୦୨୬। ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକମାନଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା: ମେଷ (Aries) ବୃଷ (Taurus) ମିଥୁନ (Gemini) କର୍କଟ (Cancer) ସିଂହ (Leo) କନ୍ୟା (Virgo) ତୁଳା (Libra) ବିଛା (Scorpio) ଧନୁ (Sagittarius) ମକର (Capricorn) କୁମ୍ଭ (Aquarius)...

ଭୁବନେଶ୍ୱର: ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବିଭ୍ରାନ୍ତିକର ତଥ୍ୟ ଉପରେ ବିଶ୍ୱାସ କରନ୍ତୁ ନାହିଁ । କେବଳ ସରକାରୀ ତଥ୍ୟ ଉପରେ ବିଶ୍ୱାସ କରନ୍ତୁ । ଆମ ପାଖରେ ଯଥେଷ୍ଟ ତେଲ ଅଛି, ଆଦୌ ଅସୁବିଧା ହେବନି । କଳାବଜାରୀ ଉପରେ ନଜର ରଖିଛୁ । ଦରକାର...

ପଡ଼ୋଶୀ ଦେଶକୁ କ୍ଷମା ମାଗିଲା ଇରାନ । ଯୁଦ୍ଧ ପାଇଁ କରିଥିବା ଆକ୍ରମଣ ଶନିବାର ପଡ଼ୋଶୀ ଗଲ୍ଫ ଦେଶଗୁଡ଼ିକୁ କ୍ଷମା ମାଗିଛନ୍ତି ଇରାନ ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ । ଆମେରିକା ଇସ୍ରାଏଲ୍ ସହ ଯୁଦ୍ଧ ବଢ଼ୁଥିଲେ ବି ଇରାନର ଅନ୍ୟ କେଉଁ ଦେଶ ଉପରେ ଆକ୍ରମଣ କରିବାର କୌଣସି ଉଦ୍ଦେଶ୍ୟ ନାହିଁ ବୋଲି ପେଜେଶ୍କିଆନ କହିଛନ୍ତି ।...










All rights reserved. Designed by Inter Softech