
T-୨୦ ବିଶ୍ବକପ୍ ୨୦୨୬ର ଫାଇନାଲ୍ ମୁକାବିଲା ରବିବାର ହେବାକୁ ଯାଉଛି । ପ୍ରଥମ ସେମିଫାଇନାଲ୍ରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ନ୍ୟୁଜିଲାଣ୍ଡ ଫାଇନାଲକୁ ଯାଇଛି । ଗୁରୁବାର ଇଂଲଣ୍ଡକୁ ୭ ରନ୍ରେ ହରାଇ ଭାରତ ଫାଇନାଲରେ ପ୍ରବେଶ କରିଛି । ଟି-୨୦ ବିଶ୍ବକପରେ ପ୍ରଥମ ଥର ପାଇଁ ଭାରତ ବନାମ ନ୍ୟୁଜିଲାଣ୍ଡ ଟକ୍କର ହେବ ।...

ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ, ଏହାକୁ ଭାରତରେ ରଖିବା ପାଇଁ ଫେବୃଆରୀ ୨୮ ତାରିଖରେ ଅନୁରୋଧ କରାଯାଇଥିଲା ।...

ଭିଜିଲାନ୍ସ ପଞ୍ଝାରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ। ଛତାଛକ ସ୍ଥିତ କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୭ଟି ସ୍ଥାନରେ ରେଡ୍। ସୂଚନାନୁଯାୟୀ, କେନ୍ଦ୍ରାପଡ଼ା ଡେରାବିଶ ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି...

କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା’ । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ’। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ...

ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଶନିବାର ଦିନ ଉତ୍ତର ବଙ୍ଗଳାରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ ଉଲ୍ଲଂଘନ ଏବଂ କାର୍ଯ୍ୟକ୍ରମ ସ୍ଥଳ ପରିବର୍ତ୍ତନକୁ ନେଇ ସେ ନିରାଶା ବ୍ୟକ୍ତ କରିଛନ୍ତି। କହିଛନ୍ତି, ସ୍ଥାନଟି ସଂକୀର୍ଣ୍ଣ ।...

ଅଷ୍ଟମ ବାର୍ଷିକ ଉତ୍ସବକୁ ଧୁମଧାମରେ ପାଲିତ ହୋଇଯାଇଛି। କଳାହାଣ୍ଡି ଜୁନାଗଡ଼। (ବାଲେଶ୍ଵର ସୁନାନୀଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ)ତା 04.03.2026 ରିଖ ଦିନ ଶ୍ରୀ ଧୃବ କାନ୍ତ ପାଢୀ ଙ୍କ ସଭାପତିତ୍ବରେ ବିଶ୍ଵନାଥପୁର,ଦେଉଣ୍ଡି ଠାରେ ବଗଡିଆ ପାଢୀ ପରିବାର ର ଅଷ୍ଟମ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଦେଉଣ୍ଡି ,ବାନେର ,ଦାସୀଗାଁ ରୁ 200...










All rights reserved. Designed by Inter Softech