
ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଯାଜପୁରର କ୍ଷେତ୍ରଶ୍ୱରୀ ମା’ ବିରଜାଙ୍କ ଝୁଳଣ ଯାତ୍ରା ଓ ପାଞ୍ଜି ପଠନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମା’ଙ୍କ ନିକଟରେ ସେବକ ଜ୍ୟୋତିଷ୍ୟ ଗୋବିନ୍ଦ ଚନ୍ଦ୍ର ମହରଣ୍ୟଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି । ଦୋଳ ପୁର୍ଣିମାରେ ଗ୍ରହଣ ଲାଗିଥିବାରୁ ଗ୍ରହଣ ସମ୍ପୂର୍ଣ୍ଣ ମୂଖ୍ୟ ହେବା ପରେ ସନ୍ଧ୍ୟା...

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କରିଛନ୍ତି ଓଡିଶା ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର ହୋଇଛି । କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନଫିଡେନସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ...

ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା...

ଆମେରିକା-ଇସ୍ରାଏଲ-ଇରାନ ବିବାଦ ଯୋଗୁଁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି । ଏହା ବିଶ୍ୱ ଶକ୍ତି ଚାହିଦାକୁ ପ୍ରଭାବିତ କରିବ ବୋଲି ଆଶଙ୍କା କରାଯାଉଛି। ଏହି ସମୟରେ, ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ସରକାରୀ ସୂତ୍ର ଅନୁଯାୟୀ, ଭାରତ ଶକ୍ତି ସୁରକ୍ଷା ସମ୍ପର୍କରେ ବହୁତ ଭଲ ସ୍ଥିତିରେ ଅଛି। ବର୍ତ୍ତମାନର ଷ୍ଟକ୍ ଭଲ ଅଛି,...

ନୁଆଦିଲ୍ଲୀ: ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ଗୁରୁବାର (୫ ମାର୍ଚ୍ଚ, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଶୋକ ପୁସ୍ତକରେ ସ୍ୱାକ୍ଷର କରିଥିଲେ ଏବଂ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ୮୬ ବର୍ଷୀୟ ଖାମେନି ୧୯୮୯ ରୁ ୧୯୯୦ ପର୍ଯ୍ୟନ୍ତ ଇରାନର ସର୍ବୋଚ୍ଚ ନେତା ଭାବରେ...

ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି । ଜାତିର ମୁକ୍ତିଦାତା ସାଜି ଧରାପୃଷ୍ଠରେ ଅବତରଣ କରିଥିବା ଏହି ଯଶସ୍ୱୀ ଯୋଗଜନ୍ମା । ତାଙ୍କ ଜୀବଦ୍ଦଶାରେ...









All rights reserved. Designed by Inter Softech