
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରିବେ ବୋଲି ସୂଚନା ମିଳିଛି। ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଓ କେନ୍ଦ୍ରରେ ଏନ୍ଡିଏ ସରକାରର ୧୨ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମ...

ନୁଆଦିଲ୍ଲୀ : ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦୁଇ ଗୁରୁତ୍ୱପୂର୍ଣ୍ଣ ୟୁରୋପୀୟ ରାଷ୍ଟ୍ର ଗସ୍ତରେ ବାହାରିଛନ୍ତି। ଏହି ଯାତ୍ରା ସମୟରେ, ପ୍ରଧାନମନ୍ତ୍ରୀ ଫ୍ରାନ୍ସ ଏବଂ ସ୍ଲୋଭାକିଆ ଗସ୍ତ କରିବେ। ଉଭୟ ଦେଶ ସହିତ ଦ୍ୱିପାକ୍ଷିକ ଆଲୋଚନା କରିବା ସହିତସେ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ,...

ଅନୁଗୋଳ : ୮ ହଜାର ଟଙ୍କା ଲାଞ୍ଚ ନେଇ ହରଡ଼ ଘଣାରେ ପୋଲିସ । ଅନୁଗୋଳ ଜିଲ୍ଲାରେ ପୁଣି ଭିଜିଲାନ୍ସର ବଡ଼ କାର୍ଯ୍ୟାନୁଷ୍ଠାନ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜରପଡା ଥାନା ଏଏସଆଇ । ଜଣେ ଅଭିଯୋଗକାରୀଙ୍କ ଠାରୁ ମାମଲାର ଫାଇନାଲ ରିପୋର୍ଟ ଦେବା ପାଇଁ ଲାଞ୍ଚ ଦାବି କରିଥିବା ବେଳେ ତାଙ୍କୁ...

ନୁଆଦିଲ୍ଲୀ : ଭାରତୀୟ ସେନା ଭିତରେ ଏକ ବଡ଼ ନେତୃତ୍ୱ ପରିବର୍ତ୍ତନ ଚାଲିଛି। କେନ୍ଦ୍ର ସରକାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ନିଯୁକ୍ତି ଦେବା ପାଇଁ ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଦୀର୍ଘ ଏବଂ ବିଶିଷ୍ଟ ଅଭିଜ୍ଞତା ଥିବା ଲେଫ୍ଟନାଣ୍ଟ ଜେନେରାଲ ସେଠ ଜୁନ୍ 30 ତାରିଖରେ ତାଙ୍କର...

କେନ୍ଦ୍ରାପଡ଼ା:ଗିରଫ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି। ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା। ଏସଡିଜେମ୍ କୋର୍ଟରେ ହାଜର ପରେ ଜେଲ୍ ଗଲେ ସରପଞ୍ଚ ଚାମେଲି। ବିଡିଓଙ୍କୁ ଦୁର୍ବ୍ୟବହାର ସହ ପୋଲିସକୁ ଆକ୍ରମଣ ନେଇ ୨ଟି...

ପୁରୀ: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶନିବାର ଦିନ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଡକ୍ଟର ଜୟଶ୍ରୀ କମ୍ଭମପାଟିଙ୍କ ସହ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସ୍ଜେଟିଏ)ର ମୁଖ୍ୟ ପ୍ରଶାସକ ଶ୍ରୀ ଅରବିନ୍ଦ କୁମାର ପାଢ଼ୀ ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା...

ନୁଆଦିଲ୍ଲୀ: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ ସଂଶୋଧନ ବିଲ, ୨୦୨୬) ସମ୍ପର୍କରେ ଗୃହରେ ଭୋଟିଂ ହୋଇଥିଲା। ଏହି ଭୋଟ ରେ, ସରକାର ବିରୋଧୀଙ୍କ ସମର୍ଥନ ହାସଲ କରିବାରେ ବିଫଳ ହୋଇଥିଲେ, ଏବଂ ଫଳସୱରୂପ, ବିଲ ପାସ...

ନୁଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ କର୍ମଚାରୀ ଓ ପେନସନଧାରୀଙ୍କ ପାଇଁ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ଆଜି ସେମାନଙ୍କ ମହଙ୍ଗା ଭତ୍ତା ବା ଡିଏ ୨% ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତା ବସିଥିବା କ୍ୟାବିନେଟ ମହାଙ୍ଗା ଭତ୍ତା ବୃଦ୍ଧି ଉପରେ ମୋହର ମାରିଛି। ମୁଦ୍ରାସ୍ଫୀତି ଓ ବର୍ଷକୁ ଦୁଇ ଥର ଡିଏ ସାଧାରଣତଃ ବୃଦ୍ଧି ପାଇଥାଏ।...

ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନରେ ଆଜି ମହିଳା ସଂରକ୍ଷଣ ଏବଂ ପରିସୀମନ ଉପରେ ଭୋଟ୍ ଦେବା ପରେ ବିଲ୍ ଖାରଜ ହୋଇଛି। ଏହା ୫୦% ଜନସଂଖ୍ୟାଙ୍କ ଆଶାକୁ ଏକ ବଡ଼ ଝଟକା ବୋଲି କୁହାଯାଉଛି। ଲୋକସଭା ବାଚସ୍ପତି ଓମ୍ ବିର୍ଲା କହିଛନ୍ତି ଯେ, ସପକ୍ଷରେ ୨୯୮ ଭୋଟ୍ ଏବଂ ୨୩୦ ଭୋଟ୍ ବିପକ୍ଷରେ ପଡ଼ିଛି। ପ୍ରଥମ...

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଆଜି ନୂଆଦିଲ୍ଲୀଠାରେ ଅର୍ବାନ ଚ୍ୟାଲେଞ୍ଜ୍ ଫଣ୍ଡ (ୟୁସିଏଫ)ର କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଓ ଋଣ ପରିଶୋଧ ଜ୍ଞାରେଣ୍ଟି ସବ୍-ସ୍କିମ୍ (ସିଆରଜିଏସଏସ)ର ଶୁଭାରମ୍ଭ କରିଛନ୍ତି। ଏହି ଅର୍ବାନ ଚ୍ୟାଲେଞ୍ଜ୍ ଫଣ୍ଡ ୨୦୨୫-୨୬ ଆର୍ଥକ ବର୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବ। ଏହାର ଲକ୍ଷ୍ୟ ହେଉଛି...

ନୁଆଦିଲ୍ଲୀ: ସଂସଦର ଏକ ଗୁରୁତ୍ୱପୂର୍ଣ୍ଣ ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନ ଗୁରୁବାରଠୁ ଆରମ୍ଭ ହେବାକୁ ଯାଉଛି । ଏହି ଅଧିବେଶନରେ ସରକାର ନାରୀ ଶକ୍ତି ବନ୍ଦନ ଅଧିନିୟମକୁ କାର୍ଯ୍ୟକାରୀ କରିବା ପାଇଁ ଆବଶ୍ୟକ ସମ୍ବିଧାନ ସଂଶୋଧନ ବିଲ ଆଗତ କରିବେ । ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାଙ୍କ ପାଇଁ ୩୩ % ସଂର୭କ୍ଷଣ ଲାଗୁ କରିବା...

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ଏଥିପାଇଁ ଜନସଂଖ୍ୟା ନିର୍ଦ୍ଦେଶାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବାକୁ ଥିବା ଏହି ଜନଗଣନା କାର୍ଯ୍ୟକୁ ଠିକ ଭାବେ ପରିଚାଳନା କରିବା ପାଇଁ ୯୦, ୨୦୦ ଜଣ ଜନଗଣନା ଅଧିକାରୀ ଏବଂ ୧୫,୧୪୦ ଜଣ ସୁପରଭାଇଜର...

ଭାରତୀୟ ଜନତା ପାର୍ଟୀ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଜେପି କର୍ଣ୍ଣାଟକର ନିଜର ଦୁଇ ବିଧାୟକ ଏସଟି ସୋମଶେଖର ଏବଂ ଏ ଶିବରାମ ହେବାରଙ୍କୁ ଛଅ ବର୍ଷ ପାଇଁ ଦଳରୁ ବହିଷ୍କାର କରିଛି। ପିଟିଆଇର ରିପୋର୍ଟ ମୁତାବକ, ବିଜେପିର କର୍ଣ୍ଣାଟକ ଇକାଇର ଅଧ୍ୟକ୍ଷ ବି ୱାଇ ବିଜୟେନ୍ଦ୍ର କହିଛନ୍ତି ଯେ, ଦୁଇ ବିଧାୟକଙ୍କୁ ସେମାନଙ୍କ ପାର୍ଟୀ ବିରୋଧି...

ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି ସେ କିଛି ଅଧିକାରୀଙ୍କ ସହମତିରେ ସାଧାରଣଲୋକଙ୍କ ପାଖକୁ ମିଥ୍ୟା ନୋଟିସ ପଠାଇଥିଲେ। ଏହି ନୋଟିସ ଆଧାରରେ...

ଭୂବନେଶ୍ୱର: କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କୋଷାଧ୍ୟକ୍ଷ, ଉପାଧ୍ୟକ୍ଷ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ। ଯାହାପରେ ଶନିବାର ଦିନ ୩୦ ଜଣିଆ ନୂତନ ପଦାଧିକାରୀ ଦଳ ନିଯୁକ୍ତ କରିଛି ଓପିସିସି। କଂଗ୍ରେସ ଅଧ୍ୟକ୍ଷ ଓପିସିସି ପାଇଁ ସାତ ଜଣ ଉପାଧ୍ୟକ୍ଷ, ୧୦...

ଚଳିତବର୍ଷ ଫେବୃଆରୀରେ ବହୁଜନ ସମାଜ ପାର୍ଟିରୁ ବହିଷ୍କୃତ ହୋଇଥିବା ଏବଂ ଏପ୍ରିଲରେ ଦଳକୁ ଫେରିଥିବା ଆକାଶ ଆନନ୍ଦଙ୍କୁ ମାୟାବତୀ ଏକ ବଡ଼ ଦାୟିତ୍ୱ ଦେଇଛନ୍ତି। ବିଏସ୍ପି ମୁଖ୍ୟଙ୍କ ଘୋଷଣା ଯୋଗୁ ଆକାଶ ଆନନ୍ଦଙ୍କ ପ୍ରତ୍ୟାବର୍ତ୍ତନ ସମସ୍ତଙ୍କୁ ଚକିତ କରିଦେଇଛି। ମାୟାବତୀ ଆକାଶ ଆନନ୍ଦଙ୍କୁ ଦଳର ମୁଖ୍ୟ ଜାତୀୟ ସଂଯୋଜକ କରିବାକୁ ଘୋଷଣା କରିଛନ୍ତି। କେବଳ ଏତିକି ନୁହେଁ,...

ଭୂବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ ଏହି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ଜୁନ ୧୨ ତାରିଖ...

ଅପରେସନ୍ ସିନ୍ଦୂରର ପ୍ରଥମ ଆଟାକ୍ ପରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଜି ବସିଥିଲା ସର୍ବଦଳୀୟ ବୈଠକ । ବୈଠକ ପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ପ୍ରତିକ୍ରିୟା । କହିଲେ,ଏଭଳି ସଙ୍କଟ ସମୟରେ ଆମେ ସରକାରଙ୍କ ସହ ଅଛୁ । ରାହୁଲ ଗାନ୍ଧୀ ମଧ୍ୟ କହିଛନ୍ତି ଯେ ଆମେ ସରକାରଙ୍କୁ ପୂର୍ଣ୍ଣ ସମର୍ଥନ କରୁଛୁ । ଆତଙ୍କବାଦ...









![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-20-scaled.jpg)
All rights reserved. Designed by Inter Softech