
ନୁଆଦିଲ୍ଲୀ: ଏନସିଇଆରଟିକୁ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି । ସର୍ବୋଚ୍ଚ କୋର୍ଟଙ୍କ ଉଦବେଗକୁ ସରକାର ଗ୍ରହଣ କରିଛନ୍ତି । ଏହି ପୁସ୍ତକକୁ ପ୍ରତ୍ୟାହାର ପାଇଁ ଏନସିଇଆରଟିକୁ ନିର୍ଦ୍ଦେଶ ଦିଆଯାଇଛି । ଏନସିଇଆରଟିର ଯେଉଁ ଅଫିସର ଏପରି କରିଛନ୍ତି କାର୍ଯ୍ୟାନୁଷ୍ଟାନ ହେବ । ସରକାର ଆଉ ଥରେ ଏପରି କରିବାକୁ...

ଯାଜପୁର: ଆଜି ପୂର୍ବାହ୍ନରେ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ (PTI), ବୈରୀ ପରିସରରେ ଓଡ଼ିଶା ପୋଲିସର ୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ନିର୍ଦ୍ଦେଶକ, ଗୁଇନ୍ଦା,ଶ୍ରୀ ଆର. ପି. କୋଚେ ଯୋଗଦେଇ ଆକର୍ଷଣୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଶ୍ରୀ କୋଚେ...

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ୨୭ ଫେବୃଆରୀରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତରେ ଆସିବେ । ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ ହେବ । ୨୭ ଫେବୃଆରୀରେ ପ୍ରଧାନମନ୍ତ୍ରୀ କାର୍ନି ମୁମ୍ବାଇରେ ପହଞ୍ଚିବେ । ଆଗାମୀ ଦୁଇ ଦିନ...

ଚେନ୍ନାଇ: ଚେନ୍ନାଇର ଚେପକ୍ ଷ୍ଟାଡିୟମରେ ଖେଳାଯାଇଥିବା ସୁପର-୮ ପର୍ଯ୍ୟାୟର ଦ୍ୱିତୀୟ ମ୍ୟାଚ୍ରେ ଭାରତ, ଜିମ୍ବାୱେକୁ ୭୨ ରନ୍ରେ ପରାସ୍ତ କରିବାରେ ସଫଳ ହୋଇଛି। ଏହି ବିଜୟ ସହ ଭାରତ ସେମିଫାଇନାଲ୍କୁ ଉନ୍ନୀତ ହେବା ଆଶାକୁ ଉଜ୍ଜୀବିତ ରଖିପାରିଛି। ଗୁରୁବାର ଖେଳାଯାଇଥିବା ଏହି ମ୍ୟାଚ୍ ଭାରତ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଥିଲା। ଭାରତ ସୁପର-୮ର...

ରାଜ୍ୟ ସଭା ନିର୍ବାଚନ ପାଇଁ ଖୁବ୍ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାଜପା। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ। କିଏ ରାଜ୍ୟ ସଭା ଯିବ ବୈଠକରେ ନିଷ୍ପତ୍ତି ହେବ। କୋର୍ କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି...

ନୁଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍ଡିଂ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ। ଏହି ନୂତନ ଭବନର ନିର୍ମାଣ ଶୈଳୀରେ ପ୍ରତିଫଳିତ ହେବ ଓଡ଼ିଶାର ସମୃଦ୍ଧ କଳା ଓ ସଂସ୍କୃତିର ଝଲକ। ଏଥିପାଇଁ ମୋଟ ୯୩.୨୭ କୋଟି ଟଙ୍କା ବ୍ୟୟ ହେବ। ଏଥିରେ ୩ଟି ବେସ୍ମେଣ୍ଟ, ଗ୍ରାଉଣ୍ଡ ଫ୍ଲୋର ସହିତ ଆଉ ୬ଟି ମହଲା ରହିବ। ସମସ୍ତ ଅତ୍ୟାଧୁନିକ ସୁବିଧା...










All rights reserved. Designed by Inter Softech