
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇସ୍ରାଏଲ ଗସ୍ତରେ ଯିବେ। ତାଙ୍କର ଗସ୍ତ ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ମୋଦିଙ୍କୁ ତାଙ୍କର ଜଣେ ଅନ୍ତରଙ୍ଗ ବନ୍ଧୁ ବୋଲି କହିବା ସହିତ ଭାରତକୁ ଏକ ବିଶ୍ୱଶକ୍ତି ଭାବେ ଅଭିହିତ କରିଛନ୍ତି। ଏହାଛଡ଼ା ମୋଦିଙ୍କ ଏହି ଗସ୍ତ ନେତାନ୍ୟାହୁଙ୍କ ନୂଆ ହେକ୍ସାଗନ୍ (ଷଡ଼ଭୂଜ ରାଷ୍ଟ୍ର)ମେଣ୍ଟ ପାଇଁ ବହୁ ଗୁରୁତ୍ୱ ବହନ...

ରାଜଧାନୀରେ ଅଦିନିଆ ବର୍ଷାର ପ୍ରକୋପ । ହୋର୍ଡିଂ ଭୁଶୁଡ଼ି ୨ ଜଣଙ୍କର ମୃତ୍ୟୁ । ଭୁବନେଶ୍ୱର ଆଇଗିଣିଆରେ ଅଘଟଣ । ଦୁର୍ଗାମଣ୍ଡପ ପାଖରେ ଏକ ବଡ଼ ହୋର୍ଡିଂ ଭୁଶୁଡ଼ି ପଡ଼ିବାରୁ ୨ ଜଣଙ୍କର ଜୀବନ ଯାଇଛି । ୫ରୁ ୬ଟି ଦୋକାନ ଘର କ୍ଷତିଗ୍ରସ୍ତ ହୋଇଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ...

ଲାଞ୍ଚ ନେବା ପଡ଼ିଲା ମହଙ୍ଗା । ୩୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ । କଟକ ସର୍କଲର ଖଣି ଉପନିର୍ଦ୍ଦେଶକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଖଣି ଉପନିର୍ଦ୍ଦେଶକ ହେଲେ ଦେବବ୍ରତ ମହାନ୍ତି । ସେ ଜନୈକ ବ୍ୟବସାୟୀଙ୍କଠାରୁ ପୁରୀର ଗୋପରେ ତାଙ୍କର କୋଇଲା ଡିପୋକୁ ସୁଗମ ଭାବରେ ପରିଚାଳନା କରିବା ଏବଂ ପଶ୍ଚିମବଙ୍ଗକୁ...

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଫ୍ରାଞ୍ଚାଇଜ୍ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ (LSG) ମଙ୍ଗଳବାର ଦିନ ଆଗାମୀ ସିଜିନ୍ ପୂର୍ବରୁ ଏହାର ନୂତନ ଲୋଗୋ ଉନ୍ମୋଚନ କରିଛି। ଏହି ନୂତନ ପ୍ରତୀକରେ ତିନୋଟି ଶକ୍ତିଶାଳୀ ଗରୁଡ଼, ମୁକୁଟ ଏବଂ ହାତୀକୁ ଏକାଠି କରାଯାଇଛି। LSG ପକ୍ଷରୁ ବିବୃତ୍ତିରେ କୁହାଯାଇଛି ଯେ, ଗରୁଡ଼ ସାହସକୁ ପ୍ରତିନିଧିତ୍ୱ କରେ। ଉଠିବା, ଚ୍ୟାଲେଞ୍ଜ...

– ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୯ରୁ ଆରମ୍ଭ ହୋଇ ଏପ୍ରିଲ୍ ୮ରେ ଶେଷ ହେବ- ମାର୍ଚ୍ଚ ୩୧ରେ ୨୦୨୬-୨୭ ଆର୍ଥିକ ବର୍ଷର ଆପ୍ରୋସିଏସନ୍ ବିଲ୍ ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ଷଷ୍ଠ ତଥା ଗୁରୁତ୍ୱପୂର୍ଣ୍ଣ ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଫେବ୍ରୁଆରୀ ୨୫ରୁ ମାର୍ଚ୍ଚ ୮ ମଧ୍ୟରେ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ।...

ଭୁବନେଶ୍ୱର – ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍.ପି. ଓ ଡି.ସି.ପି.ମାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ସାଇବର କ୍ରାଇମ୍ ୟୁନିଟ୍ ମାନଙ୍କ...









All rights reserved. Designed by Inter Softech