
ବର୍ଷକ ମଧ୍ୟରେ ଅଢେଇ ଲକ୍ଷରୁ ଅଧିକ ପକ୍କା ଘର ବାଣ୍ଟିଲେଣି ରାଜ୍ୟ ସରକାର। ବିଧାନସଭାରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଲିଖିତ ଉତ୍ତର। ୨୦୨୪-୨୫ ବର୍ଷରେ ମୋଟ ୨ ଲକ୍ଷ ୮୧ ହଜାର ୭୦୩ କୋଟି ଗ୍ରାମୀଣ ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି। ସେହିପରି ଏହି ସମୟ ମଧ୍ୟରେ ୩୦୬ ଭୂମିହୀନ ପରିବାରକୁ ଜମି ପ୍ରଦାନ କରାଯାଇଛି। ଏହାବାଦ୍ ରାଜ୍ୟ...

ଭୁବନେଶ୍ଵର:ଆମ ଗୌରବ ଆମ କଲେଜ ଯୋଜନା ଅଧୀନରେ ରାଜ୍ୟରେ ଗୋଟିଏ ବିଶ୍ୱ ବିଦ୍ୟାଳୟ ଏବଂ ୧୧ଟି ମହାବିଦ୍ୟାଳୟର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୧.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ, କଟକ, ଆଗଲପୁର ପଞ୍ଚାୟତ ସମିତି (ଡିଗ୍ରୀ) ମହାବିଦ୍ୟାଳୟ, ରୋଥ, ବଲାଙ୍ଗୀର, ବିଜେପୁର (ଡିଗ୍ରୀ) ମହାବିଦ୍ୟାଳୟ, ବରଗଡ଼, ସାଲେପୁର (ସ୍ୱୟଂ ଶାସିତ)...

ଭୁବନେଶ୍ୱର: ଏବେ ଛୁଂଚି ଯନ୍ତ୍ରଣାର ଭୟ ବିନା ଚିକିତ୍ସା ଏବଂ ଇଞ୍ଜେକ୍ସନ ନେବା ସମ୍ଭବ ହେବ । ଓଡ଼ିଶା-ଭିତିକ ଏକ ଷ୍ଟାର୍ଟଅପ ଜେଡଟପ ଆଇଓଟି ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ, ଏହାର ଅଗ୍ରଣୀ ଟପିକାଲ ଆନାସ୍ଥେଟିକ ଇଣ୍ଡ୍ୟୁସର (ଟିଏଆଇ) ଉପକରଣ ପାଇଁ ଏକ ପେଟେଂଟ ହାସଲ କରିଛି । ଏହା ଏକ ପ୍ରଥମ ଧରଣର ଉପକରଣ ଯାହା ଚିକିତ୍ସା...

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ଭାବ ବିନିମୟ କରିଥିଲେ। ଏହି ଆଲୋଚନା ସମୟରେ କେନ୍ଦ୍ର ଗୃହମନ୍ତ୍ରୀ କହିଥିଲେ ଯେ ଯେଉଁମାନେ ଶ୍ରମ କରନ୍ତି, ସେମାନେ ହିଁ ଲାଭ ପାଇବା ଉଚିତ। ସେ କହିଥିଲେ ଯେ ଏହାର ଉଦ୍ଦେଶ୍ୟ ହେଉଛି ଟ୍ୟାକ୍ସି ମାଲିକଙ୍କୁ ସମୃଦ୍ଧ...

ଭୁବନେଶ୍ୱର: ଓଡ଼ିଶା ଏବଂ ପୂର୍ବ ଭାରତର ସ୍ୱାସ୍ଥ୍ୟସେବା ପରିଦୃଶ୍ୟକୁ ଏକ ନୂତନ ଦିଶା ଦେବା ସହିତ, ଏମ୍ସ ଭୁବନେଶ୍ୱର ସଫଳତାର ସହିତ ଏକ ଅତ୍ୟାଧୁନିକ ଯକୃତ ପ୍ରତିରୋପଣ(ଲିଭର ଟ୍ରାନ୍ସପ୍ଲାଣ୍ଟ୍) କାର୍ଯ୍ୟକ୍ରମ ସହିତ ଏକ ଅତ୍ୟାଧୁନିକ ରୋବୋଟିକ୍ ସର୍ଜରୀ ବ୍ୟବସ୍ଥା ଆରମ୍ଭ କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭର୍ଚୁଆଲ୍...

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ନୂଆଦିଲ୍ଲୀରେ ଜାତୀୟ ମୂଦ୍ରୀକରଣ ପାଇପଲାଇନର ଦ୍ୱିତୀୟ ସଂସ୍କରଣକୁ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକର ଦ୍ୱିତୀୟ ପର୍ଯ୍ୟାୟ ସମ୍ପତ୍ତି ମୁଦ୍ରୀକରଣ କାର୍ଯ୍ୟକ୍ରମ। ନୀତି ଆୟୋଗ ଦ୍ୱାରା ଏହି ଦ୍ୱିତୀୟ ପର୍ଯ୍ୟାୟ ମୁଦ୍ରୀକରଣ ଯୋଜନା ପ୍ରସ୍ତୁତ କରାଯାଇଛି। ଭିତ୍ତିଭୂମି...










All rights reserved. Designed by Inter Softech