
ଚିନ୍ମୟ ଅମ୍ରିତ ମହୋତ୍ସବ ନେଇ ସାମ୍ବାଦିକ ସମ୍ମିଳନୀର ଆୟୋଜନ – କଟକ ତା ୨୧-୦୨-୨୦୨୬ ରିଖ ମହାନଦୀ ବିହାର ସ୍ଥାନୀୟ ପ୍ରତିକ୍ଷା ହଲ୍(ଡ଼ଃ କିଶନ ଲାଲ ଅଗ୍ରୱାଲ ବାସଗୃହ ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ମୂଖ୍ୟ ଅତିଥି ଭାବେପୁରୀ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଚିନ୍ମୟ ମିଶନ...

ନୂ ଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନ କି ବାତର ୧୩୧ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧନ କରୁଛନ୍ତି। ଅଭିଭାଷଣ ସମୟରେ ପ୍ରଧାନମନ୍ତ୍ରୀ ସେ ଏଆଇ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶ ବିଷୟରେ ଆଲୋଚନା କରିଛନ୍ତି। ସମ୍ପ୍ରତି ଅନୁଷ୍ଠିତ ଏଆଇ ଶିଖର ସମ୍ମିଳନୀ ପରେ ଏହି ବିଷୟ ଉପରେ ଆଲୋଚନା ହେବାର ଆଶା କରାଯାଉଥିଲା। ପ୍ରଧାନମନ୍ତ୍ରୀ ମୋଦୀ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୨:୩୦ରେ ଶତାବ୍ଦୀ ନଗର ଷ୍ଟେସନରୁ ବହୁ ପ୍ରତୀକ୍ଷିତ ନମୋ ଭାରତ ଆଞ୍ଚଳିକ ରାପିଡ୍ ଟ୍ରାଞ୍ଜିଟ୍ ସିଷ୍ଟମ୍ (ଆରଆରଟିଏସ୍) ଏବଂ ମିରଟ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ଏହି ସେବାକୁ ଉଦଘାଟନ କରିବା ସହ ନମୋ ଭାରତ ଟ୍ରେନରେ ବସି...

ମାଓବାଦୀ-ପୁଲିସ ମୁହାଁମୁହିଁ : କରଡା ଜଙ୍ଗଲରେ ଏନକାଉଣ୍ଟର, ଦୁଇ ମାଓବାଦୀ ନିହତ କନ୍ଧମାଳ, ତା, ୨୨/୦୨:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ...

ଭୁବନେଶ୍ୱର: ରାଜ୍ୟ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ...

ବଞ୍ଜାରି ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ଜମନକିରା: ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ବଡ଼ମାଲ ଗ୍ରାମପଞ୍ଚାୟତ ବଞ୍ଜାରି ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଡକ୍ଟର ନୀଳମଣି ଝାଙ୍କରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଦିନ ବିଦ୍ୟାଳୟ ପରିସରରେ ପାଳନ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କୁଚିଣ୍ଡା ଏଡିଡବ୍ଲୁଓ ଅନିଭା ନାଏକ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା...









All rights reserved. Designed by Inter Softech