
ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ,...

ଭାଇଚାରାର ସହର କଟକରେ ଆଜି ସନ୍ଧ୍ୟାରେ ହିଂସା ଦେଖାଯାଇଛି। ମଧୁପାଟଣା ଥାନା ଅଞ୍ଚଳରେ ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି। ଏହି ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ସୌମ୍ୟରଂଜନ ଜେନା (୩୪)। ସୂଚନା ଅନୁସାରେ ମଧୁପାଟଣା ଥାନା ଅଧୀନ ନୂଆପଡ଼ା ସାହିର ସୌମ୍ୟରଂଜନ ଜେନା ଆଜି ଅପରାହ୍ଣ ସମୟରେ ପ୍ରେସ୍କ୍ଲବ...

ଗ୍ରୀଷ୍ମ ପ୍ରବାହର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଗୋଳ,ତା.୧୮.୦9:- ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହର ର ମୁକାବିଲା ନିମନ୍ତେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ ପ୍ରବାହ ର ମୁକାବିଲା ନିମନ୍ତେ...

ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ ପକ୍ଷରୁ ସହାୟକ ଉପକରଣ ବଣ୍ଟନ ଶିବିର ଆୟୋଜିତ ଅନୁଗୋଳ, ୧୮.୦୨ : ଆଜି ଅନୁଗୋଳ ବ୍ଲକ୍ ଆନୁକୁଲ୍ୟରେ ରନ୍ତଲେଇ ପଞ୍ଚାୟତ ଅଫିସ୍ ପରିସରରେ ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ ପକ୍ଷରୁ ସାମାଜିକ ଦାୟିତ୍ୱବୋଧ ପଦକ୍ଷେପ ମାଧ୍ୟମରେ ଦିବ୍ୟାଙ୍ଗଜନ ଏବଂ ବରିଷ୍ଠ ନାଗରିକମାନଙ୍କୁ “ସହାୟକ ଉପକରଣ” ବଣ୍ଟନ ଶିବିର ଆୟୋଜିତ...

ଠାକୁର ଶ୍ରୀ ସୀତାରାମ ଦାସ ଓଁକାର ନାଥ ଦେବଙ୍କର ୧୩୫ ତମ ଜନ୍ମ ବାର୍ଷିକୀ ଅଷ୍ଟପ୍ରହରୀ ନାମଯଜ୍ଞ ଢ଼େଙ୍କାନାଳ ବାଜିଚୈକ ସ୍ଥିତ ସୀତାରାମ ଆଶ୍ରମ ଠାରେ ଠାକୁର ଶ୍ରୀ ସୀତାରାମ ଦାସ ଓଁକାର ନାଥ ଦେବଙ୍କର ୧୩୫ ତମ ଜନ୍ମ ଉତ୍ସବ ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ ପାଳିତ ହୋଇଯାଇଛି। ୧୭ ଫେବୃଆରୀରେ ଅଖଣ୍ଡ ଦୀପ ପ୍ରଜ୍ବଳନ କରି...

କିଶୋରୀମାନଙ୍କ ପାଇଁ ଦକ୍ଷତା ବିକାଶ ତାଲିମ ଶିବିର ଅନୁଗୋଳ,୧୮.୦୨ : ଆଜି ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୁଲ୍ଯରେ ସମାଜ ମଙ୍ଗଳ ବୈଠକ ଗୃହରେ କିଶୋରୀମାନଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଦକ୍ଷତା ବିକାଶ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ...










All rights reserved. Designed by Inter Softech